-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

ନର୍ଲା ତହସିଲ ରେ ଚତୁର୍ଥ ଶ୍ରେଣୀ ଙ୍କ କର୍ମଚାରୀ ଙ୍କ ମରୁଡି ବିଭିନ୍ନ କାର୍ଯ୍ୟ ବାଧା ପ୍ରାପ୍ତ

10-Jan-2025



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ତହସିଲ କାର୍ଯ୍ୟାଳୟ ରେ ଦୀର୍ଘଦିନ ଧରି କର୍ମଚାରୀ ଅଭାବ ହୋଇ ଆସୁଥିବା ଦେଖିବାକୁ ମିଳୁଛି ବିଗତ ୨୪ ବର୍ଷର ବିଜେଡି ସରକାର କୁ ହଟାଇ ଜନତା ଦନାର୍ଦନ ଡବଲ ଇଞ୍ଜିନ ସରକାର ଙ୍କୁ ଆସ୍ଥା ପ୍ରକଟ କରି ରାଜ୍ୟରେ ସୁ ଶାସନ ସେବାର ତ୍ୱରାନ୍ୱିତ ଆଶା ରଖିଥିବା ବେଳେ ତାର ଓଲଟା ଚିତ୍ର ନର୍ଲା ତହସିଲ ରେ ପରିଲକ୍ଷିତ ହେଉଛି କାରଣ ଏହି କାର୍ଯ୍ୟାଳୟ ରେ ବର୍ଷ ବର୍ଷ ଧରି ପିଅନ, ରାତ୍ର ଜଗୁଆଳି , ସ୍ପେଶାଲ ମେସିଞ୍ଜର  ନୋଟିସ ବିତରକ ଭଳି ୧୧ ଗୋଟି ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଭାବ ରହିଥିବା ତହସିଲ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ଏଭଳିକି ରାଜସ୍ବ ବିଭାଗ ର ନର୍ଲା ତହସିଲ କାର୍ଯ୍ୟାଳୟ ରେ କର୍ମଚାରୀ ନ ଥିବାରୁ ଅନେକ ସରକାରୀ କାର୍ଯ୍ୟ ବାଧା ପ୍ରାପ୍ତ ହେଉଥିବାରୁ ସାଧାରଣ ରେ ଦିନକୁ ଦିନ ଅସନ୍ତୋଷ ପ୍ରକାଶ ପାଉଛି ଏଭଳି ଘଡିସନ୍ଧି ମୁହୂର୍ତ୍ତରେ କାର୍ଯ୍ୟାଳୟଟି ଅତିବ ସଙ୍କଟ ରେ ଚାଲୁଥିବା ବେଳେ ଏହି କାର୍ଯ୍ୟାଳୟ ପାଇଁ ଅତ୍ୟନ୍ତ ଆବଶ୍ୟକତା ଦୃଷ୍ଟିରୁ ଅସ୍ଥାୟୀ ଭାବରେ ମଧ୍ୟ କିଛି ପିଅନ , ରାତ୍ର ଜଗୁଆଳି ଅନେକ  ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି କରିବା ପାଇଁ ଜିଲ୍ଲାପାଳ ଙ୍କୁ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବାରମ୍ବାର ଜଣାଇଥିଲେ ମଧ୍ୟ ସୁଫଳ ମିଲୁ ନ ଥିବା ଜଣାପଡିଛି ଏଣୁ ଏ ଦିଗରେ ଜିଲ୍ଲାପାଳ ଓ ରାଜସ୍ବ ମନ୍ତ୍ରୀ ଏହାର ତୁରନ୍ତ ସମାଧାନ ପାଇଁ ସାଧାରଣରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like