-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଦେବୀ ଙ୍କ  ନବକଳେବର  ପାଇଁ ଦାରୁ ସନ୍ଧାନରେ ଭବ୍ୟ ପଟୁଆର ସହ ସେବାୟତ ପହଞ୍ଚିଲେ  ଲହଣ୍ଡା

07-Jan-2025



 ଅତାବିରା(ଆକାଶ ମିଶ୍ର): ଡୁମାଲ ସମାଜର ଅଧିଷ୍ଠାତ୍ରୀ ଦେବୀ କୁରୁଆଁସ୍ଥିତ ସର୍ବ ପୁରାତନ ଉମା ମାହେଶ୍ୱରୀ ପୀଠର ମାଁ ମାହେଶ୍ୱରୀ ଓ ମାଁ ଖମ୍ବେଶ୍ବରୀ ଙ୍କ ନବକଳେବର ପାଇଁ ନୂତନ ଶାଳକା ଓ ନୂତନ ଖମ୍ବ ସନ୍ଧାନ ଉଦ୍ଦେଶ୍ୟରେ  ସେବାୟତ ବୃନ୍ଦ ଙ୍କ ସହ ବାହାରିଥିବା ମାଁ ମାହେଶ୍ୱରୀ ଙ୍କର ଶୋଭାଯାତ୍ରା  ଆଜି ଅତାବିରା ବ୍ଲକ ଲହଣ୍ଡା ଗ୍ରାମରେ ପହଂଚିଛନ୍ତି। ଏହି ଶୋଭାଯାତ୍ରା  ଅତାବିରା ବ୍ଲକ ର ଖଲିଆ ପାଲି, ଅତାବିରା ସହର ଦେଇ ଖଇର ପାଲି ଗାଁକୁ ପହଞ୍ଚିଥିଲା । ଗ୍ରାମବାସୀଙ୍କ ଦ୍ୱାରା ଭବ୍ୟ ସ୍ୱାଗତ କରାଯାଇଥିଲା  l  ଆଜି କର୍ମୀଟିକ୍ରା ଠାରେ ଡୁମାଲ  ସମାଜ ଓ ଗ୍ରାମବାସୀଙ୍କ ତରଫରୁ ମଧ୍ୟ ଭବ୍ୟ ସ୍ୱାଗତ କରାଯାଇ ମାଁ ମାହେଶ୍ୱରୀଙ୍କର ପୂଜାର୍ଚ୍ଚନା କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ରାଜ୍ୟ ଡୁମାଲ ପରିଷଦର ସଭାପତି ଦୟାସାଗର ମେଣ୍ଡଳୀ,ବରଗଡ଼ ଜିଲ୍ଲା ଡୁମାଲ ପରିଷଦର ସଭାପତି ଗଣେଶ ପ୍ରଧାନ, ସମ୍ପାଦକ ସୁବାସ ଥାଟି,ସରଳା କେନ୍ଦ୍ର ସଭାପତି କରମଚାନ୍ଦ ପ୍ରଧାନ,ଗୁନିଆ ପାଲି କେନ୍ଦ୍ର ସଭାପତି ମଗନ ଖମାରୀ,ଗମ୍ଭାରୀପାଲି ଆଞ୍ଚଳିକ ମାହେଶ୍ୱରୀ ମନ୍ଦିରର ପୂଜକ ସନ୍ତୋଷ ମହାକୁର, ଦିଲୀପ ମହାକୁର, ଜଗବନ୍ଧୁ କଲତା ଓ ଆଖ ପାଖ ଅଂଚଳର ଜାତିଗଙ୍ଗା ଉପସ୍ଥିତ ରହି ମାଙ୍କର ଆଶୀର୍ବାଦ ଲାଭ କରିଥିଲେ l ଏହି ସମସ୍ତ କାର୍ଯ୍ୟକ୍ରମକୁ କୁରୁଆଁ ମାହେଶ୍ୱରୀ ମନ୍ଦିରର ବେଜି, ଦେହେରୀ ସେବାୟତ ବୃନ୍ଦ,ଖଲିଆ ପାଲି, ଅତାବିରା ସହରର ଜାତିଭାଇ,ଖଇରପାଲି -କର୍ମୀଟିକ୍ରା ଗ୍ରାମବାସୀ ବୃନ୍ଦ, ଦୀନେଶ ଗାଈଗରିଆ, ସଂଜୀବ କର୍ମୀ,କୁବେର ମହାକୁର ଏବଂ ମାଁ ମାହେଶ୍ୱରୀ ସେନାର ସଦସ୍ୟ ମାନେ ପୂର୍ଣ୍ଣମାତ୍ରାରେ  ସହଯୋଗ କରିଥିଲେ l ଆସନ୍ତା କାଲି ବୁଧବାର ଦିନ ଲହଣ୍ଡାରେ  ବନଯାଗ ଶୋଭାଯାତ୍ର ରେ  ବାହାରି  ମାଁ ଙ୍କ  ସ୍ୱପ୍ନାଦେଶ  ଅନୁସାରେ   ଚିହ୍ନିତ  ହୋଇଥିବା ମା ମାହେଶ୍ୱରୀଙ୍କର ନୂତନ ଶାଳକା ବାଡ଼ି ପାଇଁ ମହୁଲ ବୃକ୍ଷ ଓ ମାଁ ଖମ୍ବେଶ୍ବରୀଙ୍କ ନୂତନ ଖୁଣ୍ଟ ନିର୍ମାଣ ପାଇଁ ରୁହେନ ବୃକ୍ଷକୁ ପୂଜାର୍ଚନା କରାଯାଇ କଟା ଯିବ ଓ ପୁଣି ଉଭୟ ବୃକ୍ଷକୁ ବିରାଟ ଶୋଭାଯାତ୍ରାରେ ଉମା ମାହେଶ୍ୱରୀ ମନ୍ଦିର, କୁରୁଆଁ କୁ ନିଆଯିବ  ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like