-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ପିତୃ ବିୟୋଗ

11-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଭଟଲି ବ୍ଲକରେ କାର୍ଯ୍ୟରତ ବିଶ୍ୱବାଣୀ ଦୈନିକ ତ୍ରୈଭାଷିକ ସମ୍ବାଦପତ୍ରର ସାମ୍ବାଦିକ ଶ୍ରୀଯୁକ୍ତ ରାଜେଶ କୁମାର ମିଶ୍ରଙ୍କ ପିତା ସତ୍ୟନାରାୟଣ ମିଶ୍ର ୬୯ ବର୍ଷ ବୟସରେ ପରଲୋକ ହୋଇଯାଇଛି।ସେ ଜଣେ ଅବସରପ୍ରାପ୍ତ ଏସଡିସିସି ବ୍ୟାଙ୍କ ଶାଖା ପରିଚାଳକ।ସେ ଜଣେ ମିଷ୍ଟଭାଷୀ,କର୍ମଠ,ବିଦ୍ୟାନ,ମେଳାପି ବ୍ୟକ୍ତି ଭାବେ ଅଞ୍ଚଳରେ ବେଶ ଜଣାଶୁଣା ବ୍ୟକ୍ତିବିଶେଷ ଥିଲେ। ତାଙ୍କ ଦେହାନ୍ତରେ ସମଗ୍ର ଭଟଲି ବ୍ଲକରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ସ୍ତ୍ରୀ, ତିନି ପୁଅ ବୋହୁ,ଝିଅ ଜ୍ୱାଇଁ,ନାତି ନାତୁଣୀ ଙ୍କୁ ସବୁଦିନ ପାଇଁ ଛାଡ଼ି ପରଲୋକ ଗମନ କଲେ। ଶ୍ମଶାନ ଘାଟରେ ଜ୍ୟେଷ୍ଠ ପୁତ୍ର ରାଜେଶ ମୁଖାଗ୍ନି ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026

You Might Also Like