-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ଗୋପୀନାଥ କହଁର ହେଲେ ଘଣ୍ଟାପଡା ମଣ୍ଡଳ ସଭାପତି 

09-Jan-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲା ବିଜେପିର ମଣ୍ଡଳ ସଭାପତି ଓ ମଣ୍ଡଳ ପ୍ରତିନିଧି ନିର୍ବାଚିତ କରାଯାଇଛି l କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଘଣ୍ଟାପଡା ମଣ୍ଡଳ ସଭାପତି ଭାବେ ଯୁବ ବିଜେପି ନେତା ଗୋପୀନାଥ କହଁର (ଏଲି ) ଏବଂ ମଣ୍ଡଳ ପ୍ରତିନିଧି ଭାବେ ଖୁଣ୍ଟିଗୋରା ସମିତି ସଭ୍ୟା ଭାରତୀ ସାହୁ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି l ଏନେଇ ଭାରତୀୟ ଜନତା ପାର୍ଟି ପକ୍ଷରୁ ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବୌଦ୍ଧ ଜିଲା ନିର୍ବାଚନ ଅଧିକାରୀ ଭଗବାନ ମହାନ୍ତିଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି l ଏହି ଖବର ପ୍ରଚାରିତ ହେବାପରେ ପ୍ରଶଂସକ ମହଲରେ ଖୁସିର ଲହରୀ ଖେଳି ଯାଇଛି l ଘଣ୍ଟାପଡା ଡାକବଙ୍ଗଳା ଠାରେ ବିଜେପି ଜିଲା ଉପସଭାପତି ଚିତ୍ତରଞ୍ଜନ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ପୂର୍ବତନ ଘଣ୍ଟାପଡା ମଣ୍ଡଳ ସଭାପତି ପିନାକଧର ରଣା, ପଞ୍ଚାୟତ ପ୍ରଭାରୀ ଅମୁଲ୍ୟ ପ୍ରଧାନ, ବିଜେପି କର୍ମକର୍ତ୍ତା ସୁରେଶ ମହାପାତ୍ର, ସୁଦର୍ଶନ ବଘାର, ଶଙ୍କର୍ଷଣ ସାହୁ, ବଳରାମ ବାଘ, ମଣ୍ଡଳ ସ୍ତରୀୟ ବିଜେପି କାର୍ଯ୍ୟକର୍ତ୍ତା ଯୋଗଦେଇ ଶ୍ରୀ କହଁରଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ l ସେହିପରି ଅଞ୍ଚଳର ସାମ୍ବାଦିକ ମାନେ ମଧ୍ୟ ସମ୍ବର୍ଦ୍ଧନା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like