-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଜାନୁୟାରୀ ୧୪ ରେ ବଲାଙ୍ଗିର ଉପଖଣ୍ଡ ସ୍ତରୀୟ ଲୋକ ଉତ୍ସବ ପାଇଁ ପ୍ରସ୍ତୁତି

08-Jan-2025



ବଲାଙ୍ଗିର(ପ୍ରେରଣାଖବର): ୨୨ତମ ଉପଖଣ୍ଡ ସ୍ତରୀୟ ବଲାଙ୍ଗିର ଲୋକ ଉତ୍ସବ ୨୦୨୫ ର ପ୍ରସ୍ତୁତି ବୈଠକ ଉପ-ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଉପ-ଜିଲ୍ଲାପାଳ ଆଲୋକ କୁମାର ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସର୍ବସମ୍ମତି କ୍ରମେ ୧୪.୦୧.୨୦୨୫ (ମଙ୍ଗଳବାର) ଦିନ ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ଠାରେ ଉପଖଣ୍ଡ ସ୍ତରୀୟ ବଲାଙ୍ଗିର ଲୋକ ଉତ୍ସବ ୨୦୨୫ ଅନୁଷ୍ଠିତ ହେବାକୁ ଧାର୍ଯ୍ୟ କରାଗଲା । ନିଷ୍ପତ୍ତି ଗ୍ରହଣ କରାଗଲା ଯେ ତା.୧୧.୦୧.୨୦୨୫ ସୁଦ୍ଧା ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ବ୍ଲକ ସ୍ତରୀୟ ଉତ୍ସବ ସମାପନ କରି ଯୋଗ୍ୟ ପ୍ରତିଯୋଗୀମାନଙ୍କ ତାଲିକା ଉପଖଣ୍ଡ କୁ ପ୍ରଦାନ କରିବେ । ବୈଠକରେ ଲୋକ ବାଦ୍ୟ, ଲୋକଗୀତ, ଲୋକ ନୃତ୍ୟ ଓ ଲୋକ ନାଟକ ପ୍ରତିଯୋଗିତା ପାଇଁ ବିଚାରକ ମଣ୍ଡଳି ସ୍ଥିରିକୃତ ହେଲା । ନିର୍ଦ୍ଧାରିତ କରାଗଲା ଯେ ଚଳିତ ବର୍ଷ ମଧ୍ୟ ବିଗତ ଉତ୍ସବ ଭଳି ଦୁଇ ଜଣ ସୁନାମଧନ୍ୟ କଳାକାରଙ୍କୁ ଉପଖଣ୍ଡ ସ୍ତରୀୟ କଳାକାର ସମ୍ମାନ ଦିଆଯିବ । ଉପଖଣ୍ଡ ସ୍ତରୀୟ ଲୋକ ଉତ୍ସବ ର ସୁପରିଚାଳନା ନିମନ୍ତେ ରିସେପ୍‌ସନ କମିଟି, ଷ୍ଟେଜ କମିଟି, ଫୁଡ କମିଟି ଓ ମିସ୍‌ସିଲାନିୟସ କମିଟି ଗଠନ କରାଗଲା । ଉପଖଣ୍ଡ ସ୍ତରୀୟ ଲୋକ ଉତ୍ସବର ପ୍ରତିଯୋଗିତା ମାନଙ୍କରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନଙ୍କୁ ଜିଲ୍ଲା ସ୍ତରୀୟ ଲୋକ ଉତ୍ସବରେ ପ୍ରଦର୍ଶନ ପାଇଁ ପ୍ରେରଣ କରାଯିବ । ବୈଠକରେ ଡ. ଘାସିରାମ ମିଶ୍ର, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ବାସୁଦେବ ମେହେର, ବାସୁଦେବ ବେହେରା, ବାସୁଦେବ ନାଗ, ମୁରଲିଧାରି ପତି, ଗୌର କିଶୋର ମହାପାତ୍ର, ମଧୁସୁଦନ ନାୟକ, ପ୍ରଶାନ୍ତ ମହାକୁର, ବ୍ରହ୍ମାନନନ୍ଦ ବନଛୋର, ସତ୍ୟବାଦି ନାଏକ, ଭକ୍ତ ନାଏକ, ସୁଶାନ୍ତ ଚୋପଦାର, ନବୀନ କୁଅଁର, ବୀଥିକା ଚାଟାର୍ଜୀ, ଜୟକୃଷ୍ଣ ମିଶ୍ର, କପିଳେଶ୍ୱର ଖମାରି ଏବଂ ବିଭୁ କଲ୍ୟାଣ ଗଡତ୍ୟା ଙ୍କ ସମେତ ସହରର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ବୈଠକରେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like