-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଚାଷୀ ନେତାଙ୍କ ଧାନ ମଣ୍ଡି ପରିଦର୍ଶନ

08-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)- ରାଜବୋଡାସମ୍ବର କୃଷକ ସଂଗଠନ ସଦସ୍ୟ ମାନଙ୍କ ମଣ୍ଡି ପରିଦର୍ଶନ କରିଛନ୍ତି। ସଂଗଠନ ତରଫରୁ ପ୍ରତେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପ୍ରଥମେ ବରିକେଳ ପରେ ପାଇକମାଲ ବ୍ଲକ ର ବୁକରମୁଣ୍ଡା, ଟେମରୀ, ଭେଙ୍ଗରାଜ ପୁର, ପାଇକମାଲ, ସରେଇକେଳା, ଲଖମରା, ଚରଦାପାଲି, ସତୀଭଟା ଝାରବନ୍ଧ ବ୍ଲକ ର ଅମଠି, ଗଠୁଗୁଡା, ବିଳାସପୁର, କନ୍ଦାଡ଼ଙ୍ଗର, ଡଭା, କୁର୍ଲୁ ପାଳି, ଭୈସାଦରା, ଲଉଡ଼ିଦର୍ହା, ଜଗଦଳପୁର ଆଦି ମଣ୍ଡି  ବୁଲି ଦେଖିଛନ୍ତି। ଅତାବିରା ଆର ଏମ ସି ରେ ୧୮ଲକ୍ଷ ୩୪ ହଜାର କ୍ୟୁଣ୍ଟାଲ କିଣା ଯାଇଥିବା ବେଳେ ବରଗଡ଼ ଆର ଏମ ସି ରେ ୧୯ ଲକ୍ଷ ୩୦ ହଜାର କ୍ୟୁଣ୍ଟାଲ ଧାନ କିଣା ଯାଇଅଛି ଏବଂ ପଦ୍ମପୁର ଆର ଏମ ସି ରୁ ମାତ୍ର ୧୭ଲକ୍ଷ ୭୩ ହଜାର କ୍ୟୁଣ୍ଟାଲ ଧାନ କିଣା ଯାଇଛି ଯାହା ୬୦ ପ୍ରତିଶତ ହେବ ଏବଂ ୭୦ ରୁ ଉର୍ଦ୍ଧ୍ୱ ମଣ୍ଡିରେ ୧୦/୧୫ ହଜାର ପକେଟ ଧାନ ପଡିଆଛ ମୋଟ ଆର ଏମ ସି ରେ ୮ ଲକ୍ଷ ୪୧ ହଜାର ୭୦୪ ପକେଟ ଧାନ ପଡିଛି।ଚାଷୀ ମାନଙ୍କ ପୂଣି ନୁଆଁ ଚାଷ କରିବା ପାଇଁ ପଲ୍ହା ତିଆରୀ ହୋଇଗଲାଣି ବିଭିନ୍ନ ସ୍ଥାନ ରେ ରୁଆ ମଧ୍ୟ ହୋଇଗଲାଣି ହେଲେ ଚଳିତ ବର୍ଷ ର ଧାନ ବିକ୍ରି କରି ପାରି ନାହାନ୍ତି। ସରକାରୀ ଅଧିକାରୀ ମାନେ କହିବା ଅନୁସାରେ ଏଫ ଏ କ୍ଯୁ ଧାନ ରେ କଟନୀ ହେଉନାହିଁ ବୋଲି କହୁଥିବା ବେଳେ  ୨ କେଜି ଧାନ କାଟୁଥିବା ଚାଷୀ ମାନେ ପ୍ରକାଶ କରିଛନ୍ତି। ପଦ୍ମପୁର ଅଞ୍ଚକ ବାସୀଙ୍କ ପାଇଁ ଏହି ବୈମାତୃକ ମନୋଭାବ ହେତୁ କ୍ଷଭପ୍ରକାଶ କରିବା ସହିତ 
ଆସନ୍ତା ଶୁକ୍ରବାର ଦିନ ଜିଲ୍ଲାପାଳ କୁ ଲିଖିତ ଅଭିଯୋଗ ପାଇଁ ନିଷ୍ପତ୍ତି ନିଆଯାଇଛି।ଏହି ପରିଦର୍ଶନ କାରୀ ଦଳ ମଧ୍ୟରେ ସଂଯୁକ୍ତ କୃଷକ ସଂଗଠନ ର ରମେଶ ମହାପାତ୍ର ଥିବା ବେଳେ ରାଜବୋଡାସମ୍ବର କୃଷକ ସଂଗଠନ ର ରୋହିତ ପଧାନ, ସୁବାସ ସାମନ୍ତରାୟ, କାଁହୁ ଚରଣ ମେହେର, ବିଜୟ ସାହୁ , କରମଚାନ୍ଦ ମଗର,ଧର୍ମେନ୍ଦ୍ର ସାହା, ଅଶୋକ ସାହୁ, ପ୍ରମୋଦ ରାୟ, ହେମସାଗର ପଟେଲ, ତୁଲାରାମ ପଧାନ, ମହେନ୍ଦ୍ର ସାହୁ ଏବଂ ରମେଶ ସାହୁ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like