-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୪୫ କେଜି ଗଞ୍ଜେଇ ସହ ୩ ଜଣ ଗିରଫ

10-Jan-2025



ତୁଷୁରା, (ପଞ୍ଚାନନ ନାଏକ)  ବଲାଙ୍ଗୀର ଜିଲ୍ଲାର ତୁଷୁରା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା । ଏକ ଛତିଶଗଡ ନମ୍ବର ଥିବା ଚାରିଚକିଆ ଗାଡ଼ିରେ ରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବାବେଳେ ଉକ୍ତ ଗଞ୍ଜେଇ ଗାଡିକୁ ଜବତ କରିବା ସହ ୪୫କେଜି ଗଞ୍ଜେଇ ମିଳିଛି । ବଲାଙ୍ଗୀର ଜିଲ୍ଲା ତୁଷୁରା ଅବକାରୀ ଥାନା ପଲସାପଡା ଗ୍ରାମର ଚୋରା ଗଞ୍ଜେଇ ଚାଲାଣ କରୁଥିବା ବେଳେ ୩ ଜଣ ଗଞ୍ଜେଇ ମାଫିଆ ଧରାପଡ଼ିଛନ୍ତି । ସୂଚନା ଅନୁସାରେ ତୁଷୁରା ଅବକାରୀ ଥାନା ଅନ୍ତର୍ଗତ ଫଲସାପଡା ଗାଁ ରାସ୍ତା ଦେଇ ଗଂଜେଇ ଚାଲାଣ ହେଉଥିବା ଖବର ପାଇ ଉକ୍ତ ଗ୍ରାମର ପ୍ରାଥମିକ ବିଦ୍ୟାଳୟ ପାଖରେ ଏକ ଚାରିଚକିଆ ଗାଡି ନଂ ସିଜି ୦୪ କେ କେପି ୬୩୬୯ ରୁ ୩ଟି ଜରି ବସ୍ତାରେ ଗଂଜେଇ ଥିବା  ଦେଖୁବାକୁ ମିଲିଥିଲା ।  ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗ ରେ ଛତିଶଗଡ଼ ରାଜ୍ଯ ଅମଲେଶ୍ବର ଥାନା ଅନ୍ତର୍ଗତ ବଟଙ୍ଗ ଗ୍ରାମର ମର ରାଜେନ୍ଦ୍ର ଚକ୍ର ଧାରୀ(୩୮) ନିୱାଇ ଥାନା ମରୋଡା ଥାନାର ମନୋଜ ସାହୁ( ୨୬) ଓ ତୁଷୁରା ଥାନା କମାସିଂହା ଗ୍ରାମର ରାଜୁ ଭୋଇ (୨୪)କୁ ଗିରଫ କରାଯାଇଥିବା ସହ କାରକୁ ଜବତ କରାଯାଇଛି । ଏନେଇ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଗଞ୍ଜେଇ  ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି । ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଏହି ଚଢଉରେ ଅବକାରୀ ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଏଏସଆଇ ପୃଥ୍ବୀରାଜ କୁଅଁର, କନଷ୍ଟେବଳ ବିଭୂତି ଭୁଷଣ ଭୋଇ, ଭୋଜରାଜ ବଢ଼େଇ, ସୁନେଲି ପ୍ରଧାନ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like