-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କର୍ତ୍ତବ୍ୟରତ ସାମ୍ବାଦିକ ମାନଙ୍କ ସୁରକ୍ଷା ନେଇ କଣ୍ଟାବାଞ୍ଜି ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

11-Jan-2025



କଣ୍ଟାବାଞ୍ଜି:  ସାମ୍ବାଦିକ ମାନେ ଖବର ସଂଗ୍ରହ କରୁଥିବା ସମୟ ରେ ବାରମ୍ବାର କିଛି ସ୍ବାର୍ଥନ୍ବେଷୀ ବ୍ୟକ୍ତିଙ୍କ ଆକ୍ରମଣର ଶିକାର ହେବା ଘଟଣା ସାମ୍ବାଦିକ ମାନଙ୍କ ଉପରେ ଏକ ପ୍ରଶ୍ନବାଚୀ ସୃଷ୍ଟି କରିଛି l ଏ  ନେଇ  ଷ୍ଟେଟ୍  ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ, ବଲାଙ୍ଗୀର ଶାଖା, ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ବଲାଙ୍ଗୀର ଜିଲ୍ଲାପାଳ ଓ ଏସ୍ ପି ଙ୍କୁ ଦାବିପତ୍ର ଦିଆଯାଇ ସାରିଛି l ଏହି କ୍ରମରେ ଗତକାଲି  ଏହି ଘଟଣାକୁ ନିନ୍ଦା କରି ନେଇ କଣ୍ଟାବାଞ୍ଜି ସାମ୍ବାଦିକ ସ°ଘ ତରଫରୁ ମଧ୍ଯ  ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ କଣ୍ଟାବାଞ୍ଜି ତହସିଲଦାରଙ୍କୁ ଏକ  ଦାବିପତ୍ର ପ୍ରଦାନ କରାଯାଇଅଛି।

 ସୂଚନାଯୋଗ୍ୟ ଯେ, ଗତ ୮ତାରିଖ ଗୁରୁବାର ଦିନ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଳକ୍ ଅନ୍ତର୍ଗତ ସାଲେଡିଗିରି ଗ୍ରାମରେ  ଜଣେ ଶ୍ରମିକ ବିଦ୍ୟୁତ ସ°ଷ୍ପର୍ଶରେ ଆସି ମୃତ୍ୟୁବରଣ  କରିଥିବା ବେଳେ  ଅନ୍ୟ ଜଣେ ଗୁରୁତର ହୋଇଥିଲେ। ଏନେଇ କାର୍ଯ୍ୟରତ ତିନି ଜଣ ସାମ୍ବାଦିକ ଘଟଣାସ୍ଥଳକୁ ପହଞ୍ଚି ଖବର୍ ସ°ଗ୍ରହ କରୁଥିବା ସମୟେ ଟାଟା ପାୱାର ର ଏସ୍ ଡି ଓ ଜଗନ୍ନାଥ ପତି ଏବଂ ମୁରିବାହାଲ ଯନ୍ତ୍ରୀ ଚିନ୍ମୟ ସାହୁ  ସେମାନଙ୍କୁ ଅତର୍କିତ ଆକ୍ରମଣ କରିଥିଲେ l ଘଟଣା ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା l ଦୋଷୀ ବିଦ୍ୟୁତ ବିଭାଗର ଅଧିକାରୀ ଙ୍କୁ କୋର୍ଟ ରେ ହାଜର କରାଯାଇଥିଲା l ସେମାନଂକ ଜାମିନ ନାମଞ୍ଜୁର ହେବାରୁ ଟିଟିଲାଗଡ଼ ବିଚାର ବିଭାଗୀୟ ଜେଲ୍ ହାଜତକୁ ପଠାଇ ଦିଆ ଗଲା। ତେବେ କାର୍ଯ୍ୟରତ ସାମ୍ବାଦିକମାନେ ଖବର ସଂଗ୍ରହ କରୁଥିବା ସମୟରେ ବାରମ୍ବାର ଆକ୍ରୋଶମୂଳକ  ଆକ୍ରମଣର ଶିକାର ହେଉଥିବା ନେଇ ଶୁକ୍ରବାର ଦିନ କଣ୍ଟାବାଞ୍ଜି ସାମ୍ବାଦିକ ସ°ଘର ଉପସଭାପତି ମୋହନ ସୋନି, ସାଧାରଣ ସମ୍ପାଦକ ଏସ୍ କେ ସମିମ୍, ଗୁରୁଦୟାଲ ହ°ସ, ସୁବାସ ଚନ୍ଦ୍ର ବେହେରା,କୃତିକର ବାଗ ଏବଂ କୈଳାସ ସଗ୍ରିଆ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ କଣ୍ଟାବାଞ୍ଜି ତହସିଲଦାରଙ୍କ ଜରିଆରେ ସାମ୍ବାଦିକ ମାନଙ୍କ ସୁରକ୍ଷା ନେଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like