-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ମନୋରଞ୍ଜନ

Jj

09-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଳା ବ୍ଳକ ଅନ୍ତର୍ଗତ ମହୀମୁଣ୍ଡା ହାଇସ୍କୁଲ ଠାରେ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିର ର ଦ୍ବିତୀୟ ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।  ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରା ଏହି କାର୍ଯ୍ଯକ୍ରମ କୁ ଉଦଘାଟନ କରି ସମସ୍ତ ଦାନ ଭିତରେ ରକ୍ତଦାନ ଶ୍ରେଷ୍ଠ ଦାନ ବୋଲି କହିବା ସହ ଏହା ଦ୍ବାରା ଆମେ ଅମୂଲ୍ଯ ଜୀବନ ବଂଚାଇ ପୁଣ୍ଯ ଅର୍ଜନ କରିବାର ସୌଭାଗ୍ଯ ଲାଭ କରିଥାଉ ବୋଲି କହିଥିଲେ । ଏହି କାର୍ଯ୍ଯକ୍ରମ ରେ ୩୧ଜଣ ରକ୍ତ ଦାତା ରକ୍ତ ଦାନ କରିଥିଲେ । ଅରୁଣ ରାଜପଲିଆ,ଦୟାସାଗର ଛୁରା,ଚନ୍ଦ୍ର ଧ୍ବଜ ଭୋଇ,ସଚିନ ବିଭାର,ବିନୋଦ ସୁନା,ସୋମେଶ୍ବର ପ୍ରଧାନ,ସୁଜିତ ଜାଲ,ହେମନ୍ତ ଛତ୍ରିଆ,ଜଗଦିଶ ସୁନା,ପ୍ରହଲ୍ଲାଦ ଶିକା,ମାଧବ ପଧାନ, ସଂଗୀତା ମେହେର,ହରିହର ମାଝୀ,ଶଶୀକାନ୍ତ ଭୋଇ,ମୀନକେତନ ମେହେର,ବିରେନ୍ଦ୍ର ନାଏକ,ଶିବଶଙ୍କର ମହନ୍ତ, ଅଜୟ ସନ୍ଦୀପ ଲାକ୍ରା, ଦେବ ପ୍ରସାଦ ମଲ୍ଲିକ, ଚିତ୍ରସେନ ବେହେରା,ଜିତେନ୍ଦ୍ର ସରଭଙ୍ଗ,ପ୍ରଦୀପ୍ତ ଦଣ୍ଡସେନା,ଆନନ୍ଦ ବଡ଼ପଣ୍ଡା,ସତ୍ଯବ୍ରତ ଜେନା,ବବୃ ମାଝୀ,ସୁଜାତା ପଟେଲ,ସୁନୀଲ ବେହେରା,ରାଧେଶ୍ୟାମ ରାଉତ,ଦୀଲିପ ଯୋଶୀ,ଚିତ୍ତରଞ୍ଜନ ପଣ୍ଡା,ସୁଧାଂଶୁ ମିଶ୍ର ପ୍ରମୁଖ ରକ୍ତଦାନ କରିଥିଲେ ।ଜୁନିୟର ରେଡକ୍ରସ ଅଫିସର ବିକାଶ ସାହୁ, ପରାମର୍ଶଦାତା ଜୟକୃଷ୍ଣ ନାଏକ,ଭକ୍ତ ନାଏକ, ରଞ୍ଜିତ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm