-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସର ବ୍ଲକ ଅଧ୍ୟକ୍ଷଙ୍କ ନାମ ଘୋଷଣା

11-Jan-2021



 ବଲାଙ୍ଗୀର,- ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସର ପ୍ରସ୍ତାବ ଓ ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟି ସଭାପତି ଦିଲିପ ବେହେରା, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ଯୁବ ନେତା ସମରେନ୍ଦ୍ର ମିଶ୍ର ଏବଂ ଜିଲ୍ଲା ସମସ୍ତ ନିର୍ବାଚନ ମଣ୍ଡଳିର କଂଗ୍ରେସ ନେତୃବୃନ୍ଦଙ୍କ ସୁପରାମର୍ଶ କ୍ରମେ ଓଡିଶା ପ୍ରଦେଶ କିଶାନ କଂଗ୍ରେସର ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସର ବ୍ଲକ ଅଧ୍ୟକ୍ଷମାନଙ୍କ ନାମ ଘୋଷଣା କରାଗଲା । ଜିଲ୍ଲା କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ ମିଶ୍ର ବିଭିନ୍ନ ବ୍ଲକର ଅଧ୍ୟକ୍ଷ ରୁପେ ନୂତନ ଭାବରେ ସଦର ବ୍ଲକ ବିଶ୍ୱଜିତ ନାଥ, ଦେଓଗାଁ ପ୍ରଦ୍ୟୁମ୍ନ ସାହୁ, ତୁରେକେଲା ହେମନ୍ତ ସାହୁ, ବଙ୍ଗୋମୁଣ୍ଡା ପ୍ରଦୀପ ମିଶ୍ର, ମୁରିବାହାଲ ଗିରିଧାରୀ ସାହୁ, ସଇଁନ୍ତଲା ଉତ୍ତମ ପଟେଲ, ଟିଟିଲାଗଡ ଆଦିକନ୍ଦ ପୋଡ, ଗୁଡଭେଲା ଘନଶ୍ୟାମ ପ୍ରଧାନୀ, ପାଟଣାଗଡ ହେମବନ୍ତ ସେଠ, ଖପ୍ରାଖୋଲ ହୃଷି ନାଗ, ବେଲପଡା ମାୟାଧର ସାହୁ, ପୁଇଁନ୍ତଲା ସରୋଜ ପ୍ରଧାନ, ଆଗଲପୁର ଅଶୋକ ପଟେଲ, ଲୋଇସିଂହା ସାନ୍ତନୁ ସିଂହଙ୍କୁ ନିଯୁକ୍ତି କରିଛନ୍ତି । ଖୁବ ଶିଘ୍ର ଜିଲ୍ଲାରେ କୃଷକ ସଂଗଠନକୁ ପଂଚାୟତ ସ୍ତରରେ ସୁଦୃଢ କରି କେନ୍ଦ୍ର ବିଜେପି ଓ ରାଜ୍ୟ ବିଜେଡି ସରକାରର ବିଭିନ୍ନ ଚାଷୀ ମାରଣ ନୀତି ବିରୁଦ୍ଧରେ ପ୍ରତିବାଦ କରି ଚାଷୀଙ୍କୁ ସେମାନଙ୍କ ହକ୍ ପୁରଣ ପର୍ଯ୍ୟନ୍ତ କିଶାନ କଂଗ୍ରେସ ଆନ୍ଦୋଳନକୁ ଦୁର୍ବାର କରିବ ବୋଲି ଜିଲ୍ଲା ଅଧ୍ୟକ୍ଷ ଶ୍ରୀ ମିଶ୍ର ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like