-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||     

HOME   ଜିଲ୍ଲା

*ସୁଜନ ନାଗ ଫୂଟବଲ ଟୁର୍ନାମେଣ୍ଟ, ଫାଇନାଲରେ ତରଭା ରିସୁଲ ଏମଏଫସି*

09-Jan-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ରୟାଲ ପଡିଆଠାରେ ଚାଲିଥିବା ୧୨ତମ ସୁଜନ ନାଗ ମେମୋରିଆଲ ରାଜ୍ୟସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟର  ସେମିଫାଇନାଲ ମ୍ୟାଚରେ ରିସୁଲ ଏମଏଫସି ତରଭା ବନାମ ଶ୍ରୀୟାଂଶ ସ୍ପୋର୍ଟିଙ୍ଗ ସୋନପୁର ମଧ୍ୟରେ ଅନୁଷ୍ଠିତ ହୋଇ ଥିଲା। ଏଥିରେ ରିଜୁଲ ଏମଏଫସି ତରଭା ଦଳ କ 2-1 ଗୋଲ ରେ ଅଗ୍ରଣୀ ହୋଇ ଫାଇନାଲରେ ପ୍ରବେଶ କରିଛି। ଆଜିର ମ୍ୟାଚରେ ବେଷ୍ଟ ଡିଫେନ୍ସ ସୁନୀଲ ଲୁଇସ, ବେଷ୍ଟ ଗୋଲ କିପର ଆଲୋକ ଏକ୍କା, ବେଷ୍ଟ ମିଡ଼ ଫିଲ୍ଡ ସୁମିତ ଓରାମ ଏବଂ ହିରୋ ଅଫ ଦି ମ୍ୟାଚ ସଂଜୀବ ଖରା ଏବଂ ବେଷ୍ଟ ୱିଙ୍ଗର ସୁରଜ ମୁର୍ମୁ ରିଜୁଲ ତରଭା ପ୍ରମୁଖଙ୍କୁ ପୁରସ୍କୃତ କରଯାଇଥିଲା।
ଆଜିର ମ୍ୟାଚରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ସମାଜସେବୀ  ଶ୍ରୀବତ୍ସ ମଲ୍ଲିକ, ସମ୍ମାନନୀ ଅତିଥି ଭାବରେ ଗୋରେଖ ନାଥ ସାହୁ, ନନ୍ଦ କିଶୋର ତ୍ରିପାଠୀ, ଲୋକନାଥ ରଥ, ହରିଶଙ୍କର ଚୌଧୁରୀ, ଗିରିଧାରୀ ନାଗ ପ୍ରମୁଖ ଯୋଗ ଦାନ କରିଥିଲେ। ଆଜିର ମ୍ୟାଚକୁ ଦୀନେଶ ପ୍ରଧାନ ମୁଖ୍ୟ ରେଫରୀ ଏବଂ ସହଯୋଗୀ ରେଫରୀ ପ୍ରଶାନ୍ତ ସେଠି ଏବଂ ଜଗତ ଜଗଦଳା ଏବଂ ମ୍ୟାଚ କମିସନର ଭାବରେ ଦାଇତ୍ୱ ତୁଲାଇ ଥିଲେ। ସନ୍ତୋଷ କୁମାର ପଧାନ ପରିଚାଳନା କରିଥିଲେ l ପୁରସ୍କାର ବିତରଣି କାର୍ଯ୍ୟକ୍ରମକୁ ରାଜେନ୍ଦ୍ର ଜଗଦଲା ଏବଂ ସୁରଜ ବାଘ ତୁଲାଇଥିଲେ ଏବଂ ଅନିଲ, ଋଷବ, ନଟ, ରବି, ମହେଶ, ସିଦ୍ଧାର୍ଥ, ନେଉଳ ସହଯୋଗ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026

You Might Also Like