-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ପୁଲ-ବି ଚତୁର୍ଥ ଦିବସରେ ବରଗଡ ୟୁନାଇଟେଡ୍ ସେମି ଫାଇନାଲ୍ କୁ ପବେଶ

09-Jan-2025



ଆଗଲପୁର, (ବିନୋଦ ଦୀପ) ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ପ୍ରଥମ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ଚତୁର୍ଥ ଦିବସରେ  ବରଗଡ ୟୁନାଇଟେଡ୍ ଦଳ  ଜରାସିଂହା ଏଫ୍ ସି ଦଳକୁ  ୩ - ୦   ଗୋଲ୍ ରେ ପରାସ୍ତ କରି  ପୁଲ-ବି ର ସେମି ଫାଇନାଲ୍ କୁ ଉନ୍ନୀତ ହୋଇଛି l ଏହି ଅବସରରେ  ସମାଜସେବୀ ଶ୍ରୀଯୁକ୍ତ ଜୟପ୍ରକାଶ ପତି ମୂଖ୍ଯଅତିଥି ଭାବେ ଯୋଗଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ l ଅନ୍ଯ ମାନଙ୍କ ମଧ୍ଯରେ ସମାଜସେବୀ ଶ୍ରୀଯୁକ୍ତ ଦିଲିପ ବାରିକ, ବିଦ୍ଯୁତ ରଞ୍ଜନ ପଧାନ, ବଡଟିକା ପୋଷ୍ଟମାଷ୍ଟର ପ୍ରିତମ୍ ମଟାରୀ, ବଡଟିକା ସରପଞ୍ଚ ଉଦେନାଥ ନାଏକ, ପୂର୍ବତନ ସରପଞ୍ଚ ଅଶୋକ ପଟେଲ, କଳାର ସିଂ ବାଗ , ସମାଜସେବୀ ରଘୁନାଥ ବେହେରା ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ l ବରଗଡ ୟୁନାଇଟେଡ୍ ଦଳର ଖେଳାଳୀ କ୍ରିଷ୍ଣା ହରପାଲ ଶ୍ରେଷ୍ଠ ଖେଳାଳି ଭାବେ ମୁଖ୍ଯ ଅତିଥିଙ୍କ ଠାରୁ ପୁରସ୍କୃତ ହୋଇଥିଲେ ଓ ରେଫରୀ ଦେବାଶିଷ ବାଗ ଙ୍କୁ ସମ୍ମାନୀତ କରାଗଲା l ଆଜିର ଖେଳରେ  ମ୍ୟାଚ୍ କମିଶନର ସୁଦୟ ବାରିକଙ୍କ ପ୍ରତ୍ଯକ୍ଷ ତତ୍ୱାବଧାନ ରେ   ଦେବାଶିଷ ବାଗ,  କରୁଣାକର ପଧାନ,   ସୁଧାଂଶୁ ଶେଖର ସେଠ୍, ସଞ୍ଜିବ ମହାରଣା ଖେଳ ପରିଚାଳନା କରିଥିଲେ l ଆନନ୍ଦ ପଧାନ  ମଞ୍ଚ ପରିଚାଳନା କରିଥିଲେ ।କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ, ସଂଯୋଜକ ପ୍ରଶନ୍ନ କୁମାର ସାହୁ ତଥା ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ l ଆସନ୍ତା କାଲି ଶୁକ୍ରବାର ଦିନ ସମ୍ବଲପୁର ଏଫ୍ ସି  ଓ ଦୋସ୍ତିବ୍ରଦର୍ସ ସୁନ୍ଦରଗଡ ମଧ୍ଯରେ   ଖେଳ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ପକ୍ଷରୁ ପ୍ରକାଶ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like