-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କନ୍ୟା ଭୃଣ ହତ୍ୟା ନିରୋଧ ଆଇନର ଜିଲ୍ଲା ପରାମର୍ଶ କମିଟି ବୈଠକ ଅନୁଷ୍ଠିତ : -,,,,, ଅଲଟ୍ରା ସାଉଣ୍ଡ କ୍ଲିନିକ ଗୁଡିକୁ ନିୟମିତ ଯାଞ୍ଚ ସହ ବିଗତ ବର୍ଷର ତଥ୍ୟକୁ ବିଭାଗ ସହ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱାରୋପ :

09-Jan-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାପାଳଙ୍କ ସମ୍ମିଳ୍ଳନୀ କକ୍ଷରେ ସ୍ୱାସ୍ଥ୍ୟ ବିଭାଗ ତରଫରୁ କନ୍ୟା ଭୃଣ ହତ୍ୟା ନିରୋଧ ଆଇନର ଜିଲ୍ଲା ପରାମର୍ଶ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା I ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ  ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଅଧ୍ୟକ୍ଷତା କରିଥିଲେ I କନ୍ୟା ଭୃଣ ହତ୍ୟା ନିରୋଧ ଆଇନକୁ କଡାକଡି ପାଳନ କରିବା ପାଇଁ ତଦାରଖ କମିଟି ମାଧ୍ୟମରେ ଅଲ୍ଟ୍ରାସାଉଣ୍ଡ କେନ୍ଦ୍ର ଗୁଡିକର ନିୟମିତ ଅନୁଧ୍ୟାନ ସହ ସମସ୍ତ ତଥ୍ୟର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବା ପାଇଁ ପରାମର୍ଶ ଦେଇଛନ୍ତି I  ତଥ୍ୟ ଅନୁଯାୟୀ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରା ସାଉଣ୍ଡ ପରୀକ୍ଷା ଜିଲ୍ଲାର ବିଭିନ୍ନ ବ୍ୟକ୍ତିଗତ କ୍ଲିନିକ ଠାରୁ କମ ରହୁଥିବାରୁ ବୈଠକରେ ବିଶେଷ ଆଲୋଚନା କରାଯାଇଥିଲା। ପୁନଶ୍ଚ ଜିଲ୍ଲାରେ ଲିଙ୍ଗ ଅନୁପାତକୁ ବଜାୟ ରଖିବା ପାଇଁ ବିଭିନ୍ନ ବିଭାଗର ସମନ୍ୱୟ ତଥା ଜନ ସହାଭାଗିତାରେ ବ୍ୟାପକ ଜନ ସଚେତନତା  ଗ୍ରହଣ କରିବା ପାଇଁ ଆଲୋଚନା ହୋଇଥିଲା। ତତସହ ଗତ ବୈଠକରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସହ ବିଭିନ୍ନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଲ୍ଟ୍ରାସାଉଣ୍ଡ ମେସିନ ସ୍ଥାପନ ଉପରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ଅନୁଷ୍ଠିତ ବୈଠକରେ  ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁ,ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟାରୁପା ରଥ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ)ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ , ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ , ଅଧିକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ ଡ଼ଃ ଦୁର୍ଗାଦତ୍ତ ଦାସ, ଏଡିପିଏଚଓ ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ , ଡ଼ଃ ଜିତାରାମ ବିଦ, ଡ଼ଃ ଅରବିନ୍ଦ ମହାପାତ୍ର, ଡ଼ଃ ଦିଲୀପ କୁମାର ପୁରୋହିତ,ଡି ସି ପି ଓ ଚତୁର୍ଭୁଜ ଦାସ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା , ସାମ୍ବାଦିକ ସ୍ୱାଧୀନ ମେହେର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଡି ପି ଏମ ବିଶ୍ୱମ୍ବର ବେହେରା, ଶୋଭନା ଦାସ ତଥା ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ଅଧିକାରୀଙ୍କ ସହ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like