-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ମେଣ୍ଡା ଅଞ୍ଚଳର ଲୋକଙ୍କ ସହିତ ମୁଁ ଅଛି, ଦାବିଗୁଡିକୁ ମଧ୍ୟ ସମର୍ଥନ ରହିଛି-ବିଧାୟକ

09-Jan-2025



ସୋନପୁର/ମେଣ୍ଡା(ପ୍ରେରଣା ଖବର): ମେଣ୍ଡା ଅଞ୍ଚଳର ଅନେକଗୁଡିଏ ବିକାଶ କାମ କରାଯାଇଛି । ଆଗକୁ ଆହୁରି ଗୁଡିଏ ପ୍ରକଲ୍ପ କାମ ଆରମ୍ଭ କରାଯିବ। ମେଣ୍ଡା ଅଞ୍ଚଳର ଲୋକଙ୍କ ସହିତ ମୁଁ ଅଛି ଓ ତାଙ୍କର ଦାବିଗୁଡିକୁ ମୋର ସମର୍ଥନ ରହିଛି ବୋଲି ସୋନପୁର ଜିଲ୍ଲା ତରଭାବ୍ଲକ ଅନ୍ତର୍ଗତ ମେଣ୍ଡାଠାରେ ତୃତୀୟ ଆଞ୍ଚଳିକ ବାରାପାହାଡ ମହୋତ୍ସବରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ସୋନପୁର ବିଧାୟକ ନିରଂଜନ ପୂଜାହାରୀ କହିଛନ୍ତି। ଅଧ୍ୟାପକ ରାଜୀବ କୁମାର ଯୋଷୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବିଧାୟକ ଶ୍ରୀ ପୁଝାରୀ, ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପରିଷଦ ସଭ୍ୟା ଅଞ୍ଚଳି କମ୍ପ,ମେଣ୍ଡା ସରପଞ୍ଚ ଲିଜାରାଣୀ ଦଣ୍ଡସେନା,ରାଣୀସର୍ଡା ସରପଞ୍ଚ ଗୋପାଳ, ଦେଉଳପଦର ସମିତିସଭ୍ୟ ରାଜକିଶୋର ଭୁଏ, ପୁଆ ସମିତି ସଭ୍ୟ ହେମନ୍ତ ମାଝୀ ଓ ମୁଖ୍ୟବକ୍ତା ଭାବରେ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଯୋଗ ଦେଇଥିଲେ । ଏହି ଅବସରରେ ସୁକତେଲ ନଦୀରେ ଏକ ବ୍ୟାରେଜ ନିର୍ମାଣ ଓ ମୁଖ୍ୟଦାବି ଭାବରେ ମେଣ୍ଡାକୁ ବ୍ଲକ ଘୋଷଣା କରିବାକୁ ଦାବି କରାଯାଇଛି । ଗତ ତିନିବର୍ଷ ଧରି ଚାଲିଥିବା ଏହି ମହୋତ୍ସବ ଅବସରରେ ସୋନପୁର ବିଧାୟକ ନିରଂଜନ ପୂଜାହାରୀ ଯୋଗଦେଇ ଅଞ୍ଚଳକୁ ଅନେକଗୁଡିଏ ଉନ୍ନୟନପ୍ରକଲ୍ପ ଦେଇଛନ୍ତି। ଏହି ଧାରା ଆଗକୁ ମଧ୍ୟ ଚାଲୁରହିବ ବୋଲି ଉପସ୍ଥିତ ଜନସାଧାରଣ ଙ୍କୁ ବିଧାୟକ ପ୍ରତିଶୃତି ଦେଇଛନ୍ତି। ବାରପାହାଡ ମହୋତ୍ସବ ଅବସରରେ ପ୍ରତ୍ୟହ କଂସଦରବାର ଆୟୋଜିତ ହେଉଛି। ବଲାଙ୍ଗୀର ଜିଲ୍ଲା ଫଟକରା ଗ୍ରାମର କଳାକାର ଅନୀଳ ନାଏକ ଓ ତାଙ୍କ ଟିମ କଂସଦରବାର ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରୁଛନ୍ତି । ମେଣ୍ଡା,ଦେଉଳପଦର,ପାଇକବାହାଲ,ପୁଆ ଇତ୍ୟାଦି ଗ୍ରାମ ପଞ୍ଚାୟତ ଅଞ୍ଚଳର ହଜାର ହଜାର ଲୋକ ଏହି କଂସଦରବାର ଙ୍କୁ ଉପଭୋଗ କରୁଛନ୍ତି । ମହୋତ୍ସବ ଆୟୋଜକ କମିଟିରେ ରାଜେନ୍ଦ୍ର ପଣ୍ଡା, ରାମଶଙ୍କର ମହାପାତ୍ର, ହୃଷିକେଶ ପାତ୍ର, ହରିଶଙ୍କର ପୁରୋହିତ, ଡୁବୁଲୋ ଦଣ୍ଡସେନା, ଚକ୍ରଧର ସା, ଗଣନାଥ ସାହୁ, ତରଭା ବ୍ଲକଅଧ୍ୟକ୍ଷ ସରୋଜ କୁମାର କମ୍ପ ପ୍ରମୁଖ ରହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like