-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ସୁଜନ ନାଗ ମେମୋରିଆଲ ରାଜ୍ୟ ସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟ , - ବି ପୂଲ୍ ର ପ୍ରଥମ ମ୍ୟାଚ୍ ରେ ବି ଏସ ଏଫ୍ ସୋନପୁର ଦଳ ବିଜୟୀ

10-Jan-2025



(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର  ରୟାଲ ପଡିଆ ଠାରେ ଅନୁଷ୍ଟିତ   ୧୩  ତମ ସୁଜନ ନାଗ ମେମୋରିଆଲ ରାଜ୍ୟସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟ ର ଆଜି ର ବି ପୁଲ ର ପ୍ରଥମ ମ୍ୟାଚ ବି ଏସ ଏଫ୍ ସୋନପୁର ଏବଂ  ସୁରେଶ୍ୱରୀ ଫୂଟବଲ ଏକାଡେମୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏହି ମ୍ୟାଚ ରେ ବି ଏସ ଏଫ୍ ଦଳ  3-0 ଗୋଲ ରେ ଅଗ୍ରଣୀ ହୋଇ ସେମି ଫାଇନାଲ ରେ ପ୍ରବେଶ କରିଛି l ଆଜିର ମ୍ୟାଚ ରେ ବେଷ୍ଟ ଡିଫେନ୍ସ ପପୁ ନାୟକ ,ବେଷ୍ଟ ଗୋଲ କିପର୍ ସୁନୀଲ ବାଘ ,ବେଷ୍ଟ ମିଡ଼ ଫିଲ୍ଡ ରାହୁଲ ଭୋଇ ,(ସୁରେଶ୍ୱରୀ ଫୂଟବଲ ଏକାଡେମୀ) ଏବଂ ହିରୋ ଅଫ ଦି ମ୍ୟାଚ  ମିଥୁନ ସାହୁ ବି ଏସ ଏଫ୍ ଦଳ ଏବଂ ବେଷ୍ଟ ୱୀଙ୍ଗର ଏକଲବ୍ୟ  ତୀର୍କ ବି ଏଜ୍ ଏଫ୍ ପ୍ରମୁଖଙ୍କୁ ପୁରସ୍କୃତ କରା ଯାଇ ଥିଲା  l  ଆଜିର ମ୍ୟା ଚ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଏଡିଏମ୍ ରାଜେନ୍ଦ୍ର ମାଝୀ , ଏବଂ ସମ୍ମାନିତ ଅତିଥି ଭାବରେ ଡି ଏସ ପି ରେଣୁକା ସୁନା   , ବରିଷ୍ଟ ସାମ୍ବାଦିକ ଗୋରେଖ ନାଥ ସାହୁ, ଶ୍ରୀରାମ ଚରଣ ସୁନା, ଅମିତ ସାହୁ, ସଣ୍ଢେ ଶ୍ୱର୍ ନାଗ, ଅନିଲ ଭୋଇନା, ସଞ୍ଜୟ ସାହୁ, ରାଜୀବ ପଟ୍ଟନାୟକ, ସୁରଟି ଦୀପ ପ୍ରମୁଖ ଯୋଗ ଦାନ କରିଥିଲେ l  ଆଜିର ମ୍ୟାଚ କୁ ପ୍ରଶାନ୍ତ ସେଠି  ମୁଖ୍ୟ ରେଫ୍ରି ଏବଂ ସହଯୋଗୀ ରେଫ୍ରି ନନ୍ଦୁ  ନାୟକ, ଦୀପେଶ ପ୍ରଧାନ ଏବଂ ମ୍ୟାଚ  କମିସନର ଭାବରେ ଦାଇତ୍ୱ ତୁଲାଇ ଥିଲେ  ଜଗତ ଜଗଦଳା ପଧାନ l  ବିସିକେଶନ ପଧାନ 4 ଅଫିସିଆଲ  ଦାଇତ୍ୱ ରେ ଥିଲେ ପୁରସ୍କାର ବିତରଣି କାର୍ଯ୍ୟ କ୍ରମ କୁ ରାଜେନ୍ଦ୍ର ଜଗଦଳା ଏବଂ ସୁରଜ ବାଘ ତୁଲାଇ ଥିଲେ ଏବଂ   ଗଜା,ଅନିଲ, ଋଷବ, ନଟ, ରବି, ମହେଶ, ସିଦ୍ଧାର୍ଥ ,ନେଉଳ, ରମେଶ  ବିଶ୍ୱଜିତ ସହଯୋଗ କରି ଥିଲେ l ଆସନ୍ତା କାଲି  ଶୁକ୍ରବାର ବାର  ପୂଲ ବି ର ଦ୍ୱତୀୟ ମ୍ୟା ଚ ଶିମିଳିପାଳ ୱାଇଲଡ ଟାଇଗର ମୟୁରଭଞ୍ଜ  ଏବଂ  ଶାନ୍ତିନଗର  ଝାରସୁଗୁଡା  ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ମୁଖ୍ୟ ରାକେଶ ନାଗ ମିଡିଆ ଙ୍କୁ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like