-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ରେକଡୋଲରେ ମା’ ଖଜୁରଗୁରେନ ଯାତ୍ରା

08-Jan-2025



କଣ୍ଟାମାଳ(ଜୟ କୁମାର ମହାରଣା):  କଣ୍ଟାମାଳ ବ୍ଲକ ଘଣ୍ଟାପଡା ପଞ୍ଚାୟତର ରେକଡୋଲ ଗ୍ରାମରେ ମା’ ଖଜୁରଗୁରେନ ପର୍ବ ଅନୁଷ୍ଠିତ ହୋଇଯାଇଛି l ଦେବୀ ପୂଜକ ଝାଙ୍କର ଲକ୍ଷ୍ମଣ ଭୋଇ ଓ ଦେହେରୀ ପ୍ରେମରାଜ ଭୋଇ ନିଷ୍ଠାର ସହିତ ଉପବାସ ରହି ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିଥିଲେ l ମା’ଙ୍କ ନିକଟରେ ମୁଆଁ, ନଡ଼ିଆ, ଅରୁଆ ଚାଉଳ,

ମନ୍ଦାର, ଧୋପ, ଦୀପ ଅର୍ପଣ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା l ବରୁଆ କପିଳ ରଣା, ଦିଲେଶ୍ଵର ଭୋଇ ଏବଂ ମୁରଲୀ ଭୋଇଙ୍କ ଦେହରେ ଦେବୀ ସବାର ହୋଇଥିଲେ l ବିଭିନ୍ନ ଅଞ୍ଚଳରୁ ଆସିଥିବା ଶ୍ରଦ୍ଧାଳୁ ଭକ୍ତ ମାନେ ଦେବୀଙ୍କୁ ଗୁହାରୀ ଜଣାଇ ପରିବାରର ମଙ୍ଗଳ କାମନା କରିଥିଲେ l

ମନସ୍କାମନା ପୂର୍ଣ୍ଣ ହୋଇଥିବା ଶ୍ରଦ୍ଧାଳୁ ମାନେ ଆଣିଥିବା କୁକୁଡ଼ା ଓ ବୋଦା ମା’ଙ୍କ ନିକଟରେ ବଳି ଦିଆଯାଇଥିଲା l ଜମିଦାର ଅରୁଣ ଭୋଇ, ଗୌନ୍ତିଆ କରୁଣାକର ପାତ୍ର ଏବଂ ଗ୍ରାମବାସୀ ସହଯୋଗ କରିଥିଲେ l ରାତିରେ ମନୋରଞ୍ଜନ ପାଇଁ ଦଣ୍ଡ ନୃତ୍ୟ ପରିବେଷଣ ହୋଇଥିଲା l ତୁର୍କା ପ୍ରଗଣାର ଏହି ଆଦିବାସୀ ପର୍ବ ଗ୍ରାମବାସୀଙ୍କ ମଧ୍ୟରେ ଭାଇଚାରା ବଜାୟ ରଖିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like