-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ

09-Jan-2025



(ମନୋରଞ୍ଜନ ତ୍ରିପାଠୀ )
ସମଗ୍ର ଶିକ୍ଷା , ସୁବର୍ଣ୍ଣପୁର ଆନୁକୁଲ୍ୟରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସର ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇ ଯାଇଛି  | ପୂର୍ବାହ୍ନରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୂଖ୍ୟ ଅତିଥି ରୂପେ ଯୋଗଦେଇ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜେଲିନା ପଧାନ  ସମ୍ମାନିତ ଅତିଥି ସାଂସଦ , ବଲାଙ୍ଗିର ଙ୍କ ପ୍ରତିନିଧି ଯୁବନେତା ଶରତ କୁମାର ଶତପଥୀ  ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମର ଗୁରୁତ୍ବ ଓ ଭାରତୀୟ ସଂସ୍କୃତିର ବ୍ୟାପକତା ସମ୍ପର୍କରେ ଆଲୋଚନା କରିଥଲେ । ଅନ୍ୟମାନଙ୍କ ମଧ୍ୟରେ ବିଇଓ ତରଭା  ନାରାୟଣ ମିଶ୍ର , ବିଇଓ, ଡୁଙ୍ଗୁରିପାଲି  ଗଣେଶ କିଶାନ ଓ ବରିଷ୍ଠ ବିଇଓ  , ବାରମହାରାଜପୁରର ଶାନ୍ତନୁ କୁମ୍ଭକାର  ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ | ଏହି    ଅବସରର ବ୍ଳକ ସ୍ତରରୁ ଚୟନ ହୋଇ ଆସିଥିବା ବିଭିନ୍ନ ବର୍ଗର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଇଂରାଜୀ ଓ ଓଡିଆ ରେ ପ୍ରବନ୍ଧ ଲିଖନ ,ପୋଷ୍ଟର ପ୍ରସ୍ତୁତି ,ସାଇକେଲ ଚାଳନା ଓ କୁଇଜ୍ ପ୍ରତିଯୋଗୀତା ଆୟୋଜିତ ହୋଇଥିଲା । ଅପରାହ୍ନ ରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ପୌର ପରିଷଦ ର ଅଧ୍ୟକ୍ଷା ତାମସୀ ତାମସ୍ମିତ ନାଏକ, ମୁଖ୍ୟ ବକ୍ତା ଭାବରେ ଉପ ଜିଲ୍ଲାପାଳ,ସୋନପୁର, ଡକ୍ଟର ସୌମ୍ୟରୁପା ରଥ ,ସମ୍ମାନିତ ଅତିଥି ରୁପେ ବିଇଓ ବିନିକା ଲକ୍ଷ୍ମଣ ମିଶ୍ର ,  
ବିଇଓ ତରଭା  ଶ୍ରୀମିଶ୍ର , ବିଇଓ, ଡୁଙ୍ଗୁରିପାଲି  ଶ୍ରୀକିସାନ ଓ ବରିଷ୍ଠ ବିଇଓ  , ବାରମହାରାଜପୁର ଶ୍ରୀ କୁମ୍ଭକାର , ଓ ସଭାପତି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭୋଇ ଯୋଗଦାନ କରି କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କହିଥିଲେ । ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରଜ୍ଞା ପାରମିତା ଦାଶ ଉଭୟ ଉଦଘାଟନୀ ଓ ପୁରସ୍କାର ବିତରଣ ସଭାରେ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବିଦ୍ୟାଳୟ ର ଛାତ୍ରୀ ମାନେ ସ୍ୱାଗତ ସଂଗୀତ,ଓ ଦଳଗତ ନୃତ୍ୟ ପରିବେଷଣ କରିଥିଲେ । ସମଗ୍ର ଶିକ୍ଷା , ସୁବର୍ଣ୍ଣପୁର ର ସଂଯୋଜକ ,ସଂଯୋଜିକା ସ୍ମିତା ମିଶ୍ର, ମାନସ ରଞ୍ଜନ ସେଠ୍, ଅକ୍ଷୟ କୁମାର ସାହୁ , ମୃତ୍ୟୁଞ୍ଜୟ ପ୍ରଧାନ, ରାଜଶେଖର ମିଶ୍ର,ମନୋରଞ୍ଜନ ମିଶ୍ର ପ୍ରମୁଖ  କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like