-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ମଶାଲ ଯାତ୍ରା ସହ ଉଦଘାଟିତ ହେଲା କୋକସରା ବ୍ଲକ ସ୍ତରୀୟ ଗୁଡହାଣ୍ଡି ଉତ୍ସଵ।

11-Jan-2025



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା  ର ଐତିହ୍ୟ ପରମ୍ପରା,ସଂସ୍କୃତି ର ବାର୍ତ୍ତାବହ କଳାହାଣ୍ଡି ଉତ୍ସଵ ଘୁମୁରା କୋକସରା ବ୍ଲକ ସ୍ତରୀୟ ଗୁଡହାଣ୍ଡି ମହୋତ୍ସବ ଉଦଘାଟିତ ହୋଇଯାଇଛି। ଗୁଡହାଣ୍ଡି ମହୋତ୍ସବ ଆରମ୍ଭ ପୂର୍ବରୁ ଆମପାଣି ବୁଢ଼ାରଜା ଦେବ ଙ୍କ ମଶାଲ, କୋକସରା ମା ଠାକୁରାଣୀ ମା ଶିତଲା ମାତା ଙ୍କ ପାଲିଙ୍କି ଆସି ପହଞ୍ଚିବା ପରେ ମଶାଲ ଶୋଭାଯାତ୍ରାରେ ଧର୍ମଗଡ ବିଧାୟକ ସୁଧୀର ପାଟ୍ଟଯୋଶୀ, ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ବିଡ଼ିଓ ଡ଼ ହିମାଞ୍ଚଳ ମାଝୀ, ତହସିଲଦାର ନବୀନ କିଶୋର ପାଢ଼ୀ, ରାଜ୍ୟ ଓମଫେଡ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ ସାମିଲ ହୋଇ ଏକ ଭବ୍ୟ ଶୋଭାଯାତ୍ରାରେ ବିଭିନ୍ନ ସାଂସ୍କୃତିକ ଦଳ ର କଳାକାର ଙ୍କ ସହ।କୋକସରା ସହର ପରିକ୍ରମା କରି ମା ଠାକୁରାଣୀ ମନ୍ଦିର ରେ ମଶାଲ ପହଞ୍ଚିବା ପରେ ଗ୍ରାମ୍ୟ ପୁଝାରି ନନ୍ଦ କିଶୋର ଧରୁଆ, ଦିଲୁ ଧରୁଆ ପୂଜାର୍ଚ୍ଚନା କରିଥିଲେ ।

ଏହି ଶୋଭାଯାତ୍ରାରେ ବ୍ଲକ ର ବିଭିନ୍ନ ୨୨ ପଞ୍ଚାୟତ ର ବିଭିନ୍ନ ସାଂସ୍କୃତିକ ଦଳ, ବ୍ଲକ ପ୍ରଶାସନିକ ଅଧିକାରୀ ,ବ୍ଲକ ର ୨୨ ପଞ୍ଚାୟତ ର ସରପଞ୍ଚ, ସମିତି ସଭ୍ୟ,ଜିଲ୍ଲା ପରିଷଦ ସଭ୍ୟ ଉପସ୍ଥିତ ରହି ବ୍ଲକ ଛକ ରେ ବୁଢ଼ାରଜା ଦେବ ଙ୍କ ମଶାଲ କୁ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ। ଦେବାଦେବୀ ଙ୍କ ମଶାଲ ଶୋଭାଯାତ୍ରା ଏକ ଭବ୍ୟ ପଟୁଆର ଗୁଡହାଣ୍ଡି ଉତ୍ସଵ ମଞ୍ଚ ରେ ପହଞ୍ଚିବା ପରେ ପୁଜକ ନନ୍ଦ କିଶୋର ଧରୁଆ ଓ ଦିଲୁ ସିଂ ଧରୁଆ ପୂଜାର୍ଚ୍ଚନା କରି ମଞ୍ଚ ପୂଜନ କରିଥିଲେ।ଉଦଘାଟନୀ ମହୋତ୍ସବ ରେ କୋକସରା ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ପାଟ୍ଟଯୋଶୀ,ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ତଥା ରାଜ୍ୟ ଓମଫେଡ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ, ତହସିଲଦାର ନବୀନ କିଶୋର ପାଢ଼ୀ,ସମିତି ସଭ୍ୟ ସଭାପତି ଘନଶ୍ୟାମ ଜିଲ୍ଲା ପରିଷଦ ସଭ୍ୟା ବୈଜୟନ୍ତି ପୁଝାରି, ଜିଲ୍ଲା ପରିଷଦ ସଭ୍ୟ ତ୍ରିନାଥ ବାଗ  ଗୁଡହାଣ୍ଡି ମଞ୍ଚ ଉଦଘାଟନ କରିଥିଲେ। ଜିଲ୍ଲାର କଳା ସଂସ୍କୃତି ପରମ୍ପରାର ବାର୍ତ୍ତାକୁ ନେଇ ପ୍ରଚାର ପ୍ରସାର ଓ ଲୁକ୍କାୟିତ କଳାକାର ଙ୍କୁ ଏହି ମଞ୍ଚ ମାଧ୍ୟମରେ ନୂତନ ସୁଯୋଗ ଓ ଲୋକଲୋଚନ କୁ ଆଣିବାର ପ୍ରୟାସ ନେଇ ଆରମ୍ଭ ହୋଇଥିବା କଳାହାଣ୍ଡି ଉତ୍ସଵ ୨୭ ତମ ବର୍ଷ ରେ ପହଞ୍ଚି ଥିବା ବେଳେ ଏହି ମଞ୍ଚ ଅନେକ ପ୍ରତିଭା କଲା ପ୍ରଦର୍ଶନ କରି ଦେଶବିଦେଶ ରେ ରାଜ୍ୟ ଓ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି ବୋଳି ଉପସ୍ଥିତ ଅତିଥୀ ମାନେ କହିଛନ୍ତି। ପରେ ଅପରାହ୍ନ ରେ ଜିଲ୍ଲାର ବରିଷ୍ଠ ଓ ଉଦୟମାନ କବି ମାନଙ୍କୁ ନେଇ  ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ଏହି କବି ପାଠୋତ୍ସବରେ ମୋହନ ଚରଣ ବିଶି ଓ ପଙ୍କଜ ମୁଖ ଚୌଧୁରୀ ଙ୍କ ସଂଯୋଜନା ରେ କବିୟତ୍ରୀ ଯାଜ୍ଞାସେନି ପ୍ରଧାନୀ,ଋତୁରାଜ ମାଝୀ, ଓଡ଼ିଆ ଅଧ୍ୟାପକ ଅଶ୍ୱିନୀ କୁମାର ପଟ୍ଟନାୟକ, ଲୋକନାଥ ପଟ୍ଟନାୟକ, ଚିନ୍ତାମଣି ପଟେଲ, ବନମାଳୀ ପଣ୍ଡା,ରୂପେନ୍ଦ୍ର ସୁନାନୀ, ଲୋକକବି ଦୁଷ୍ମନ୍ତ ଗହୀର ଓ ଅନ୍ୟ କବିକବିୟତ୍ରୀ ମାନେ ଯୋଗଦେଇ କଳାହାଣ୍ଡି ର ଲୋକ ସଂସ୍କୃତି,ପରମ୍ପରା ଚଳଣି ଉପରେ କବିତା ପଠନ କରିଥିଲେ। ବ୍ଲକ ସ୍ତରୀୟ ଉତ୍ସବ ରେ ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ର ଷ୍ଟଲ ରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।ସନ୍ଧ୍ୟାରେ ରାଜ୍ୟ ତଥା ଜିଲ୍ଲା ରୁ ଆସିଥିବା କଳାକାରମାନେ ମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ କୁ ବିମୋହିତ କରିଥିଲା। ଉତ୍ସବ କୁ ବ୍ଲକ ପ୍ରଶାସନ ଓ ଉତ୍ସବ କମିଟି ର କର୍ମକର୍ତ୍ତା ମାନେ ପରିଚଳନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like