-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||     

HOME   ଜିଲ୍ଲା

*ପିଚୁ ରାସ୍ତା ମଝିରେ ବିରାଟ ଗଛ,ବିପଦକୁ ଆମନ୍ତ୍ରଣ*

09-Jan-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ଝରିଗାଁ ବ୍ଲକ ଚକଲାପଦର ପଂଚାୟତ ସଦର ମହକୁମା ଠାରୁ କଂଗ୍ରା ଯିବା ରାସ୍ତା ମଝିରେ କିଛି ଗଛ ରହିଥିବା ନଜରକୁ ଆସିଛି।ପ୍ରଶାସନ ପକ୍ଷରୁ ଗଛ କଟା ଯାଉନଥିବା ବେଳେ ବିପଦକୁ ଆମନ୍ତ୍ରଣ କରାଯାଉଛି।ବର୍ତ୍ତମାନ ପ୍ରଶାସନ ପକ୍ଷରୁ ରାସ୍ତା ଚଉଡା କରି ନିର୍ମାଣ କାମ ଚାଲିଛି।ରାସ୍ତା ଚଉଡା ହୋଇ ନିର୍ମାଣ କାମ ଚାଲିଥିବା ବେଳେ ରାସ୍ତା କଡ଼ର ଅତି ନିକଟରେ ଥିବା ଗଛ ଗୁଡ଼ିକ ରାସ୍ତାର ମଝିକୁ ଆସି ଯାଇଛି।ଚକଲାପଦର ଗ୍ରାମ ଠାରୁ କଂଗ୍ରା ଗ୍ରାମ ଯିବା ମଧ୍ୟରେ ଦୁଇଟି ଗଛ ରାସ୍ତା ମଝିରେ ରହିଥିବା ବେଳେ ଆଉ କିଛି ଗଛ ରାସ୍ତାକୁ ଲାଗିକି ରହିଛି।ଯାହା ଫଳରେ ଦୁର୍ଘଟଣା ଘଟିବାର ସମ୍ଭାବନା ଅଧିକ ରହିଛି।ବିଶେଷ କରି ନୂଆରେ ଯାଉଥିବା ଲୋକ ମାନଙ୍କ ପାଇଁ ଅଧିକ ସମସ୍ୟା ଦେଖା ଦେଇଛି।ଏହି ରାସ୍ତା ଦେଇ ପଞ୍ଚାୟତର ବହୁ ଗ୍ରାମବାସୀ ଚକଲାପଦର ପଞ୍ଚାୟତ ଓ ଝରିଗାଁ ବ୍ଲକକୁ ଯିବା ଆସିବା କରୁଛନ୍ତି।ସେହିପରି ଶହ ଶହ ବାଇକ ଓ ଅନ୍ୟାନ୍ୟ ଗାଡି ଯାତାୟତ କରୁଛି।ତେଣୁ କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ଗ୍ରହଣବା ସହ ଗଛ ଗୁଡିକୁ ରାସ୍ତାରୁ ହଟାଇବା ପାଇଁ ଦାବି ହୋଇଛି।ଗ୍ରାମବାସୀ ବହୁ ବାର ରାସ୍ତାରୁ ଗଛ ହଟାଇବା ପାଇଁ ଅନୁରୋଧ କରିବା ପରେ ମଧ୍ୟ କୌଣସି ସୁଫଳ ମିଳି ନଥିବା ଅଭିଯୋଗ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026

You Might Also Like