-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବିପଦସଂକୁଳ ଅବସ୍ଥାରେ ଟ୍ରାନ୍ସଫର୍ମର

08-Jan-2025



ସିନାପାଲି:  ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଖରସେଳ ପଂଚାୟତ  ରାଣୀଡ଼ଙ୍ଗରି ଗ୍ରାମ ସ୍ଥିତ ବିଦ୍ୟାଳୟ ନିକଟ ରାସ୍ତା କଡରେ ଥିବା ଟ୍ରାନ୍ସ ଫର୍ମରର ଚାରିପଟେ ପାଚେରୀ ନ ଥିବାରୁ ଏହା ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ୬୩ କେଭି ବିଶିଷ୍ଟ ଉକ୍ତ ଟ୍ରାନ୍ସ ଫର୍ମରଟି ଭୂମିରୁ କମ ଉଚ୍ଚତାରେ ରହିଛି। ଉକ୍ତ ରାସ୍ତାଟି ଗାଁର ମୁଖ୍ୟ ରାସ୍ତା ହୋଇଥିବାରୁ ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଅନେକ ଲୋକ ସେହି ରାସ୍ତାରେ  ଯିବା ଆସିବା କରନ୍ତି। ଏହି ଟ୍ରାନ୍ସ ଫର୍ମରଟି ସ୍କୁଲକୁଲାଗି ଥିବାରୁ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉକ୍ତ ଟ୍ରାନ୍ସଫର୍ମରଟି  ବିପଦପୂର୍ଣ୍ଣ ହୋଇ ପଡିଛି ।ଗ୍ରାମବାସୀ ଟ୍ରାନ୍ସ ଫର୍ମର କୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତରିତ କରିବାପାଇଁ କିମ୍ବା ଚାରିପଟେ ପାଚେରୀ ନିର୍ମାଣପାଇଁ ବିଦ୍ୟୁତ ବିଭାଗୀୟ ଅଧିକାରୀଙ୍କୁ ଅନେକ ଥର ଅଭିଯୋଗ କରିଥିଲେ ମଧ୍ୟ ବିଭାଗ ଏଥିପ୍ରତି ଦୃଷ୍ଟିଦେଉନଥିବା ଅଭିଯୋଗ କରିଛନ୍ତି। ସେଠାରେ ଯଦି ପାଚେରୀ ନିର୍ମାଣ ନ କରୁଛନ୍ତି ତା ହେଲେ ଉକ୍ତ ଟ୍ରାନ୍ସଫର୍ମରକୁ ଅନ୍ୟତ୍ର ସ୍ଥାନାନ୍ତରିତ କରିବାପାଇଁ ମଧ୍ୟ ଗ୍ରାମବାସୀ ଅନୁରୋଧ କରିଛନ୍ତି। ଆଗାମୀ ଦିନରେଯଦି ଉକ୍ତ ସମସ୍ୟାର ସମାଧାନ କରାନଯାଏ ତା ହେଲେ ବିଦ୍ୟୁତବିଭାଗ ଅଧିକାରୀଙ୍କ କାର୍ଯାଳୟ ଘେରାଉ କରାଯିବ କରାଯିବ ବୋଲି ନରେଶ କୁମାର ସୁନାନୀ, ପ୍ରମୋଦ ନାଗ, ଠାକୁର ନାଗ, ପ୍ରଫୁଲ୍ଲ ନାଗ, ମୁକେଶ ନିଆଲ, ହିମାଂଶୁ ନାଗ,ଗ୍ରାମବାସୀ ଗଣମାଧ୍ୟମ ଜରିଆରେ ପ୍ରଶାସନକୁ ଚେତାବନୀ ଦେଇଛନ୍ତି ।
[ନୂଆପଡା ଜିଲ୍ଲା ରୁ ପରମେଶ୍ୱର ମେହେର ରିପୋର୍ଟ]


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like