-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

କଳାହାଣ୍ଡି : ନାନ୍ଦୋଲ ଗ୍ରାମପଞ୍ଚାୟତ ଠାରେ ନିଶୁଳ୍କ ସ୍ବାସ୍ଥ୍ୟ ଶିବିର

11-Jan-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ନାନ୍ଦୋଲ ଗ୍ରାମ ପଞ୍ଚାୟତରେ ପାୱାର ଗ୍ରିଡ କର୍ପୋରେସନ ଅଫ ଇଣ୍ଡିଆ ଲିମିଟେଡ ତରଫରୁ ସମସ୍ତ ଜନସାଧାରଣଙ୍କ ପାଇଁ ଏକ ନିଶୁଳ୍କ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ସ୍ବାସ୍ଥ୍ୟ ଶିବିରରେ ଆଖପାଖ ଅଞ୍ଚଳର ଲୋକମାନେ ଆସି ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ l ହଉକ୍ତ ଶିବିର କାର୍ଯ୍ୟକ୍ରମରେ ଜୁନାଗଡ଼ C.H.C ରୁ ଆଖି  ଡ଼କ୍ଟର ବିରେନ୍ଦ୍ର, ଡ଼କ୍ଟର ସଞ୍ଜୀବ ଆସି ଆଖି ପରୀକ୍ଷା, ରକ୍ତଚାପ,ମଧୁମେହ(ସୁଗାର୍),ବି. ଏମ୍. ଡି.ବି. ଏମ୍.ଆଇ, ରକ୍ତ ପରୀକ୍ଷା,ଦକ୍ଷ  ବିନା ଶୁଳ୍କରେ କରାଯାଇଥିଲା । ଆବଶ୍ୟକ ଅନୁଯାୟୀ ମାଗଣା ଔଷଧ ଓ ଚଷମା ଦିଆ ଯାଇଥିଲା Iଏହି ନିଶୁଳ୍କ ସ୍ବାସ୍ଥ୍ୟ ଶିବିରରେ ନାନ୍ଦୋଲ ସରପଞ୍ଚ ମମତା କର ଏବଂ ସମାଜସେବୀ ତଥା ପ୍ରକୃତିବନ୍ଧୁ ଯତୀନ୍ଦ୍ର କର ଦୀର୍ଘ ୩ ରୁ ୪ ଦିନ ପରିଶ୍ରମ କରି ପ୍ରଚାର ପ୍ରସାର କରିଥିଲେ ଏବଂ ଉକ୍ତକର୍ଯ୍ୟ ରେ  ଉପସ୍ଥିତ ରହି ସମସ୍ତଙ୍କ ସାହାଯ୍ୟ ସହଯୋଗ କରିଥିଲେ । ସର୍ବମୋଟ୍ ୩୮୪ ଜଣ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ l ସର୍ବମୋଟ୍ ୩୦୦ ଚଷମା ଦେଇଥିଲେ ୨୫୦ ଟି ସାଧା   ଏବଂ ୫୦ ଟି ପାୱାର ଚଷମା । ଉକ୍ତ ନିଶୁଳ୍କ କାର୍ଯ୍ୟକୁ ପ୍ରଣିତା ବଶ୍ୟ ସଂଯୋଜନା କରିଥିଲେ, ଏହି ନିଶୁଳ୍କ ସ୍ବାସ୍ଥ୍ୟ ଶିବିର ଏହି ଅଞ୍ଚଳରେ ହେଇଥିବାରୁ ଅଞ୍ଚଳବାସୀ ବହୁ ପ୍ରଶଂସା କରୁଛନ୍ତି lସ୍ଥାନୀୟ ସରପଞ୍ଚ ଶ୍ରୀତୀ ମମତା କର, ସମାଜସେବୀ ଯତୀନ୍ଦ୍ର କର ଏବଂ ପାୱାର ଗ୍ରିଡ୍ କର୍ପୋରେସନ ଅଫ ଇଣ୍ଡିଆ ଲିମିଟେଡକୁ ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like