-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ବନ୍ଧୁମିଳନ ଓ ସାଧାରଣ ବୈଠକ ଅନୁଷ୍ଠିତ

11-Jan-2025



ନୂଆପଡ଼ା ଜିଲ୍ଲା ଲୋୟରଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଡାକ ବଙ୍ଗଳା ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘ (ଏନ.ଝେଡ.ଏସ.ଏସ.) ର ସାଧାରଣ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।  ଏହି ଅବସରରେ ଆୟୋଜିତ ବୈଠକ ରେ ଖଡ଼ିଆଳ ବ୍ଲକ ଉପାଧ୍ୟକ୍ଷ ଗୌତମ ତାଣ୍ଡି ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସ୍ଥାନୀୟ ସରପଞ୍ଚ ଆଳାଦ୍ଧିନୀ ବେହେରା ଓ ସମାଜସେବୀ କ୍ଷିରୋଦଚନ୍ଦ୍ର ବେହେରା ସମ୍ମାନିତ ଅତିଥି ଭାବରେ ଯୋଗଦେଇ ସମାଜ ପାଇଁ ସାମ୍ବାଦିକ ଙ୍କ ଉସର୍ଗିତା ସମସ୍ତଙ୍କ ଠାରୁ ଉର୍ଦ୍ଧ ରେ ବୋଲି କହିଥିଲେ । ଏହି ବୈଠକ ରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘ ର ସଭାପତି ସୁରେଶ ଆଚାରୀ ସଭାପତିତ୍ବ କରିଥିବା ବେଳେ ସମ୍ପାଦକ ଦେବାନନ୍ଦ ତାଣ୍ଡି ବାର୍ଷିକ କାର୍ଯ୍ୟକ୍ରମ ସହ ସଂଘ ର ଆଗାମୀ ଖସଡ଼ା ଉପରେ ଆଲୋକପାତ କରିଥିଲେ । ଆଗାମୀ ଦିନରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘ ଆହୁରି ମଜବୁତ ହୋଇ ଲୋକଙ୍କ ସେବାରେ ନିୟୋଜିତ ହୋଇ ପାରିବ ସେ ଉପରେ ସମସ୍ତେ ସଂକଳ୍ପ ନେଇଥିଲେ । ଏହି ଅବସର ରେ ଗତ କିଛି ଦିନ ତଳେ ଛତିଶଗଡ ରେ ଜଣେ ସାମ୍ବାଦିକଙ୍କୁ ହତ୍ୟା ଓ ଟିଟିଲାଗଡରେ ସାମ୍ବାଦିକ ମାନଙ୍କୁ ଆକ୍ରମଣ ଘଟଣାରେ ଦୋଷୀ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି ସହ ନିନ୍ଦା ପ୍ରକାଶ କରିଥିଲେ। ଏହି ଅବସରରେ ସଂଘର ବରିଷ୍ଠ ସଦସ୍ୟ ବିଶ୍ୱଜିତ ପାଢ଼ୀ, ପବିତ୍ର ପ୍ରଧାନ ଓ ଲୋକନାଥ ମହାପାତ୍ର ଜିଲ୍ଲା ସଦର ମହକୁମା ରେ ସଂଘ ତରଫରୁ ଏକ କବିତା ଆସର ଆୟୋଜନ କରିବାର ପ୍ରସ୍ତାବ ରଖି ସର୍ବସମ୍ମତି କ୍ରମେ ଗୃହୀତ କରାଇଥିଲେ । ଏହି କାର୍ଯ୍ୟକ୍ରମ ଆସନ୍ତା ଜାନୁୟାରୀ ୨୬ ରେ ଆୟୋଜନ ହେବାର ସ୍ଥିରୀକୃତ ହୋଇଛି । ଶେଷରେ ସଂଘ ର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଦୀପକ ମିଶ୍ର ଧନ୍ୟବାଦ ଅର୍ପଣ କରି ସଭାସାଙ୍ଗ କରିଥିଲେ । ଆଜିର ବନ୍ଧୁମିଳନ ଓ ସାଧାରଣ ବୈଠକ କାର୍ଯ୍ୟକ୍ରମରେ ଜିଲ୍ଲାର ପାଞ୍ଚ ଗୋଟି ବ୍ଲକରୁ ମନୋଜ ସଗରିଆ, ଶିଶିର ଭୂୟାଁ, ଅମିତ ପୁରୋହିତ, ସତିଶ ଯୋଶୀ, ଶାମ୍ବ ସରାଫ, ମୀନକେତନ ନାଏକ, ରିତେଶ ରାଥୋଡ, ଅଭିଷେକ ଆଚାରି ଚନ୍ଦ୍ର ବେହେରା, ମୋହନ ଲାଲ ଦୀପ , ବିଶୁଧର ବାନଛୋର୍, ବିଶୁ ସାମଲ, ପପ୍ପୁ ଦଣ୍ଡସେନା ପ୍ରମୁଖ ଉପସ୍ଥିତ ରହିଥିଲେ ।

(ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେର ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like