-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

*ଲୋକ ମହୋତ୍ସବ ପଡ଼ିଆ ରେ ସ୍ଵଚ୍ଛତା ଅଭିଯାନ - ଯୋଗ ଦେଲେ ଏ ଡି ଏମ - ସ୍ବେଛାସେବୀ ଙ୍କ ସହ ଅଳିଆ ଓ ପ୍ଲାଷ୍ଟିକ ଗୋଟାଇଲେ*-

09-Jan-2025



ସୋନପୁର -(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣ ଲୋକ ମହୋତ୍ସବ ଶ୍ରୀ ରାମେଶ୍ବର ଷ୍ଟାଡିୟମ୍ ଠାରେ ଜିଲ୍ଲା ପ୍ରଶାସନ, ପୌର ଓ ବ୍ଲକ ପ୍ରଶାସନ , ସ୍ୱଚ୍ଛ ଭାରତ ସଂଗଠନ ଓ ସୋନପୁର କଲେଜ୍ ଏନ୍ ସି ସି
ର ମିଳିତ ସହଯୋଗ ରେ ସ୍ୱଚ୍ଛ ଭାରତ ଅଭିଯାନ ଓ ପଲିଥିନ ମୁକ୍ତ ସଚେତନତା ଅଭିଯାନ ଶୁଭାରମ୍ଭ କରଯାଇଛି l ଜିଲ୍ଲାପାଳ ଅନ୍ୟl ଦାସ ଙ୍କ ପରାମର୍ଶ କ୍ରମେ ଏହି କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପଧାନ ଶୁଭ ଉଦ୍ଘାଟନ କରି ସ୍ବେଛାସେବୀ ଙ୍କ ସହ ନିଜେ ଅଳିଆ ଗୋଟାଇ ସଚେତନ କରି ଥିଲେ l 
ପୌର ପରିଷଦ ଅଧିକାରୀ ତଥା ସୋନପୁର ବିଡ଼ିଓ ସୌମ୍ୟ ରଞ୍ଜନ ସ୍ବାଇଁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ଵିନୀ ଭୋଇ, ଏ ଇ ଓ ଏଡମିନ ପଲ୍ଲବୀ ରାଣୀ ରାଜ, ଏସ ଇ ଅଜୟ ସ୍ବାଇଁ, ସୋନପୁର ବି ଆର୍ ସି ବିବେକା ନନ୍ଦ ପଣ୍ଡା, ତରଭା ବି ଆର୍ ସି ଆନନ୍ଦ କୁମାର୍ ନାଏକ , ଉଲୁଣ୍ଡା ବିଆର୍ସି ପ୍ରଦୀପ କୁମାର  ଭୋଇ, ବି ଆର୍ ସି ବି ଏମ୍ ପୁର ଖେଳା ନିଧି ପଧାନ , ଡି ଏସ ସି ତୁଷାର କାନ୍ତ ସାହୁ, ବଂଶୀ ଧର୍ ନାଏକ, ଏସ ଏସ ଉତ୍ତମ କୁମାର ମେହେର , ସ୍ବଚ୍ଛ ଭାରତ ସଂଗଠନ ସଭାପତି ଶୟଦ୍ ଅଲିମୂଲ୍ ଇସଲାମ, ଉପଦେଷ୍ଟା ଗରିବ ଲୋଇ, ଗଣେଶ ମିଶ୍ର, ଉପ ସଭାନେତ୍ରୀ ଇନ୍ଦୁ ମତି ପୁରୋହିତ , କୋଡ଼ିନେଟର ମନୋରଂଜନ ତ୍ରୀପାଠୀ, ଲଡ଼ୁ କିଶୋର ମଲ୍ଲିକ, ପ୍ରହଲ୍ଲାଦ ମିଶ୍ର, ତରଣୀ ମେହେର, ରବୀନ୍ଦ୍ର ଜେନା, ଡ଼ା ସରୋଜ ପଟେଲ, ନାରାୟଣ ରଥ, ସୁଶାନ୍ତ ସାହୁ, ଜୟନ୍ତ ବେହେରା, ତିଲୋଚନ ତରିଆ, କଲେଜ ଏନ୍ ସି ସି ଲେଫ୍ଟେନେଣ୍ଟ ଆଶିଷ କୁମାର ଅଗ୍ରୱାଲ , ଏନ୍ ସି ସି କୋଡ଼ିନେଟର ଶ୍ରାବଣୀ ମହାପାତ୍ର ,

ଓର୍ମlସ କର୍ମଚାରୀ ପ୍ରମୁଖ ୫୦ ରୁ ଉର୍ଦ୍ଧ୍ବ ସ୍ବେଛାସେବୀ ଯୋଗ ଦେଇ ମହୋତ୍ସବ ର ଜିଲ୍ଲା ଉନ୍ନୟନ ମେଳା, ପଲ୍ଲୀଶ୍ରୀ ମେଳା, ଫୁଡ୍ ଷ୍ଟଲ୍ ଓ ସମସ୍ତ ଷ୍ଟଲ୍ କୁ ବୁଲି ସ୍ଵଚ୍ଛତା ଅଭିଯାନ , ପଲିଥିନ ମୁକ୍ତ, ସଡ଼କ ସୁରକ୍ଷା , ଓ ପରିବେଶ ସୁରକ୍ଷା ଉପରେ ବ୍ୟବସାୟୀ ଓ ସଧାରଣ ଜନତା ଙ୍କୁ ସଚେତନତା କରାଇଥିଲେ l ଓ ଅଳିଆ ଆବର୍ଜ୍ଜନା କୁ ଏଣେ ତେଣେ ନ ପକାଇ ଡଷ୍ଟବିନ ବ୍ୟବହାର ପାଇଁ ପରାମର୍ଶ କରି ସ୍ୱଚ୍ଛ ସୁବର୍ଣ୍ଣପୁର, ସୁନ୍ଦର ସୁବର୍ଣ୍ଣପୁର, ଦେଶ କୁ ସ୍ୱଚ୍ଛ ରଖିବା, ସୁସ୍ଥ ରହିବା, ପରିବେଶ ସୁରକ୍ଷା ଜୀବନ ରକ୍ଷା , ସଡକ ସୁରକ୍ଷା ଜୀବନ ରକ୍ଷା ବିଭିନ୍ନ ନାରା ଦେଇ ସଚେତନତା କରି ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like