-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ ବ୍ଲକ ସ୍ତରୀୟ ଲୋକ ମହୋତ୍ସବ, ପାରମ୍ପାରିକ ନାଚ ଗୀତ ସହ ବିଡ଼ିଓ ଙ୍କ ସ୍ୱର ରେ ପରିବେଷିତ ଗୀତ ରେ ଝୁମିଲେ ଦର୍ଶକ

11-Jan-2025



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ କାର୍ଯ୍ୟାଳୟ ପରିସରରେ  ବ୍ଲକ ସ୍ତରୀୟ ଲୋକ ମହୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ପ୍ରଥମେ ମଶାଲ ଶୋଭାଯାତ୍ରା ଲୋଇସିଂହା ଦୁର୍ଗା  ମନ୍ଦିରରୁ ଲୋକ ମହୋତ୍ସବ ମଞ୍ଚ କୁ ଏକ ବିରାଟ ଶୋଭାଯାତ୍ରା ରେ କଲାକାର ଙ୍କ ଗହଣରେ ଅଣାଯାଇଥିଲା l ବିଡ଼ିଓ ଅକ୍ଷୟ ପାଣି ଉଡ୍ଡୁ ଙ୍କ ଅଧକ୍ଷାତାରେ ଅନୁଷ୍ଠିତ ଉକ୍ତ ଲୋକ ମହୋତ୍ସବ ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର, ସମ୍ମାନିତ ଅତିଥି ରୂପେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ବ୍ଲକ ପ୍ରତିନିଧି ଗୌରାଙ୍ଗ ନାଏକ , ବଲାଙ୍ଗୀର ସାଂସଦ ଙ୍କ ପ୍ରତିନିଧି ବାଳକୃଷ୍ଣ ଧରୁଆ, ସରପଞ୍ଚ ସଙ୍ଘ ସଭାପତି ସଞ୍ଜୟ ଗଡତ୍ୟା, ବ୍ଲକ କଳାକାର ସଂଘ ସଭାପତି ସରୋଜ ବିଶ୍ୱାଳ ପ୍ରମୁଖ ଯୋଗଦେଇ ନଡ଼ିଆ ଭାଙ୍ଗି, ପ୍ରଦୀପ ପ୍ରଜ୍ଵଳନ କରି ଉଦଘାଟନ କରିଥିଲେ l

ଏହି ଅବସରରେ ଅତିଥି ମାନେ ଅଞ୍ଚଳ ର ଲୋକ ସଂସ୍କୃତ, ଲୋକ ବାଦ୍ୟ, ଲୋକ୍ ଗୀତ, ଲୋକ ନୃତ୍ୟ ର  କଳାକାର ଙ୍କ ଲୁକ୍କାୟିତ ପ୍ରତିଭା ର ଚିହ୍ନଟ ଓ ସୁରକ୍ଷା ଉପରେ ଆଲୋକପାତ କରିଥିଲେ l ପରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଅକ୍ଷୟ ପାଣି ଉଡ୍ଡୁ ଙ୍କ ସ୍ୱର ରେ 'ଏଇ ଯେ ବନଲତା ପାହାଡ଼' ଗୀତରେ ଦର୍ଶକ ଝୁମିଥିଲେ l ଏହି ଅବସରରେ କଳାକାର ମାନଙ୍କ ଦ୍ଵାରା କରମା ନୃତ୍ୟ, ସମ୍ବଲପୁରୀ ଲୋକ ନୃତ୍ୟ, ପାଲା, ସଙ୍କୀର୍ତ୍ତନ, ସମ୍ପ୍ରଦା, ଖଞ୍ଜଣି, ଘୁଡୁକା, ପଞ୍ଚ ବାଦ୍ୟ, ଦଣ୍ଡ ନୃତ୍ୟ, ରାମ ଲୀଳା , ବାହା ଘର ଗୀତ, ଘୋଡ଼ା ନାଚ ଆଦି ବିଭିନ୍ନ ନାଚ, ଗୀତ, ବାଦ୍ୟ ପରିବେଷିତ ହୋଇଥିଲା l ପାରମ୍ପାରିକ ଲୋକ ନୃତ୍ୟ ଓ ଲୋକ ଗୀତରେ ମଞ୍ଚ ଦୁଲୁକିଥିଲା l ମଞ୍ଚ କୁ ପି. ଇ. ଓ ସମାରୁ ଦଣ୍ଡସେନା ଓ ଭିକାରି ଚରଣ କର୍ମୀ ପରିଚାଳନା କରିଥିବା ବେଳେ ବିଚାରକ ଭାବେ ବରିଷ୍ଠ କଳାକାର ଶ୍ରୀଯୁକ୍ତ ପ୍ରତାପ ବହିଦାର, ଦେବେନ୍ଦ୍ର ମିସ୍ତ୍ରୀ, ବ୍ରଜ ମୋହନ ବିଶୋଇ ଯୋଗଦେଇଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଜି. ପି. ଡି.ଓ କିଶୋର ଚନ୍ଦ୍ର ମାନସିଂହ, ଏ.ଏ.ଇ ସିଦ୍ଧାର୍ଥ ପାଢ଼ୀ ,ବ୍ଲକ ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ ଙ୍କ ସମେତ ସରପଞ୍ଚ ସମିତି ସଭ୍ୟା ସଭ୍ୟ, ସରକାରୀ କର୍ମଚାରୀ, କଳାକାର, କଲାପ୍ରେମୀ ଉପସ୍ଥିତ ଥିଲେ l ଏହି ଅବସରରେ କୃତି କଳାକାର ଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l କୃତି କଳାକାର ଆଗାମୀ ଉପଖଣ୍ଡ ସ୍ତରୀୟ ଲୋକ ମହୋତ୍ସବ ରେ ଭାଗନେବେ ବୋଲି ଆୟୋଜକ କମିଟି ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like