-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ,ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଜିଲ୍ଳା ସାମ୍ବାଦିକ ସଂଘ 

09-Jan-2025




ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଉପଖଣ୍ଡରେ କାର୍ଯ୍ୟରତ ତିନିଜଣ ସାମ୍ବାଦିକଙ୍କୁ ବିଦ୍ୟୁତ ବିଭାଗର ଅଧିକାରୀ ଗୋଡାଇ ଗୋଡାଇ ମାଡମାରିବା ଘଟଣାକୁ ନେଇ ଚାରିଆଡେ ପ୍ରତିକ୍ରିୟା ପ୍ରକାଶ ପାଇଛି ।

ମଦ୍ୟପ ଅଧିକାରୀଙ୍କ ଏଭଳି କାର୍ଯ୍ୟକୁ ନିନ୍ଦା କରିବା ସହିତ ତାଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ନେବାକୁ ଦାବି କରି ଜିଲ୍ଲପାଳ, ଏସପି ଓ ବିଦ୍ୟୁତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଭେଟିଥିଲା ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ। ସଂଘର ଉପସଭାପତି ବଳରାମ ମିଶ୍ର ଓ ସାଧାରଣ ସମ୍ପାଦକ ଶିଶିରକାନ୍ତ ଶତପଥୀଙ୍କ ନେତୃତ୍ୱରେ କର୍ମକର୍ତ୍ତା ମାନେ ପ୍ରଶାସନୀକ ଅଧିକାରୀ ମାନଙ୍କୁ ଭେଟି ଘଟଣା ସର୍ମ୍ପକରେ ଅବଗତ କରିଥିଲେ। ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଥିଲେ ।

ପ୍ରକାଶ ଯେ ଗତ ବୁଧବାର ଦିନ ଟିଟିଲାଗଡ ଥାନା ଅଧିନସ୍ଥ ଟିମନଭାଡି ଗ୍ରାମରେ ବିଦ୍ୟୁତ ଆଘାତ ଲାଗି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ବିଦ୍ୟୁତ ବିଭାଗର ଅଧିକାରୀଙ୍କ ପାଖରୁ ଘଟଣାର ପ୍ରତିକ୍ରିୟା ନେବାକୁ ଟିଟିଲାଗଡର ସାମ୍ବାଦିକ ଅବିନାଶ ନନ୍ଦ, ସଞ୍ଜୟ ବେହେରା ଓ ତରୁଣ ବେହେରା ବିଦ୍ୟୁତ ବିଭାଗ କାର‌୍ୟ୍ୟାଳୟକୁ ଯାଇଥିଲେ । ସେଠାରେ ଅଧିକାରୀଙ୍କୁ ପାଇଲେ ନାହିଁ । କିନ୍ତୁ ସେମାନେ ଖୋଲାନ ଗ୍ରାମ ନିକଟ ଲାନ୍ଥ ନଦୀ ବ୍ରିଜ ତଳେ ଭୋଜି କରୁଥିବା ଖବର ପାଇ ସେଠାକୁ ଯାଇଥିଲେ । ସେଠାରେ ପ୍ରତିକ୍ରିୟା ନେବାକୁ ଚେଷ୍ଟା କରୁଥିବା ବେଳେ ବିଦ୍ୟୁତ ବିଭାଗର ଅଧିକାରୀ ମାନେ ତାଙ୍କୁ ଅତର୍କିତ ଭାବରେ ଆକ୍ରମଣ କରିଥିଲେ ।

ଏହି ଖବର ପ୍ରଚାରିତ ହେବାପରେ ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏ ସର୍ମ୍ପକରେ ଟିଟିଲାଗଡ ଥାନାରେ ଏତଲା ହୋଇଥିଲା। ତେବେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିବା ବିଦ୍ୟୁତ ବିଭାଗର ଦୁଇଜଣ ଯନ୍ତ୍ରୀ ଜଗନ୍ନାଥ ପତି ଓ ଚିନ୍ମୟ ସାହୁଙ୍କୁ ପୁଲିସ ଗିରଫ କରିଥିବା ଜଣାପଡିଛି । ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ପଠାଇଦିଆଯାଇଥିବା ସୂଚନା ରହିଛି । ପ୍ରଶାସନୀକ ଅଧିକାରୀ ମାନଙ୍କୁ ଭେଟିବା ସମୟରେ ଜିଲ୍ଳା ସାମ୍ବାଦିକ ସଂଘର କୋଷାଧ୍ୟକ୍ଷ ସୁନୀଲ ମହାନ୍ତି, ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ, ଶରତ ମହାକୁର, ବିରେନ୍ଦ୍ର ଝାଙ୍କର, ଚନ୍ଦ୍ରଭାନୁ ମୋଲାନା, ଚିତ୍ତରଞ୍ଜନ ମିଶ୍ର, ଘଟେଶ୍ୱର ମିଶ୍ର, ମହେନ୍ଦ୍ର ଦର୍ଜୀ, ରାଜା ମିଶ୍ର, ରଘୁନନ୍ଦନ ସିଂହ, ପୱନ ଅଗ୍ରୱାଲ, ଶ୍ରୀମନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like