-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ରାଜ୍ୟ

ରାସ୍ତା ଉପରେ କଲେଜ ଛାତ୍ରୀଙ୍କୁ ମାଡ଼ ଘଟଣାରେ ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

11-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଗୋପବଂଧୁ ଚୌଧୁରୀ ମହାବିଦ୍ୟାଳୟରୁ ଦୁଇ ଜଣ ଛାତ୍ରୀ ଫେରୁ ଥିବା ବେଳେ ବରୀ ଅରଙ୍ଗାବାଦକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଦୁଇ ଜଣ ଛାତ୍ରୀଙ୍କୁ ଦୁବୃତ୍ତ ଆକ୍ରମଣ କରିବା ସହିତ ସେମାନଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ବା ସହିତ ସେହି ଘଟଣାକୁ ସାମାଜିକ ଗଣମାଧ୍ୟମରେ 
ପ୍ରଚାରିତ କରିଥିଲେ ଆଜି ଆକ୍ରମଣର ଶିକାର ହୋଇଥିବା ଛାତ୍ରୀଙ୍କ ପରିବାର ଲୋକଙ୍କ ଲିଖିତ ଅଭିଯୋଗ କ୍ରମେ  ବରୀ ପୋଲିସ ୧୦/୨୫ରେ ଏକ ମାମଲା ରୁଜୁ କରିବା ସହ ବରି ଦର ଘା ଗ୍ରାମର ପ୍ରସଂଜିତ ସେଠି ଓ ଅରଙ୍ଗା ବାଦ ଗ୍ରାମର  ସତ୍ୟ ରଂଜନ ଯେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରି ଥିବାର ସୂଚନା ମିଳିଛି। ଆଗାମୀ ଦିନରେ ଯଦି କୌଣସି ବ୍ୟକ୍ତି ବେଆଇନ କାର୍ଯ୍ୟ କରି ଆଇନ ଶୃଙ୍ଖଳା ଭଙ୍ଗ କରନ୍ତି ସେମାନ ଙ୍କ ବିରୁଦ୍ଧରେ ଦୃଢ଼ ଆଇନଗତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like