-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣ ଲୋକ ମହୋତ୍ସବ ର ତୃତୀୟ ଦିବସ*

09-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା କଳା ସଂସ୍କୃତି ଓ ପର୍ଯ୍ୟଟନର ପ୍ରାଣ କେନ୍ଦ୍ର । ଆମ ଜିଲ୍ଲାର ସୁବର୍ଣ୍ଣ ଲୋକ ମହୋତ୍ସବ ଖୁବ୍ ନିଆରା ବୋଲି ଅତିଥିମାନେ ମତବ୍ୟକ୍ତ କରି ଲୋକ ମହୋତ୍ସବ ଜିଲ୍ଲାର ସାମଗ୍ରିକ ପ୍ରଗତିର ଏକ ବଳିଷ୍ଠ ମାଧ୍ୟମ ବୋଲି ସୁବର୍ଣ୍ଣ ଲୋକ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ତୃତୀୟ ସନ୍ଧ୍ୟା କାର୍ଯ୍ୟକ୍ରମରେ ଯୋଗଦାନ କରି ନିଜ ନିଜର  ସାଂସ୍କୃତିକ ଅଭିଭାଷଣରେ କହିଛନ୍ତି ।   ମହୋତ୍ସବର ତୃତୀୟ ଦିବସରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀଙ୍କ ଅଧ୍ଯକ୍ଷତାରେ  ଅନୁଷ୍ଠିତ ଲୋକ ମହୋତ୍ସବର ପଲ୍ଲୀଶ୍ରୀ ମେଳା,ଜିଲ୍ଲା ଉନ୍ନୟନ ମେଳା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ତୃତୀୟ ଦିବସରେ  ଶ୍ରୀମତୀ ସୁପାର ଠେଲା, ଅଧ୍ଯକ୍ଷା, ଜିଲ୍ଲାପରିଷଦ, ସୁବର୍ଣ୍ଣପୁର
ଶ୍ରୀମତୀ ତାମସୀ ତାମସ୍ମିତା ନାୟକ, ଅଧ୍ଯକ୍ଷା, ପୌରପରିଷଦ, ସୋନପୁର  ଶ୍ରୀଯୁକ୍ତ ପ୍ରହଲ୍ଲାଦ ନାୟକ, ଅଧ୍ଯକ୍ଷ, ପଞ୍ଚାୟତ ସମିତି, ସୋନପୁର ଶ୍ରୀମତୀ ଦିପ୍ତିରେଖା ନନ୍ଦ, ଅଧ୍ଯକ୍ଷା, ପଞ୍ଚାୟତ ସମିତି ବିନିକା,ଶ୍ରୀମତୀ ଶାନ୍ତିଲତା ମିଶ୍ର, ଅଧ୍ଯକ୍ଷା ପଞ୍ଚାୟତ ସମିତି ଉଲୁଣ୍ଡା,
ଶ୍ରୀମତୀ ଅହଲ୍ୟା ସାହୁ , ଅଧ୍ଯକ୍ଷା, ପଞ୍ଚାୟତ ସମିତି ଡୁଙ୍ଗୁରିପାଲି ,
ଶ୍ରୀଯୁକ୍ତ ସରୋଜ କୁମାର କମ୍ପ , ଅଧ୍ଯକ୍ଷ ପଞ୍ଚାୟତ ସମିତି ତରଭା, ଶ୍ରୀ ନାରାୟଣ ଲୁହା , ଉପାଧ୍ଯକ୍ଷ ପଞ୍ଚାୟତ ସମିତି, ବୀରମହାରାଜପୁର ପ୍ରମୁଖ ଯୋଗ ଦେଇଥିଲେ। କଳାକାର ପ୍ରଦ୍ୟୁମ୍ନ କୁମାର ସାହୁ ସଭା ସଂଯୋଜନା କରିଥିବା ବେଳେ ଅଧ୍ୟାପକ ସୌରଭ ରଞ୍ଜନ ଖମାରି ଧନ୍ୟବାଦ୍ ଅର୍ପଣ କରିଥିଲେ। ଆଜି ସାଂସ୍କୃତିକ କାର୍ଯ୍ୟକ୍ରମରେ ବୀହୁ ଆସାମ, ପଞ୍ଜାବ ଭାଙ୍ଗଡା, ମୟୁରି ମଥୁରା, କୋରାପୁଟ, ଫୁଲବାଣୀ କଳାକାର ଉଚ୍ଚ କୋଟିର ନାଚ ଗୀତ ଓ କଳା ପ୍ରଦର୍ଶନ କରିଥିଲେ l ଯାହାକି ହଜାର ଦର୍ଶକ ମନ ଭରି ଉପଭୋଗ୍ କରିଥିଲେ !

*ଲୋକଉତ୍ସବ ଜିଲ୍ଲାର ସାମଗ୍ରିକ ପ୍ରଗତିର ବଳିଷ୍ଠ ମାଧ୍ୟମ* - ଅତିଥି- 
 *ଖାଦ୍ୟର ପସରା ସୁବର୍ଣ୍ଣ ଫୁଡ ଫେଷ୍ଟ  ରେ ଜମୁଛି ଅସଂଖ୍ୟ ଭିଡ଼*-


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like