-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କଳାମାଟିଆ ମଠରେ ସନାତନ ଧର୍ମ ସମ୍ମିଳନୀ

10-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ବରୀ ବ୍ଳକ ଅନ୍ତର୍ଗତ କଳାମାଟିଆ ପଞ୍ଚାୟତ ସ୍ଥିତ ସର୍ବପ୍ରାଚୀନ ରାଧାକାନ୍ତ ମଠରେ ପବିତ୍ର ଶାମ୍ବ ଦଶମୀ ଉପଲକ୍ଷେ ଏବଂ ମଠାଧିସ ଶ୍ୟାମସୁନ୍ଦର ଦାସଜୀ ମହାରାଜଙ୍କ ଜନ୍ମୋତ୍ସବ ଉପଲକ୍ଷେ ଏକ ସନାତନ ଧର୍ମସମ୍ମିଳନୀ ଏବଂ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମକୁ ସମାଜସେବୀ ଗୋବର୍ଦ୍ଧନ ତ୍ରିପାଠୀ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ପ୍ରଥମେ ବିଭିନ୍ନ ମଠରୁ ଆସିଥିବା ସାଧୁସନ୍ଥ ଏବଂ ପଣ୍ଡିତ ବ୍ରାହ୍ମଣ ମାନଙ୍କ ସେବାର୍ଚ୍ଚନା ପରେ ସନାତନ ଧର୍ମ ସମ୍ମିଳନୀ ଆରମ୍ଭ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ କେନ୍ଦ୍ରାପଡ଼ା, ପଟ୍ଟାମୁଣ୍ଡାଇ, ଇନ୍ଦୁପୁର, କୃଷ୍ଣନଗର ଏବଂ ବରୀ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥ ଏବଂ ପଣ୍ଡିତମାନେ ଅବକ୍ଷୟ ମୁଖି ସନାତନ ଧର୍ମକୁ ପୁନରୁଦ୍ଧାର ଏବଂ ଉନ୍ନତି କଳ୍ପେ ପ୍ରତ୍ୟେକ ସନାତନୀ ହିନ୍ଦୁ ଯତ୍ନବାନ ହେବା ସହିତ ଆମର ଗୀତା, ଭାଗବତ, ରାମାୟଣ, ମହାଭାରତ ପ୍ରଭୃତି ଆଧ୍ୟାତ୍ମିକତା ପୁସ୍ତକ ଗୁଡ଼ିକ ପଢ଼ିବା ସହିତ ଦୈନନ୍ଦିନ ଜୀବନରେ ତାକୁ ପ୍ରୟୋଗ କରିବା ପାଇଁ ସାଧୁସନ୍ଥ ଏବଂ ପଣ୍ଡିତ ମାନେ ପ୍ରବଚନ ମାଧ୍ୟମରେ ଦିଗଦର୍ଶନ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ମଠାଧିସ ଶ୍ୟାମସୁ୍ଦର ଦାସଜୀ ମହାରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ପ୍ରବଚକ ପଣ୍ଡିତ ରତିକାନ୍ତ ତ୍ରିପାଠୀ, ଶ୍ରୀକାନ୍ତ ଦାସଜୀ ମହାରାଜ, ରାକେଶ ଦାସ, ଜନ୍ ପଣ୍ଡା, ସସ୍ମିତା ସାମଲ, ସଞ୍ଜୟ ଧଳ, ଜୟରାମ ନାୟକ, ସତ୍ୟଜିତ ଶତପଥି, ପ୍ରତାପ ଚନ୍ଦ୍ର ସାହୁ, ଅଞ୍ଜନା ଧଳ ପ୍ରଭୃତି ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଶ୍ରୀମଦ୍ ଭାଗବତ ଆଧ୍ୟାତ୍ମିକ ଚେତନା ସେବା ପରିଷଦର ସମସ୍ତ ସଦସ୍ୟଙ୍କ ସହିତ କୃଷ୍ଣଚନ୍ଦ୍ର ଧଳ ଏବଂ ଆନନ୍ଦ ପରିଡ଼ା ପରିଚାଳନା କରିଥିଲେ। ଶେଷରେ ପରିଷଦର ସଭାପତି ଯୁବ ସମାଜସେବୀ ଡ଼ଃ ବିଶ୍ଵନାଥ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ହରିବୋଲ, ହୁଳହୁଳି ସଂକୀର୍ତ୍ତନ ଏବଂ ଜୟ ଜୟ ଧ୍ବନିରେ ସମଗ୍ର ଅଞ୍ଚଳଟି ଆଧ୍ୟାତ୍ମିକମୟ ହୋଇଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like