-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||     

HOME   ଜିଲ୍ଲା

ରାଉରକେଲା ଇସ୍ପାତ କାରଖାନା ରେ ଗ୍ୟାସ ଲିକ ଘଟଣା: ଆସନ୍ତା କାଲି ସେଲ୍ ଅଧ୍ୟକ୍ଷଙ୍କୁ ଦିଆଯିବ ତଦନ୍ତ ରିପୋର୍ଟ

11-Jan-2021



ରାଉରକେଲା, (ପ୍ରେରଣା ଖବର) : ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ ଲିକ ହୋଇ ୪ଜଣ ଠିକା କର୍ମଚାରୀ ମୃତ୍ୟୁବରଣ କରିବା ଘଟଣା। ସେଲ ପଷରୁ ୪ଜଣିଆ ଉଚ୍ଚ ସ୍ତରୀୟ ତଦନ୍ତ କମିଟି କରୁଥିବା ତଦନ୍ତ ଶେଷ। ଆସନ୍ତାକାଲି ସେଲ ଅଧ୍ୟକ୍ଷଙ୍କୁ ଦିଆଯିବ ତଦନ୍ତ ରିପୋର୍ଟ।   ବୋକାରୋ ଷ୍ଟିଲ ପ୍ଲାଣ୍ଟ ଇଡି, ଭିଲାଇ ଷ୍ଟିଲ ପ୍ଲାଣ୍ଟ ସିଜିଏମ। ଦୁର୍ଗାପୁର ଷ୍ଟିଲ ପ୍ଲାଣ୍ଟ ସିଜିଏମ ଓ କୋଲକାତା ପରିବେଶ ମ୍ୟାନେଜମେଣ୍ଟ ସିଜିଏମ। ୪ଜଣିଆ କମିଟି ତଦନ୍ତ କରୁଥିଲେ।   RSP ପଷରୁ ତିନି ଜଣ ଚିଫ ଜେନେରାଲ ମ୍ୟାନେଜର କରୁଥିବା ତଦନ୍ତ ମଧ୍ୟ ଶେଷ। ରାଉରକେଲା ଇସ୍ପାତ କାରଖାନା ପିଆର ବିଭାଗ ପକ୍ଷରୁ ସୁଚନା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026

You Might Also Like