-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଶାଖା ଡାକଘର କମ୍ପ୍ୟୁଟର ଦୀର୍ଘଦିନ ଧରି ଅଚଳ

11-Jan-2025



କଟକ : ୪୨ ମୌଜା ବେଣ୍ଟକାର ଉପ ଡାକଘରେ ଖୋଲାଯାଇଥିବା ଝାରକଟା ଶାଖା ଡାକଘର କମ୍ପ୍ୟୁଟର ମେସିନ୍ ଗତ ମାସ ୧୯ ତାରିଖରୁ ଅଚଳ ହୋଇ ପଡ଼ିରହିଛି। ପ୍ରତିଦିନ ବହୁ କଷ୍ଟମର ସେମାନଙ୍କ ସଞ୍ଚୟ ଜମା ବହିରେ ଟଙ୍କା ଜମା କରିବା, ଟଙ୍କା ଉଠାଣ, ଆର.ଡି, ଆର.ପି.ଏଲ୍.ଆଇ ଓ ଫିକ୍ସଡ ଡିପୋଜିଟ ଇତ୍ୟାଦି କାର୍ଯ୍ୟ ନହେବାରୁ ଫେରୁଛନ୍ତି। ଫଳରେ ଝାରକଟା ଶାଖା ଡାକଘର ଡାକସେବା ଗୁରୁତର ବ୍ୟାହତ ହେବା ସହ ହିତାଧିକାରୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସଂପୃକ୍ତ ଶାଖା ପରିଚାଳକ ବିଭାଗୀୟ ଅଧିକାରୀଙ୍କୁ ଏବିଷୟ ମେଲ୍ ଯୋଗେ ଜଣାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଉକ୍ତ କମ୍ପ୍ୟୁଟର ମେସିନ୍ ମରାମତି ହୋଇନାହିଁ। ବେଣ୍ଟକାର ଉପ ଡାକଘରେ କାର୍ଯ୍ୟଭାର ଅଧିକ ଥିବାରୁ ଉପ ଡାକଘର କର୍ମଚାରୀମାନେ ଝାରକଟା ଶାଖା ଡାକଘର କଷ୍ଟକର ମାନଙ୍କ କାର୍ଯ୍ୟ କରିବାକୁ ଅମଙ୍ଗ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଉପରୋକ୍ତ ବିଷୟକୁ ଗୁରୁତର ସହ ବିଚାରକୁ ନେଇ ଝାରକଟା ଶାଖା ଡାକଘର କମ୍ପ୍ୟୁଟର ମେସିନ୍ କୁ ଯଥାଶୀଘ୍ର କାର୍ଯ୍ୟକ୍ଷମ କରାଇବାର ବ୍ୟବସ୍ଥା କରିବାକୁ ୪୨ମୌଜା ବିକାଶ ପରିଷଦ ଉପଦେଷ୍ଟା ତଥା ୪୨ମୌଜା ଯାଦବ ମହାସଭା ସଭାପତି ବରିଷ୍ଠ ନାଗରିକ ବୁଲେଇ ବେହେରା ବିଭାଗୀୟ ଅଧିକାରୀଙ୍କୁ ମେଲ୍ ଯୋଗେ ଜଣାଇବା ସହ ପ୍ରେସ ବିଜ୍ଞପ୍ତିରେ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like