-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

*ସୁଜନ ନାଗ ମେମୋରିଆଲ ଫୂଟବଲ ଟୁର୍ନାମେଣ୍ଟ ର ବି ପୁଲ, ଦ୍ଵିତୀୟ ମ୍ୟାଚରେ ସିମିଳିପାଲ ୱାଇଲ୍ଡ ଟାଇଗର ୪-୩ ଗୋଲ୍ ରେ ବିଜୟୀ*

11-Jan-2025



ସୋନପୁର-( ମନୋରଞ୍ଜନ ତ୍ରିପାଠୀ )ସୋନପୁର  ରୟାଲ ପଡିଆ ସୋନପୁର  ଠାରେ  ଅନୁଷ୍ଟିତ ୧୨  ତମ ସୁଜନ ନାଗ ମେମୋରିଆଲ ରାଜ୍ୟସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟ ର  ପୁଲ ବି ର ଦ୍ୱତୀୟ ମ୍ୟାଚ ଶାନ୍ତିନଗର  (ଝାରସୁଗୁଡା ) ବନାମ   ଶିମିଳିପାଳ ୱାଇଲଡ ଟାଇଗର ମୟୁରଭଞ୍ଜ  ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏହି ମ୍ୟାଚ ରେ ଉଭୟ ଦଳ 2-2  ଗୋଲ ରେ ଅମୀମାଂସିତ ହେତୁ ପେନାଲଟିକ ସୁଟ ଆଉଟ୍ ରେ ୪-୩  ଗୋଲ ରେ  ଶିମିଳିପାଳ ୱାଇଲଡ ଟାଇଗର( ମୟୁରଭଞ୍ଜ ) ଅଗ୍ରଣୀ ହୋଇ ସେମି ଫାଇନାଲ ରେ ପ୍ରବେଶ କରିଛି l ଆଜିର ମ୍ୟାଚ ରେ ବେଷ୍ଟ ଡିଫେନ୍ସ ବାୟାଧର ସିଂ ( ମୟୁରଭଞ୍ଜ ),ବେଷ୍ଟ ଗୋଲ କିପର ବିଶ୍ୱନାଥ ସୋରେନ ( ମୟୁରଭଞ୍ଜ) ବେଷ୍ଟ ମିଡ଼ ଫିଲ୍ଡ ବାପୁନ ନାୟକ ( ଝାରସୁଗୁଡା )ଏବଂ ହିରୋ ଅଫ ଦି ମ୍ୟାଚ  ବାୟାଧର ସିଂ ଏବଂ ବେଷ୍ଟ ୱିଙ୍ଗର୍ ଭାବେ କାଁହୁ ଚରଣ ଟୁଡୁ ପ୍ରମୁଖଙ୍କୁ ପୁରସ୍କୃତ କରା ଯାଇ ଥିଲା l  ଆଜିର ମ୍ୟାଚ ରେ ମୁଖ୍ୟ ଅତିଥି ଭାବରେ  RI SNP କାଁହୁ ଚରଣ ମାରାଣ୍ଡି, ଏବଂ ସମ୍ମାନିତ ଅତିଥି ଭାବରେ ଜିଲ୍ଲା କ୍ରୀଡ଼ା ଅଧିକାରୀ   ଚିତରଞ୍ଜନ ମିଶ୍ର, ଏସ ଜି ଟି ନୀଳକଣ୍ଠ, ବରିଷ୍ଠ ସାମ୍ବାଦିକ ଗୋରେଖ ନାଥ ସାହୁ , ଲୋକନାଥ ରଥ, ସିରିଜ ଦାସ, ଅଚୁତ ଛତ୍ର, ଅନିଲ ଭୋଇନା, ଶାନ୍ତନୁ ବାଘ, ଉମାକାନ୍ତ ନାଗ ପ୍ରମୁଖ ଯୋଗ ଦାନ କରିଥିଲେ l  ଆଜିର ମ୍ୟାଚ କୁ ନନ୍ଦୁ  ନାୟକ ମୁଖ୍ୟ ରେଫ୍ରି ଏବଂ ସହଯୋଗୀ ରେଫ୍ରି ରାଜେନ୍ଦ୍ର ସେଠ୍, ଜଗତ ଜଗଦଳା  ଏବଂ ମ୍ୟା ଚ  କମିସନର ଭାବରେ  ସନ୍ତୋଷ ପଧାନ ପରିଚାଳନା ଦାୟିତ୍ୱ ତୁଲାଇଥିଲେ l ପ୍ରଶାନ୍ତ ସେଠି ଫୋର୍ଥ ଅଫିସିଆଲ  ଦାଇତ୍ୱ ରେ ଥିଲେ l  ପୁରସ୍କାର ବିତରଣି କାର୍ଯ୍ୟ କ୍ରମ କୁ ରାଜେନ୍ଦ୍ର ଜଗଦଳା ଏବଂ ସୁରଜ ବାଘ ତୁଲାଇ ଥିବା ବେଳେ ଅନିଲ, ଋଷବ, ନଟ, ରବି, ମହେଶ, ସିଧlର୍ଥ ,ନେଉଳ, ରମେଶ , ଖଗ, ଜନ୍ମେ ସହଯୋଗ କରି ଥିଲେ.

ଆଜି 11.1.25 ରିଖ ଶନିବାର  ଟୁର୍ନାମେଣ୍ଟ ର ଦ୍ୱତୀୟ ସେମିଫାଇନାଲ ଶିମିଳିପାଳ ୱାଇଲଡ ଟାଇଗର ମୟୁରଭଞ୍ଜ ବନାମ ବି ଏସ ଏଫ୍ ସୋନପୁର  ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ରାକେଶ ନାଗ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like