-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

କୁରସୁଡ ଗ୍ରାମ ପଞ୍ଚାୟତକୁ ନୂତନ ବ୍ଲକ ମାନ୍ୟତା ପାଇଁ ପ୍ରସ୍ତୁତ ବୈଠକ

09-Jan-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ବ୍ଲକ ଅନ୍ତର୍ଗତ କୁରସୁଡ ଗ୍ରାମ ପଞ୍ଚାୟତ ପରିସରରେ ସରପଞ୍ଚ ସଙ୍ଗିତା ବେହେରାଙ୍କ ସଭାପତିତ୍ବ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। କୁରସୁଡ ଗ୍ରାମ ପଞ୍ଚାୟତ ଟିଟିଲାଗଡ ବ୍ଲକର ସବୁଠାରୁ ବଡ ଗ୍ରାମ ପଞ୍ଚାୟତ ହୋଇ ଥିବା ବେଳେ ଏହାର ଜନସଂଖ୍ୟା  ବହୁତ ରହିଛି । ଜିଲା ମହକୁମା ଠାରୁ ୧୧୦ କିଲୋମିଟର ରହିଥିବା ବେଳେ ଟିଟିଲାଗଡ ବ୍ଲକ ଠାରୁ ୩୫ କିଲୋମିଟର ରହିଛି। ଏଣୁ ଲୋକେ ବହୁତ ହଇରାଣ ହେଉଥିବା ମତ ପ୍ରକାଶ ପାଇଥିଲା। ଏହି ଗ୍ରାମ ପଞ୍ଚାୟତକୁ ଲାଗିରହିଥିବା ଟିଟିଲାଗଡ ବ୍ଲକର ଦିଗସିରା, କୁସକେଲା, ସିଲୁଆଁ, ପରାସରା,  ଅଦାବାହାଲ ଓ ବଙ୍ଗୋମୁଣ୍ଡା ବ୍ଲକର ଜାମଖୁଣ୍ଟା, ଗନ୍ଧର୍ଲା,  ଚାନ୍ଦୋତରା,  ଭରଷାଗୁଡା ଗ୍ରାମକୁ ନେଇ ନୂତନ ବ୍ଲକ ଗଠନ ପାଇଁ ଆଲୋଚନା ହୋଇ ଥିଲା। ଆବାହକ ତଥା ସମିତିସଭ୍ଯ ଜୟପ୍ରସାଦ ନାଏକଙ୍କ ଉପସ୍ଥିତରେ ନୂତନ ବ୍ଲକ ଗଠନ ପାଇଁ ଏକ କମିଟି ଗଠିତ ହୋଇ ଯାଇଛି।  ସଭାପତି ଭାବେ ସଙ୍ଗିତା ବେହେରା ମନୋନୀତ ହୋଇ ଥିବା ବେଳେ ପୂର୍ବତନ ସରପଞ୍ଚ ମହେନ୍ଦ୍ର ମାଝୀ, ବରିଷ୍ଠ ନେତା ମୁକେଶ ଜୈନ, ପୂର୍ବତନ ଜିଲ୍ଲାପରିଷଦ ସଭ୍ଯ ତରଣୀ ସାହୁ (ସଞ୍ଜୀବ) ବିଷ୍ଣୁ ବାଗ,  ସନ୍ତୋଷ ସାହୁ, ଶାନ୍ତନୁ ପାଢୀ, ସୁନୀଲ ପଟ୍ଟନାୟକ, ସାମ୍ବାଦିକ ମନୋଜ ଜୈନ,  ଯୋଗେନ୍ଦ୍ର ବେହେରା, ଶ୍ୟାମ ମହାନନ୍ଦ, ଦୁଷ୍ମନ୍ତ ନାଏକ,  ସୁରେନ୍ଦ୍ର ସାହୁ, ଫକିର ଥଫା, ଉମେଶ ମହାନନ୍ଦ, ରୁଦ୍ର ସାହୁ, ଟୁନା ବେହେରା, ସୁଭ୍ରାଂଶୁ ଦାସ, ଅମୟ ପାଢି, ପୁରୁଷୋତ୍ତମ ବାଗ, ନାରାୟଣ ବାଗ ଆଦି ସଭ୍ଯ ରହିଥିଲେ। ନୂତନ ବ୍ଲକ ଗଠନ ପାଇଁ ମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ବଲାଙ୍ଗୀର ସାଂସଦ, ଟିଟିଲାଗଡ ବିଧାୟକ, ଜିଲାପାଳ, ଉପଜିଲ୍ଲାପାଳ, ତହସିଲଦାର, ରାଜସ୍ବ ନିରୀକ୍ଷକଙ୍କୁ ଭେଟିବା ସହ ଦାବୀପତ୍ର ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like