-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବିପଦ ଡାକୁଛି ଉନ୍ଦେର ନଦୀ ସେତୁ

08-Jan-2025



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ପ୍ରାୟ ୨୦ ବର୍ଷ ତଳେ ସିନ୍ଧେକେଲା ଓ ଚାନ୍ଦୋତରା ଗ୍ରାମର ମଧ୍ୟଦେଇ ବହି ଯାଇଥିବା ବିସ୍ତିର୍ଣ୍ଣ ନଦୀ ଉପରେ ତିଆରି ହୋଇଥିଲା ସେତୁ। ସିନ୍ଧେକେଲା ରୁ  ନୁଆପଡା ଓ କଳାହାଣ୍ଡି ଜିଲ୍ଲାକୁ ଏବଂ ନଦୀ ଆରପଟରୁ ବଲାଙ୍ଗୀର ଜିଲ୍ଲାକୁ ସଂଯୋଗ କରେ ଏହି ସେତୁ । ଏହି ସେତୁ କୁ ସୀମାନ୍ତ ଅଞ୍ଚଳର ଲାଇଫ ଲାଇନ କୁହା ଯାଉଥିବା ବେଳେ ଏହି ଉନ୍ଦେର ନଦୀ ସେତୁ ଏବେ ବିପଦ ଡାକୁଛି। ବିଶେଷ କରି ନଦୀ ସେପଟରେ ଥିବା ବଙ୍ଗୋମୁଣ୍ଡା ବ୍ଲକ ଏବଂ ଟିଟିଲାଗଡ ବ୍ଲକ ଅଞ୍ଚଳର ଲୋକଙ୍କ ଜୀବନବିନ୍ଦୁ ପାଲଟିଥିବା ସେତୁ ଏବେ ଜରାଜିର୍ଣ୍ଣ ଅବସ୍ଥାରେ। କିନ୍ତୁ ଏହି ସେତୁ ନିର୍ମାଣ ହେବା ପରଠାରୁ ସରକାରୀ ତହବିଳକୁ ଟୁଲ ଟ୍ୟାକ୍ସ ଦ୍ବାରା ପ୍ରତିବର୍ଷ ମୋଟା ଅଙ୍କର ରାଜସ୍ବ ଦେଇ ଆସିଥିଲା। (ପ୍ରାୟ ଗୋଟିଏ ବର୍ଷ ହେଲା ଟୋଲ ଗେଟ ବନ୍ଦ ହୋଇଛି) । ତେବେ ମଧ୍ୟ ପ୍ରଶାସନ ତରଫରୁ ଏହି ସେତୁ ପ୍ରତି ଯେତେ ଯତ୍ନବାନ ହେବାକଥା ନିର୍ମାଣ ହେବା ଦିନଠାରୁ ସେପରି କିଛି ହୋଇଥିବା ଉଭୟ ସିନ୍ଧେକେଲା ଓ ଚାନ୍ଦୋତରା ବାସି ଦେଖିନଥିବା ଲୋକେ କହନ୍ତି। ବର୍ତମାନ ସମୟରେ ସେତୁ ଉପରେ ଖାଳଖମାର ଭର୍ତି ହୋଇଥିବା ବେଳେ ସେତୁରେ 

ବ୍ୟବହାର ହୋଇଥିବା ରଡ୍ ଗୁଡିକ ବାହାରି ପଡ଼ିଥିବାରୁ ଛୋଟ ଛୋଟ ଦୁର୍ଘଟଣା ଘଟୁଥିବାରୁ କେତେବେଳେ ଯେ କୌଣସି ବଡ ଅଘଟଣ ଘଟିବ ଏହାକୁ ନେଇ ସିନ୍ଧେକେଲା ର କିଛି ସ୍ବେଛାସେବୀ ବାହାରି ପଡ଼ିଥିବା ରଡ୍ କୁ ପିଟିପିଟି ଠିକ୍ କରୁଥିବା ଦେଖାଯାଇଥିଲା। ତେବେ ତୁରନ୍ତ ଓଏସବିସି ଏବଂ ଜିଲ୍ଲା ପ୍ରଶାସନ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାସହ ସେତୁ ର ମରାମତି କରିବାପାଇଁ ସମାଜସେବୀ ଅନିଲ କୁମାର ତ୍ରିପାଠୀ ଙ୍କ ସହ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like