-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

୩୭ତମ ଜିଲ୍ଲା ଜୁନିୟର ରେଡକ୍ରସ ତାଲିମ ଶିବିର ଉଦଯାପିତ

11-Jan-2025



ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ମହୀମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ୩୭ତମ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା ଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସଭାରେ ମୁଖ୍ଯଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ,ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ପବିତ୍ର ମୋହନ ବେହେରା,ଜିଲ୍ଲା ମୁଖ୍ଯ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ

ଡ.ରମେଶ ଚନ୍ଦ୍ର ସାହୁ,ସ୍ଥାନୀୟ ସରପଞ୍ଚ ରଂଜିତା ଭୋଇ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେର,ପୁଇଁତଳା ବ୍ଲକ ବିଇଓ ଲୋକନାଥ ସୁନା,ପ୍ରଧାନ ଶିକ୍ଷକ ସୁନୀଲ ଭୋଇ ମଂଚାସୀନ ଥିଲେ । କ୍ଯାମ୍ପୋରୀ ବିବରଣୀ ପାଠ କରିଥିଲେ ଡିପିଇଓ ପ୍ରଦୀପ ପାତ୍ର। ଅତିଥି ପରିଚୟ ଦୀଲିପ ଯୋଶୀ ଓ କାର୍ଯ୍ଯକ୍ରମ ର ସଂଯୋଜନା ଜୁନିୟର ରେଡକ୍ରସ ଅଫିସର ବିକାଶ ସାହୁ କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ପ୍ରଧାନ ଶିକ୍ଷକ ନୀଳମଣି ପଟେଲ। ଶିବିର ଉପଲକ୍ଷେ ଆୟୋଜିତ ଓଡ଼ିଆ ବକ୍ତୃତା,ଚିତ୍ରାଙ୍କନ, ଓଡିଆ ପ୍ରବନ୍ଧ, କୁଇଜ,ଦଳଗତ ନୃତ୍ଯ, ଦଳଗତ ସଂଗୀତ,ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ତ୍ରିଦିବସୀୟ ଏହି ତାଲିମ ଶିବିରରେ ପ୍ରାଥମିକ ଚିକିତ୍ସା,ରକ୍ତଦାନ ର ଆବଶ୍ୟକତା, ନିଆଁ ନିୟନ୍ତ୍ରଣ, ନିଆଁ ଘେରରେ ରହି ଯାଇଥିବା ବ୍ଯକ୍ତିଙ୍କୁ ସୁରକ୍ଷିତ ଉଦ୍ଧାର, ଏଡ୍ସ ର ଭୟାବହତା,ଯୋଗ,ସ୍ଵଛ ଭାରତ ଯୋଜନା,ଟ୍ରାଫିକ ସିଗନାଲ, ସଡକ ସୁରକ୍ଷା,ଟ୍ରାଫିକ ନିୟମାବଳୀ, ସଡକ ସୁରକ୍ଷା,ଶ୍ରମଦାନ,ଶାନ୍ତି ଶୋଭାଯାତ୍ରା ତଥା ପିଲାଙ୍କ ବୌଦ୍ଧିକ ବିକାଶ ଓ ମନୋରଞ୍ଜନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ତାଲିମ କେନ୍ଦ୍ର ଠାରେ ଜୁନିୟର ରେଡକ୍ରସ ସୋସାଇଟି ତରଫରୁ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା । ଜିଲ୍ଲା

ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା ଏହି କାର୍ଯ୍ଯକ୍ରମକୁ ଉଦଘାଟନ କରିଥିଲେ । ପୂର୍ବତନ ଜୁନିୟର ରେଡକ୍ରସ ଅଫିସର ଧର୍ମ ସିଂ ମିଶ୍ର ଓ ପୂର୍ବତନ ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ ଏହି କାର୍ଯ୍ଯକ୍ରମରେ ଯୋଗ ଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରଧାନ ଶିକ୍ଷକ ଦିଲିପ ଯୋଶୀ,ସୁଧାଂଶୁ ମିଶ୍ର,ସୁନୀଲ ବେହେରା,ଚିତ୍ତରଞ୍ଜନ ପଣ୍ଡାଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ରୁ ଆସିଥିବା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ସମେତ ମୋଟ ୩୧ଜଣ ରକ୍ତ ଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like