-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ଦ୍ୱିତୀୟ ସୁକତେଲ ମହୋତ୍ସବ ଉଦ୍‌ଘାଟିତ

09-Jan-2025



ବଲାଙ୍ଗିର, ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ରାମ ମନ୍ଦିର ନିକଟସ୍ଥ ପଡିଆରେ ଦ୍ୱିତୀୟ ସୁକତେଲ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ମହୋତ୍ସବକୁ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁରେନ୍ଦ୍ର ଭୋଇ ମୁଖ୍ୟ ଅତିଥି ଅନୁଷ୍ଠାନିକ ଭାବେ ଉଦ୍‌ଘାଟିତ କରିଥିଲେ । ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ ସମ୍ମାନିତ ଅତିଥି, ପ୍ରଶାନ୍ତ କୁମାର ମେହେର ପ୍ରବାସୀ କଳା ସଂଗଠକ, ସାସ୍ୱତ କୁମାର ତ୍ରିପାଠି ମୁଖ୍ୟବକ୍ତା, ବିଧୂଭୂଷଣ ସିଂଦେଓ ସଭାପତି ପ୍ରମୁଖ ମଂଚାସିନ ଥିଲେ । ମଳୟ ଆନନ୍ଦ କୁମାର ତ୍ରିପାଠି ସଂଯୋଜନା କରିଥିଲେ । ଏହି ମହୋତ୍ସବକୁ ନେସ୍‌ନାଲ ସାର୍ଭିସ ଫାଉଣ୍ଡେସନ ଓ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଲୋୟର ସୁକତେଲ ଅବବାହିକାରେ ଗଢିଉଠିଥିବା କଳା, ସଂସ୍କୃତି ଓ ସାହିତ୍ୟ ର ଯେମିତି କ୍ଷୟ ନ ହେବ ତାର ଉତ୍ଥାନ ପାଇଁ ଏହି ପରବ ଆୟୋଜନ କରୁଥିବା ହେତୁ ସମସ୍ତଙ୍କୁ ସାଧୁବାଦ ଜଣାଇଥିଲେ

ଏବଂ ଆଗାମୀ ଦିନରେ ସରକାର ଏବଂ ବିଭାଗ ନିଶ୍ଚିତ ସାହାଯ୍ୟ ସହଯୋଗ କରିବା ପାଇଁ ପ୍ରତିଶୃତି ଦେଇଥିଲେ । ସମ୍ମାନିତ ଅତିଥି ଶ୍ରୀ ସାହୁ ଏ ଅଂଚଳରେ ଶାନ୍ତି, ଶୃଙ୍ଖଳା ବଜାୟ ରଖି କଳାକାରଙ୍କୁ ଉଚିତ ସମ୍ମାନ ଦେବାକୁ ଆହ୍ୱାନ ଦେଇଥିଲେ । ମୁଖ୍ୟବକ୍ତା ଶ୍ରୀ ତ୍ରିପାଠି ଲୋକକଳା ବଂଚିଲେ କଳାକାର ବଂଚିବ ଏବଂ ଉଚିତ ସମ୍ମାନ ପାଇବ ବୋଲିି ଉପସ୍ଥିତ କଳାକାରଙ୍କୁ ଆହ୍ୱାନ ଦେଇଥିଲେ । ଟ୍ୱିଙ୍କିଲ ମହାପାତ୍ରଙ୍କୁ ସୁକତେଲ ସମ୍ମାନ ପ୍ରଦାନ କରାଯାଇଥିଲା । ଆଜିର ଏହି ସମାରୋହରେ ଶ୍ରୀରାମକୃଷ୍ଣ ଆଶ୍ରମ କଳାହାଣ୍ଡିର ଘୁମୁରା ଦଳ, ଦଣ୍ଡନୃତ୍ୟ, ଜିତେନ୍ଦ୍ରିୟ ହରିପାଲ କଳାକେନ୍ଦ୍ର ବଲାଙ୍ଗିର ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଆବାହକ ଚିଙ୍କୁ ପ୍ରଧାନ, ଶ୍ରୀମୟ ତ୍ରିପାଠି, ହାଡିବନ୍ଧୁ ତ୍ରିପାଠି, ସତ୍ୟନାରାୟଣ ଗହିର, ସଂଜୟ ଆନନ୍ଦ ତ୍ରିପାଠି, କଳା ସଂଗଠକ ଜୟକୃଷ୍ଣ ମିଶ୍ର ପ୍ରମୁଖ ସହଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like