-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

୧୮ତମ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା

10-Jan-2025



ତୁରେକେଲା (କୈଳାସ ସଗ୍ରିଆ)ଓଡ଼ିଶାରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ତୁରେକେଲା ବ୍ଳକସ୍ତରୀୟ ପ୍ରତିଯୋଗିତାରେ ଜେ ଏମ ଜେ ଇଂରାଜୀ ମାଧ୍ୟମ ବିଦ୍ୟାଳୟ କଣ୍ଟାବାଞ୍ଜିର ଅଷ୍ଟମ ଶ୍ରେଣୀର ଛାତ୍ରୀ ସୁଶ୍ରୀ ତୁଶ୍ରୀତା ସିଂ ଦେବୀ ମାଝୀ ଇଂରାଜୀ ରଚନା ଲିଖନରେ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲା ସ୍ତରରେ ଅଂଶ ଗ୍ରହଣ କରିଥିଲେ।ଖୁସିର କଥା ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀର ଠାରେ ଜିଲ୍ଲାସ୍ତରରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାରେ ଭାଗ ନେଇ ଜିଲ୍ଲାସ୍ତରରେ ମଧ୍ୟ ପ୍ରଥମ ସ୍ଥାନ ଅଧିକାର କରିଥିଲେ।ପୁରସ୍କାର ପ୍ରଦାନ ଉତ୍ସବରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇଶଲୱ।ର, ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେର ଅତିଥି ଭାବେ ଯୋଗ ଦେଇଥିଲେ।ସୁଶ୍ରୀ ତୁଶ୍ରୀତାଙ୍କୁ ମାନପତ୍ର ଓ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା।ପ୍ରକାଶ ଥାଉକି ତୁଶ୍ରୀତାଙ୍କ ସ୍ୱଲିଖିତ ଶିଶୁ କବିତା ମମତାର ଡୋରି,ଇନ୍ଦ୍ରଧନୁ ସମେତ ଅନେକ ପତ୍ର ପତ୍ରିକାରେ ପ୍ରକାଶିତ ହୋଇ ଉଚ୍ଚ ପ୍ରଶଂସିତ ହୋଇଛି।ସେ ଜଣେ ମେଧାବୀ ଛାତ୍ରୀ ସହିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଛନ୍ତି। ତାଙ୍କର ବାପା ଧନସିଂ ମାଝୀ ମାନ୍ଦଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଥିବା ବେଳେ ମାଆ ଗଙ୍ଗଦେଇ ଧରୁଆ ଜାମୁଟଯୁରୀ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଅଛନ୍ତି।ତାଙ୍କର ସଫଳତାର ଖବର ପାଇ ସହପାଠୀ ଓ ଶିକ୍ଷକ ମହଲରେ ଖୁସିର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like