-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସଂସ୍କୃତିର ବାର୍ତ୍ତାବହ ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ଉଦଯାପିତ : ଲୋକକଳା ଓ ଲୋକସଂସ୍କୃତି ଆମର ଗର୍ବ ଓ ଗୌରବ :

11-Jan-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ )
୫ ଦିନ ଧରି ସୁବର୍ଣ୍ଣପୁର  ରାମେଶ୍ବର  ଷ୍ଟାଡିୟମରେ ଚାଲିଥିବା ସଂସ୍କୃତିର ବାର୍ତ୍ତାବହ ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ଓ ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ତଥା ସୁବର୍ଣ୍ଣ ଫୁଡ ଫେଷ୍ଟ ୧୦ ତାରିଖ ଉଦ୍‌ଯାପିତ ହୋଇଯାଇଛି।  ଉଦ୍‌ଯାପନୀ ସନ୍ଧ୍ୟାରେ ଜିଲ୍ଲାପାଳ ତଥା ଜିଲା ସଂସ୍କୃତି ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା। ଅତିଥି ଭାବେ ଏସ୍‌ପି ରାମ ପ୍ରସାଦ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର, ବୀରମହାରାଜପୁର ଉପଜିଲାପାଳ ଲଲାଟେନ୍ଦୁ ସି, ସୋନପୁର ଉପଜିଲାପାଳ ଡ. ସୌମ୍ୟରୂପା ରଥ ପ୍ରମୁଖ ଯୋଗ ଦେଇଥିଲେ।  ଲୋକକଳା ଓ ଲୋକସଂସ୍କୃତି ଆମର ଗର୍ବ ଓ ଗୌରବର ପ୍ରତୀକ। ସୁବର୍ଣ୍ଣପୁରର ମାଟି ସଂସ୍କୃତିର ମାଟି କହିବା ସହିତ ଜିଲ୍ଲାର ପୁରାତନ ସଂସ୍କୃତିର ସଂରକ୍ଷଣ ଉପରେ ଗୁରୁତ୍ୱାରୋପ କରିଥିଲେ ଜିଲ୍ଲାପାଳ ତଥା ଅଧ୍ୟକ୍ଷା ଜିଲ୍ଲା ସଂସ୍କୃତି ପରିଷଦ ସୁବର୍ଣ୍ଣପୁର ଶ୍ରୀମତୀ ଦାସ । ସ୍ୱର୍ଗତ ଫକୀର ପଟ୍ଟନାୟକ ଏ ମାଟିର ଗର୍ବ ବୋଲି ଅନ୍ୟ ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ। ସଭା ମଞ୍ଚକୁ ପୂର୍ଣ୍ଣଚନ୍ଦ୍ର ପାଢୀ ପରିଚାଳନା କରିଥିଲେ ।
ଜିଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। ସାଂସ୍କୃତିକ ସନ୍ଧ୍ୟାରେ ଓଡିଶୀ, ସମ୍ବଲପୁରୀ, ଜାମୁଡାଲି, ଫେଶନ ସୋ, କରମସାନୀ ନୃତ୍ୟ ଏବଂ ମଣିପୁର ଓ ହରିୟାନାର ଲୋକ ନୃତ୍ୟ ତଥା ପୁରୀ ମାଲଖମ୍ବ ର କଳାକାରଙ୍କ କଳା ପ୍ରଦର୍ଶନରେ ଦର୍ଶକ ଝୁମିଥିଲେ । ଜିଲ୍ଲା ମହୋତ୍ସବ  ମାଧ୍ୟମରେ ଲୁପ୍ତପ୍ରାୟ ସଂସ୍କୃତି, ପାରମ୍ପରିକ ଲୋକସଙ୍ଗୀତ ଓ ଲୋକନୃତ୍ୟର ପ୍ରଚାରପ୍ରସାର ପାଇଁ ଉଦ୍ୟମ ହୋଇଥାଏ  ଏବଂ ଜନସାଧାରଣ ଏହି ମହୋତ୍ସବ ମାଧ୍ୟମରେ ସେହି ଲୁପ୍ତ ପ୍ରାୟ କଳା, ସଂସ୍କୃତି ତଥା ନୃତ୍ୟ ସଂଗୀତକୁ ଉପଭୋଗ କରିବା ସହ ଗୌରବ ଓ ଗରିମାକୁ ଆଗାମୀ ପୀଢ଼ିକୁ ଅନୁସରଣ ପାଇଁ ଉତ୍ସାହିତ କରିଥାଏ। ପାଞ୍ଚ ଦିନ ଧରି ଚାଲିଥିବା ଏହି ମେଳରେ ଜିଲ୍ଲାର କୋଣ ଅନୁକୋଣରୁ ସବୁ ବର୍ଗର ଜନସାଧାରଣ ସମ୍ମିଳିତ ହୋଇ ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିବା ସହ ଜିଲ୍ଲା ତଥା ବିଭିନ୍ନ ଜିଲ୍ଲାରୁ ଆସିଥିବା ପାରମ୍ପରିକ ଖାଦ୍ୟ ସହ ରାଜ୍ୟ ବାହାରର ସୁସ୍ବାଦୁ ଖାଦ୍ୟର ସ୍ୱତନ୍ତ୍ର ଭାବେ ଖୋଲା ଯାଇଥିବା ସୁବର୍ଣ୍ଣ ଫୁଡ ଫେଷ୍ଟ ଷ୍ଟଲରେ ଖାଦ୍ୟର ମଜା ନେଇଥିଲେ।    ବିଭିନ୍ନ ବର୍ଗରେ ଶ୍ରେଷ୍ଠ ବିବେଚିତ  ଷ୍ଟଲ ଗୁଡିକୁ ଓରମାସ ତରଫରୁ ପୁରସ୍କୃତ କରାଯାଇଥିଲା। ପାଞ୍ଚ ଦିନଧରି ଚାଲିଥିବା ଏହି ମେଳା ଅବସରରେ ଏକ କୋଟି ଟଙ୍କାରୁ ଉର୍ଦ୍ଧ ବ୍ୟବସାୟ କାରବାର ହୋଇଥିବା ଓରମାସ ତରଫରୁ ସୂଚୀତ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like