-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

୧୮ରେ ଯଯାତି ସ୍ମାରକୀ ରାଜ୍ୟସ୍ତରୀୟ ଭଲିବଲ ପ୍ରତିଯୋଗିତା

08-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ବର୍ଷା ପାଇଁ ବନ୍ଦ ହୋଇ ଯାଇଥିବା ଯଯାତି କେଶରୀ ସ୍ମାରକୀ ରାଜ୍ୟ ସ୍ତରୀୟ ଦିବାରାତ୍ର ଭଲିବଲ ପ୍ରତିଯୋଗିତା ଚଳିତ ୧୮ ତାରିଖରେ ଅନୁଷ୍ଠିତ ହେବ । ବରୀ ବ୍ଲକ ଧାରପୁର କଚେରୀ ପଡ଼ିଆ ଠାରେ ଅନୁଷ୍ଠିତ ହେବାକୁ ଥ‌ିବା ଏହି ପ୍ରତିଯୋଗିତା କିଟ୍ ଭୁବନେଶ୍ୱର, କେଏସଆର ସର୍ଭିସର ପାରାଦ୍ବୀପ, ଏପି ସିକ୍ସର ବାଲେଶ୍ୱର, ଖୋର୍ଦ୍ଧା ରେଳବାଇ ଖୋର୍ଦ୍ଧା ଭଳି ରାଜ୍ୟ ତଥା ଜାତୀୟ  ଖେଳିଥ‌ିବା ଦଳ ଏଠାରେ ମ୍ୟାଚ୍ ଖେଳିବେ ବୋଲି ଗଣମାଧ୍ୟମ ସମ୍ମିଳନୀ ଜରିଆରେ ଆୟୋଜକ
ଯୁବ ସମାଜସେବୀ ସଞ୍ଜିବ ଜେନା ପ୍ରକାଶ କରିଛନ୍ତି। କଚେରୀ ପଡ଼ିଆ ଟୁର୍ଣ୍ଣାମେଣ୍ଟ ସ୍ଥାନରେ ଅନୁଷ୍ଠିତ ଏହି ଗଣମାଧ୍ଯମ ମାଧ୍ଯମ ସମ୍ମିଳନୀରେ ସଞ୍ଜୀବଙ୍କ ନାମରେ ଗଢା ହୋଇଥିବା । ସଞ୍ଜୀବ ସେନାର କର୍ମୀମାନଙ୍କ ସହ ମ୍ୟାଚ୍ ପରିଚାଳକ କ୍ରୀଡ଼ାବିତ୍ ଅମିୟ କୁମାର ପରିଡ଼ା, ଉଦ୍‌ଘୋଷକ ରବୀନ୍ଦ୍ର ନାରାୟଣ ଜେନା, ପୂର୍ବତନ ସମବାୟ ସଭାପତି ସରୋଜ ଜେନା,ନରେନ୍ଦ୍ର ସାହୁ, ଅଶୋକ ପଣ୍ଡା, ମନୋଜ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଦୀର୍ଘ ଦିନ ତଳେ ଧାରପୁର ଅଞ୍ଚଳ ଭଲି ବଲ ଖେଳରେ ସମଗ୍ର ଜିଲାରେ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିବାରୁ ଫି ବଗତ କ୍ରୀଡ଼ାବିତ୍ ଯଯାତି କେଶରୀଙ୍କ ନାମରେ ଏହି ଖେଳ ଉତ୍ସର୍ଗ କରି ଭଲି ବଲ ଖେଳକୁ ପୁନର୍ଜୀବିତ କରାଯାଉଥିବାରୁ ଗ୍ରାମବାସୀମାନେ ଆନନ୍ଦ ପ୍ରକଟ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like