-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଅପରାଧ

ବରଗଡ଼ : ହୋଟେଲ ପରିସରରୁ ଲକ୍ଷାଧିକ ଟଙ୍କା ଲୁଟ୍ ଘଟଣାରେ ଦୁଇ ଜଣଙ୍କୁ ଗିରଫ କଲା ପୋଲିସ

11-Jan-2021



ବରଗଡ଼, (ମୁକୁନ୍ଦ ଦାସ) :ବରଗଡ଼ ସହରର ଏକ ହୋଟେଲ ପରିସରରୁ ରବିବାର ୨.୩୫ ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି । ସ୍ଥାନୀୟ ଟାଉନ ଥାନା ପୋଲିସ ଲୁଟ୍‌ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୫ର ରାମ ଓରଫ ରାଘବ ନାଏକ ଏବଂ ହର୍ଲୁ ଗୁର୍ଲା। ପୋଲିିସ ତାଙ୍କ ପାଖରୁ ଲୁଟ୍‌ ହୋଇଥିବା ୨ଲକ୍ଷ ୩୫ହଜାର ଟଙ୍କା, ଗୋଟିଏ ବାଇକ୍‌(ନଂ-ଓଡ଼ି୧୫ଜେ୮୭୩୭), ୨ଟି ଛୁରୀ ଏବଂ ୪ଟି ମୋବାଇଲ ଫୋନ ଜବତ୍‌ କରିଛି। ଏ ନେଇ ଦଫା ୩୯୪ରେ ଏକ ମାମଲା(ନଂ.୧୬/୨୦୨୧) ରୁଜୁ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯିବ ବୋଲି ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ସୂଚନା ଦେଇଛନ୍ତି। ପ୍ରକାଶଥାଉକି, ରବିବାର ସହରର ଏକ ହୋଟେଲ ପରିସରରେ ଛତିଶଗଡ଼ ରାଜ୍ୟ ଭତାପଦର ଗ୍ରାମର ଆଲୋକ ଭଟ୍ଟରଙ୍କୁ ୨ ଜଣ ଯୁବକ ଆକ୍ରମଣ କରି ସେ ଧରିଥିବା ୨.୪୫ ଲକ୍ଷ ଟଙ୍କା ଲୁଟି ନେଇ ଥିଲେ। ଏନେଇ ସେ ଥାନାରେ ଏକ ଏତଲା ଦେଇଥିଲେ । ଏତଲା ପାଇବା ପରେ ପୋଲିସ ତନାଘନା ଚଲାଇଥିଲା। ଘଟଣାର ୨୪ ଘଣ୍ଟା ମଧ୍ୟରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଲୁଟ୍‌ ଟଙ୍କା ଜବତ କରିବାରେ ସକ୍ଷମ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like