-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||     

HOME   ଜିଲ୍ଲା

ଶ୍ରୀ ବଡ଼ଦେଓ ଙ୍କ ପୌଷ ଯାତ୍ର

09-Jan-2025



ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ ) ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ମୁଣ୍ଡୋମହୁଲ ଗାଁରେ  ଷଡବଂଶିୟ ଗଣ୍ଡ ସମାଜ ପକ୍ଷରୁ ପୌଷ ମାସ ଶୁଳ୍କ ପକ୍ଷ ରେ ଆରାଧ୍ୟ ଦେବତା ଶ୍ରୀ ବଡଦେଓ ଙ୍କ ପାରମ୍ପରିକ ରିତୀନିତି ରେ ଯାତ୍ରା ଆନନ୍ଦ ଉଲ୍ଲାସର ରେ ଅନୁଷ୍ଠିତ ହୋଇଯାଇଛି। ଖଳା ପୂଜା ରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ପରେ ବୁଧବାର ବରୁଆ ଦେହରେ ଶ୍ରୀବଡଦେଓ ଆର୍ଵିଭାବ ହୋଇ ବରୁଆ ପାରମ୍ପାରିକ ବାଦ୍ୟ ର ତାଳେତାଳେ ଗାଁ ପରିକ୍ରମା କରି ଭକ୍ତମାନଙ୍କ ଦୁଃଖ ଲାଘବ କରିଥାନ୍ତି। ପୂର୍ବ ପ୍ରଚଳିତ ପରମ୍ପରା ଅନୁସାରେ ବୈଷ୍ଣବୀୟ ସଂସ୍କୃତି ସହିତ ଓତଃପ୍ରୋତଭାବେ ଜଡ଼ିତ ରହିଥିବା ବେଳେ ମୁଣ୍ଡୋମହୁଲ ରେ ବଡଦେଓ ଙ୍କ ଯାତ୍ରା ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିଛି। ପ୍ରକୃତିର ଉପାସକ ଗଣ୍ଡ ସଂପ୍ରଦାୟର ଅଧିବାସୀ ଅଗ୍ନି, ବାୟୁ,ଜଳ,ଆକାଶ ତଥା ବୃକ୍ଷ ଲତା କୁ ପୂଜାର୍ଚ୍ଚନା କରିଥିବା ବେଳେ ତାଙ୍କ ଆସ୍ଥା ଓ ବିଶ୍ଵାସ ଥାଏ ଯେ ପ୍ରକୃତ ଦେବତା ପଥର ରେ ନୁହେଁ ବଂର ପ୍ରକୃତ କୋଳରେ ମିଳିଥାଏ ବୋଲି ଗଣ୍ଡ ସମାଜ ପକ୍ଷରୁ କୁହାଯାଇଛି। ସମଗ୍ର ରାଜ୍ୟରେ ତଥା ଦେଶ ଗଣ୍ଡ ସମାଜ ର ଆରାଧ୍ୟା ଦେବତା ବଡଦେଓ ଙ୍କ ଯାତ୍ରା ପ୍ରତ୍ୟେକ ବର୍ଷ ର ପୌଷମାସ ରେ ବିଭିନ୍ନ ଦିଆ ଭାଗ ଅନୁଯାୟୀ ଖଳା ଗୁଡ଼ିକରେ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଥାଏ। ଏଥିରେ ପରଗୁନିଆ ଶତୃଘ୍ନ ବିଶି, ସଭାପତି ଗୋବିନ୍ଦ ଭୂଏ, ସଂପାଦକ ମିତ୍ରଭାନୁ ଧରୁଆ, ଯୋଗାଯୋଗ ମକରଧ୍ବଜ ଧରୁଆ, ମୁଣ୍ଡୋମହୁଲ ଭଗବାନ ଧରୁଆ,ପିପଲଡାବର କୁମର ଭୂଏ, ଯଶୋବନ୍ତ ଭୂଏ,ଚୁଡାପାଲି ରଞ୍ଜିତ ଭୂଏ,ଗୁଦୁରାମୁଣ୍ଡା ତପି ଭୂଏ,ଡୁମେରପିଟା ସ୍ବର୍ଣ୍ଣ ଭୂଏ,ସାତଚୁଆ ଲମ୍ବୋଦର ଭୂଏ,କେନ୍ଦୁମୁଣ୍ଡି ଚେରୁ ଭୂଏ,ପିଲାତିମହୁଲ ମୋତିଲାଲ ଭୂଏ ଙ୍କ ସହ ବିଭିନ୍ନ ଅଂଚଳରୁ ଶତାଧିକ ମହିଳା ପୁରୁଷ ଯୋଗଦେଇଥିଲେ। କାଲି ଶ୍ୟାମ ଧରୁଆ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026

You Might Also Like