-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଦନ ସୁରକ୍ଷା ପାଇଁ ପଦ୍ମପୁର ରୁ ନୃସିଂହନାଥ ସାଇକେଲ ଯାତ୍ରା

10-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ପଶ୍ଚିମ ଓଡ଼ିଶାର ମୁକୁଟ ମଣି ତଥା ବରଗଡ଼ ଜିଲ୍ଲାର ପାଇକମାଲ ସ୍ଥିତ ଶ୍ରୀଶ୍ରୀ ନୃସିଂହନାଥ, ଶୈବପୀଠ ବଲାଙ୍ଗୀର ଜିଲ୍ଲାରେ ଖପ୍ରାଖୋଲ ସ୍ଥିତ ହରିଶଙ୍କର ଦୁଇ ଲାଗି ରହିଛି ପାହାଡ଼ ପର୍ବତ ପାଦ ଦେଶରେ । ଏଠାକାର ଜନସାଧାରଣ ଅଶି ଦଶକରେ ଜନଗଣ  ଗନ୍ଧମାର୍ଦ୍ଦନକୁ ବଞ୍ଚାଇବା ପାଇଁ ଵାଲକୋ କମ୍ପାନୀକୁ ଘଉଡ଼େଇ ଦେଇଥିଲେ ବଡ ଜନ ଆନ୍ଦୋଳନ ମାଧ୍ୟମରେ। ସେ ସମୟର ଜନ ଆକ୍ରୋଶ ଓ ପ୍ରତିବଦ୍ଧତା ଦେଖି ଲାଗୁଥିଲା ଯେ ଆଉ କୌଣସି କମ୍ପାନୀ ଆଖି ଉଠେଇବାକୁ ମଧ୍ୟ ଚେଷ୍ଟା କରିବନି। କିନ୍ତୁ ଏ ଭିତରେ ଆଲୁମିନିୟମ ର ବଜାର ଆକାଶ ଛୁଇଁଛି। ଧନୀ ରାଷ୍ଟ୍ର ପାଇଁ ଆଲୁମିନିୟମ ଅମ୍ଳଜାନ ସଦୃଶ। ଆଲୁମିନିୟମ ଯଦି ନ ମିଳେ, ଭୁଶୁଡ଼ି ପଡ଼ିବ ତାଙ୍କର ସାମ୍ରାଜ୍ୟ। ତେଣୁ ଭାରତର ୭୫ ଭାଗ ବକ୍ସାଇଟ୍ ଥିବା ପଶ୍ଚିମ ଓଡ଼ିଶାର ଅନେକ ପାହାଡ଼ ମାଡି ଠିଆ ହେଇଛନ୍ତି ଅନେକ କର୍ପୋରେଟ,ପାହାଡ ଭିତରେ ଥିବା କଲିଜା ଉପରେ ପୁଞ୍ଜିପତିଙ୍କ ଲାଳୁଆ ନଜର। ସେମାନେ ପୁଣି ଗନ୍ଧମାର୍ଦ୍ଦନ ପାହାଡ ତଳେ ହାଜର। ସେମାନେ ଜାଣନ୍ତି ଏ ଭିତରେ ସେମାନେ ବଜାରଗ୍ରସ୍ତ କରି ସାରିଛନ୍ତି ମଧ୍ୟବିତ୍ତଙ୍କୁ। ପ୍ରଶଂସା, ପୁରସ୍କାର, ଅଣ ରାଜନୈତିକତା ଓ ଆତ୍ମମୁଗ୍ଧତାର ମୋଦକ ଦେଇ ଢୁଲେଇ ଦେଇ ପାରିଛନ୍ତି ଲେଖକଙ୍କୁ।  ଚତୁର ତାଲିମ୍ ଦେଇ ନିଜ ହାତବାରିସି କରି ପାରିଛନ୍ତି ପୋଲିସ ଓ ଅର୍ଦ୍ଧସୈନିକ ବଳଙ୍କୁ। କିଛି ଇଲେକ୍ଟରାଲ୍ ବଣ୍ଡ ଓ କିକ୍ ବେକ୍ ଦେଇ ଶାସକ ପ୍ରଶାସକ ମଙ୍ଗ ନିଜ ହାତକୁ ଆଣିଛନ୍ତି। 
ଆଇନ ଛାତ୍ର ଆଶିଷ ଜ୍ୟୋତିଷ ଏହାର ପ୍ରତିଵାଦ ଯଵାଵ ରେ ପଦ୍ମପୁର ରୁ ନୃସିଂହନାଥ ସାଇକେଲ ଯାତ୍ରା କଲେ ଗନ୍ଧମାର୍ଦ୍ଦନ ସୁରକ୍ଷା ପାଇଁ ଓ ପଦ୍ମପୁର ଉପଜିଲ୍ଲାପାଳଙ୍କୁ ଚିଠି ଟିଏ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like