-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କେବାଡ ଆଞ୍ଚଳିକ ଧନୁଯାତ୍ରା କଂସାସୁର ନିଧନ ସହ ଉଦଯାପିତ

10-Jan-2025



ବରପାଲି (ସୁଦାମ ଦୀପ)            
ବରପାଲି ବ୍ଳକ କେବାଡଠାରେ ଚାଲିଥିବା ସପ୍ତମ ଧନୁଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ସପ୍ତ ଦିବସୀୟ ଏହି ମହୋତ୍ସବର ଉଦ୍‌ଯାପନୀ ଦିବସରେ ଶ୍ରୀକୃଷ୍ଣ ଓ ବଳରାମଙ୍କ ଦ୍ବାରା ମହାରାଜା କଂସର ମୃତ୍ୟୁ ହୋଇଥିଲା। ଏହି ଅବସରରେ ଗୋପାଙ୍ଗନା ମାନେ ପରିକ୍ରମା ମାଧ୍ୟମରେ ଦହି ବିତରଣ କରିଥିଲେ। କଂସର ଦୌରାତ୍ମ୍ୟରୁ ରକ୍ଷା ପାଇଥିବାରୁ ସମଗ୍ର ମଥୁରା ଓ ଗୋପପୁରରେ ମହୋତ୍ସବର ଆୟୋଜନ ହୋଇଥିଲା। ଏହି ଅବସରରେ ମୀନା ବଜାର ସହ ପାରମ୍ପାରିକ ବାଦ୍ୟ ସହିତ ନାଚ ଗୀତ ଆଦି ସାଂସ୍କୃତିକ କାର୍ଯ୍ଯକ୍ରମମାନ ପ୍ରସ୍ତୁତ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ନିମନ୍ତ୍ରିତ ଅତିଥି ଭାବରେ ବିଜେଡି ଜିଲ୍ଲା ଯୁବ ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ରାଜ୍ଯ ସମବାୟ ଉପସଭାପତି ବିରୋସେନ ସାହୁ, ମେଘନାଦ ପଧାନ, ଗୋପାଳ ଦାଶ, ସୁମନ୍ତ ମେହେର ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ଆୟୋଜକ ତଥା କଳାକାର ମାନଙ୍କୁ ପ୍ରୋତ୍ସାହିତ କରିବା ସହ ପୁରାତନ ସଂସ୍କୃତି ଓ ପରମ୍ପରାର ସମନ୍ବୟ ଏବଂ ଉତ୍ସବ ପ୍ରସ୍ତୁତିକୁ ନେଇ କୃତଜ୍ଞତା ଜଣାଇଥିଲେ। ଯାତ୍ରାରେ ଅଭିନୟ କରିଥିବା କଳାକାରମାନଙ୍କ ମଧ୍ୟରେ ମହାରାଜ କଂସ ପ୍ରଫୁଲ୍ଲ ମେହେର, ଦ୍ରୁମିଳାଶୁର ଭାବରେ ଦେବେନ୍ଦ୍ର କନ୍ଧେର, ଉଗ୍ରସେନ ସୁବାଷ ବାଗ, ଇନ୍ଦୁମତୀ ସସ୍ମିତା ଦଳବେହେରା, ଅଜୟ ସାହୁ, ଦୁ଼ଃଖିଶ୍ୟାମ, ମଧୁ , କିରଣ, ରୋସନ ଏବଂ ପାର୍ଶ୍ବ କଳାକାର ପ୍ରମୁଖ ଅଭିନୟ କରିଥିଲେ। ଚନ୍ଦ୍ରମଣି ଭୋଇଙ୍କ ଦ୍ବାରା ସଭାକାର୍ଯ୍ଯ ପରିଚାଳିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like