-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ହକ ଅଧିକାର ପାଇଁଁ ଆନ୍ଦୋଳନ ଏକମାତ୍ର ପନ୍ଥା... ,,, ଧାନ କିଣା ଅବ୍ୟବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ

10-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସଂଯୁକ୍ତ କୃଷକ ସଂଗଠନ ତରଫରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଧାନ କିଣା ଅବ୍ୟବସ୍ଥା ପ୍ରସଙ୍ଗରେ ପାଞ୍ଚ ଦଫା ଦାବୀ ପତ୍ର ପ୍ରଦାନ କରିଛନ୍ତି। ଟୋକନ ସମସ୍ୟା, କଟନୀ ଛଟନି, ମାସ ମାସ ଧରି ମଣ୍ଡି ରେ ଧାନ ପଡି ରହିବା, ଦଲାଲ ରାଜ ଏବଂ ମିଲର ମାର୍ଜିରେ ଧାନ ଉଠୁଛି ଏହି ସବୁ ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ କରିବା ପାଇଁ ସଂଗଠନ ତରଫରୁ ଚେତାବନୀ ଦିଆ ଯାଇଛି। ପ୍ରକାଶ ଥାଉକି ବରଗଡ଼ ଜିଲ୍ଲାରେ 57 ଲକ୍ଷ କ୍ୟୁଣ୍ଟାଲ ଧାନ 1 ଲକ୍ଷ 16 ହଜାର ଚାଷୀଙ୍କ ଠାରୁ ସରକାର ଧାନ କିଣିଲେଣି ଯାହା 80% ହେବ। ହେଲେ ବର୍ତ୍ତମାନ ସୁଦ୍ଧା ପଦ୍ମପୁର ଆର ଏମ ସି ରୁ 60% ଧାନ ଉଠିନାହିଁ ଏବଂ ଯେଉଁ ମଣ୍ଡିରେ ପ୍ରକୃତ ରେ ଚାଷୀ ବିକ୍ରି ଯୋଗ୍ୟ ଧାନ ଆଣୁଛି ଓ କଟନୀ ଦେବାପାଇଁ ମନା କରୁଛି ସେଇଠି ଠିକ ଭାବେ ଧାନ ବିକ୍ରି ହୋଇ ପାରୁନାହିଁ। ଫଳରେ ଚାଷୀ ନିରାଶ ହୋଇ ବାଧ୍ୟ ହେଉଛି ଦଲାଲ ସାହାଯ୍ୟ ରେ ଧାନ ବିକ୍ରି କରିବା ପାଇଁ ଓ କିଛି ମଣ୍ଡିରେ ମାତ୍ରା ଧିକ ଧାନ ପଡି ରହିଛି। ସେଥିପାଇଁ ଶୀଘ୍ର ସମାଧାନ କରିବାକୁ ଅଭିଯୋଗ କରାଯାଇଛି।
ଦାବୀ ପତ୍ର ଦେଇ ସରିଲା ପରେ ସଂଗଠନ ର ବୈଠକ ବସିଥିଲା ଯେଉଁଥିରେ ସମସ୍ତ ସକ୍ରିୟ ସଂଗଠନ ଯଥା 
ରାଜବୋଡାସମ୍ବର କୃଷକ ସଂଗଠନ, ପାଇକମାଲ, ସହିଦ ମାଧୋ ସିଂ ଆଞ୍ଚଳିକ କୃଷକ ସଂଗଠନ ଘେଁସ, ଆଞ୍ଚଳିକ କୃଷକ ସଂଗଠନ ମେଲଛାମୁଣ୍ଡା, ରାଜବୋଡାସମ୍ବର କୃଷକ ସଂଗଠନ ଝାରବନ୍ଧ, ରାଜବୋଡାସମ୍ବର କୃଷକ ସଂଗଠନ ଗାଇସିଲଟ, ବିଜେପୁର ବ୍ଲକ କୃଷକ ସଂଗଠନ ବିଜେପୁର, ରାଜବୋଡାସମ୍ବର କୃଷକ ସଂଗଠନ ପଦ୍ମପୁର, ସଂଯୁକ୍ତ କୃଷକ ସଂଗଠନ ବରପାଲି, ଭେଡେନ ବ୍ଲକ କୃଷକ ସଂଗଠନ ଭେଡେନ,ଓଡିଶା ରାଜ୍ୟ କୃଷକ ସଂଗଠନ ଅତାବିରା, ସଂଯୁକ୍ତ କୃଷକ ସଂଗଠନ ବରଗଡ଼, କୃଷକ ପରିବାର ଭଟଲି, ବୀର ସୁରେନ୍ଦ୍ର ସାଏ କୃଷକ ସଂଗଠନ ଦଶମାଇଲ, ଲାଳବହାଦୁର କୃଷକ ସଂଗଠନ ଭୁକ୍ତା, ବାରପାହାଡ଼ କୃଷକ ସଂଗଠନ ଅମ୍ବାଭାନା।ଉପସ୍ଥିତ ଥିଲେ। 300 ୟୁନିଟ ବିଦ୍ୟୁତ ମାଗଣା, ଜଳସେଚନ କ୍ଷେତ୍ର ରେ ବ୍ୟବହୃତ ବିଦ୍ୟୁତ ଦେୟ ଜଳକର ଆଧାର ରେ ସ୍ଥିର, ବକେୟା ବିଦ୍ୟୁତ ବିଲ ଛାଡ଼, ସ୍ମାର୍ଟ ମିଟର ବନ୍ଦ ଏବଂ ସରକାର ବିଦ୍ୟୁତ କୁ ଘରୋଇ କରଣ ନ କରି ନିଜ ହାତରେ ରଖିବା ପ୍ରସଙ୍ଗରେ ଆସନ୍ତା ଫେବୃଆରୀ ମାସରେ ବଡ ଧରଣ ର ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଉତ୍କଟ ସାର ସମସ୍ୟା ର ସମାଧାନ କରିବା ପାଇଁ ଜିଲ୍ଲାପାଳ ଙ୍କୁ ଜଣାଇଛନ୍ତି। ଉତ୍ପନ୍ନ ଭୋଇ ସଭାପତିତ୍ୱ କରିଥିବା ବେଳେ ରମେଶ ମହାପାତ୍ର ପରିଚାଳନା କରିଥିଲେ ଏବଂ ଅଜିତ ଶତପଥୀ,ଲିଙ୍ଗରାଜ ପଧାନ, ଦିଲୀପ ବେହେରା, ସୁବାସ ସାମନ୍ତରାୟ, ରୋହିତ ପଧାନ, ତୁଲାରାମ ପଧାନ, ଅରବିନ୍ଦ ପଣ୍ଡା, ସରୋଜ ସାହୁ, ରତିକାନ୍ତ ବାରିକ, ବାବୁଲୁ ପଧାନ, ରବିଶଙ୍କର ପଧାନ, ଲୋକାଶ ପଧାନ, ଭଗବାନ ପଧାନ, ସୁବାସ ପଧାନ, କାରଣ ସାହୁ, ତପନ ବାରିକ, ଉମାକାନ୍ତ ନାୟକ, ସରୋଜ ବାରିକ, ବନବାସ ପଧାନ, ବିଜୟ ଲହରିୟା, ନିରଞ୍ଜନ ପଧାନ, ସୁରେଶ ନିକେଣ୍ଟି, ବବ୍ରୁ ବାହନ ସାହୁ, ବୀରେନ୍ଦ୍ର କର, ଟିକେଲାଲ ମିଶ୍ର, ଥବିର ସାହୁ, ହେମନ୍ତ ପଧାନ, ଜୟପ୍ରକାଶ ବେହେରା ଏବଂ ଈଶାନ୍ତ ଭୋଇ ଆଲୋଚନା ରେ ଭାଗ ନେଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like