-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

କେଶାଇବାହାଲ ଡିଗ୍ରୀ କଲେଜରେ ପ୍ରବାସୀ ଭାରତୀୟ ଦିବସ ପାଳିତ

08-Jan-2025



କୁଚିଣ୍ଡା: ଅଧ୍ୟକ୍ଷ ଦୟାସାଗର ପ୍ରଧାନଙ୍କର ପ୍ରତକ୍ଷ୍ଯ ତତ୍ତ୍ଵାବଧାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ପାଳିତ ହୋଇଯାଇଛି । ବାସୁଦେବ ଗୋଦାବରୀ ଡିଗ୍ରୀ କଲେଜ କେଶାଇବାହାଲର ୧୦୪୮ ଛାତ୍ରଛାତ୍ରୀ ଓ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନଙ୍କ ଉପସ୍ଥିତିରେ ଏକ ବିଶାଳ ସଚେତନତା ରାଲି କାର୍ଯ୍ୟକ୍ରମ ବିଜିଡ଼ି କଲେଜରୁ ବାହାରି ଡାକବାଜି ଯନ୍ତ୍ର ରେ ବିଭିନ୍ନ ସଚେତନତା ସ୍ଲୋଗାନ ସହିତ ପୁରା କେଶାଇବାହାଲ ସହର ପରିକ୍ରମା କରିଥିଲେ । କଲେଜର ୧୨ ଗୋଟି ବିଭାଗ ପକ୍ଷରୁ ଗୋଟିଏ ବିଭାଗ ପରେ ଆଉଗୋଟିଏ ବିଭାଗ ନିଜ ନିଜ ବିଭାଗର ଫ୍ଲାକାଡ ଓ ବ୍ୟାନର ଧରି ସଚେତନତା ସ୍ଲୋଗାନ ଦେଇଥିଲେ । ସର୍ବପ୍ରଥମେ ପ୍ରାଣୀ ବିଭାଗ ଛାତ୍ରଛାତ୍ରୀମାନେ ରହିଥିବା ବେଳେ ତାଙ୍କ ଦଳକୁ ଅଧ୍ୟାପକ ବିନୋଦ ବିହାରୀ ପୃଷେଠ ଓ ଯଶୋଦା ମାଝୀ ପରିଚାଳନା କରିଥିଲେ । ଶିକ୍ଷା ବିଭାଗର କର୍ପୁର ରାଉତ, ଗିତାଞ୍ଜଳୀ ବେହେରା, ଉଦ୍ଭିଦ ବିଜ୍ଞାନର ଅଞ୍ଚଳି ପଟେଲ, ସମିକ୍ଷା ନାଏକ, ରାଜନୀତି ବିଜ୍ଞାନର ପ୍ରକାଶ ପଟେଲ ଅଧ୍ୟକ୍ଷ ଦୟାସାଗର ପ୍ରଧାନ, କମ୍ପୁଟର ବିଭାଗର  ମିଲନ ନାଏକ ଓ

ନରେନ୍ଦ୍ର ନାଏକ, ଓଡ଼ିଆ ବିଭାଗର ମନୋରମା ପଟେଲ, ମନିଷା ବେହେରା, ଗଣିତ ବିଭାଗର ହରେଶ ସାହୁ, ମଲୟ ବୁଡା, ଆରତି ବେହେରା, ଇତିହାସ ବିଭାଗର ସୁବାସିନୀ ପଟେଲ, ଶୋମ୍ଯରଞନ ସାହୁ, ରସାୟନ ବିଭାଗର ନମିତା ନାଏକ, ଭାରତୀ ଭୋଇ ଆଲୋକ ପଟେଲ, ଅର୍ଥନୀତି ବିଭାଗର ରୋଶନ ଶର୍ମା, ସିଦ୍ଧାନ୍ତ ଖଣ୍ଡେଲୱାଲ୍, ପଦାର୍ଥ ବିଜ୍ଞାନର ମନୋଜ ପଟେଲ, ବିକାଶ ପାଣି, ଦିନେଶ୍ ପଟେଲ, ଇଂରାଜୀ ବିଭାଗର ମୀନାକ୍ଷୀ ବେହେରା ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା , ପି.ଇ.ଟି ମନୋଜ ପଟେଲ, କିରାଣୀ ମନୋରଞ୍ଜନ ପଟେଲ, ଅଶୋକ ଭଏସା, ନରେନ୍ଦ୍ର ଟପ୍ପୋ ତଥା କଲେଜର ସମସ୍ତ କର୍ମଚାରୀମାନେ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଥିଲେ l
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like