-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||     

HOME   ଜିଲ୍ଲା

ବିପର୍ଯ୍ଯସ୍ତ ପ୍ରଧାନମନ୍ତ୍ରୀ ରାସ୍ତା, ହନ୍ତସନ୍ତ ଜନସାଧାରଣ; ବହୁ ବାର ଅଭିଯୋଗ

11-Jan-2025



ବୀରମହାରାଜପୁର(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଗୌଡ଼ଗାଡ଼ରୁ ଠେଙ୍ଗୋ ଡ୍ୟାମ ଦେଇ ଯାଇଥିବା ପ୍ରଧାନମନ୍ତ୍ରୀ ରାସ୍ତା ବିପର୍ଯ୍ୟୟ ଅବସ୍ଥାରେ ପଡ଼ିରହିଛି। ଫଲରେ ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଜଣାଯାଇଛି।
 ଉକ୍ତ ରାସ୍ତା ଦେଇ ପ୍ରତିଦିନ ବହୁ ଲୋକ ଠେଙ୍ଗୋ ଡ୍ୟାମକୁ ଓ ପାତାଳି କ୍ଷେତ୍ର କୋଟସମଲେଇକୁ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଆସି ଉକ୍ତ ରାସ୍ତାରେ ବହୁତ ହଇରାଣ ହେଉଥିବା ଅଭିଯୋଗ ହେଉଛି l ଦୁର୍ଜନତୈଲା ପଞ୍ଚାୟତ ସମ୍ମୁଖରୁ ଡ୍ୟାମ ହିଡ଼ ତଳେ ନୂତନ ଭାବେ ତିଆରି ହୋଇଥିବା ବ୍ରିଜ ର ଉଭୟ ପାଶ୍ୱ ରାସ୍ତା ବହୁତ ଖରାପ ହୋଇ ପଡିଛି l ରାସ୍ତାରୁ ପିଚୁ ଉଠିଯାଇ ଏବେ ମେଟାଲ ଗୁଡିକ ରାସ୍ତାରେ ଗଡୁଛି l ଯାହାକି ଲୋକଙ୍କ ପାଇଁ ଏହା ମରଣଯନ୍ତା ପାଲଟିଛି l ଡ୍ୟାମ ହିଡ଼ ଦେଇ ଗାଡ଼ିମଟର ଯିବାଆସିବା ବନ୍ଦ କରି ହିଡ଼ ରାସ୍ତାର ତଳେ ଯାନବାହାନ ଚଲାଚଳ ପାଇଁ ନୂତନ ରାସ୍ତା ସହ ଏକ ବଡ଼ ଧାରଣର ବ୍ରିଜ ହୋଇଛି l ହେଲେ ରାସ୍ତା ଖରାପ ହେଲେ ମଧ୍ୟ ମରାମତି କରା ହେଉନଥିବାରୁ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ମାନ ମଧ୍ୟ ଘଟିଥିବା ଦେଖିବାକୁ ମିଳୁଛି l ନୂତନ ବର୍ଷ ପାଇଁ ହରିହର ଯୋର ଠେଙ୍ଗୋ ଡ୍ୟାମକୁ ବଣଭୋଜି କରିବା ସହ ନୌକା ବିହାର ପାଇଁ ଲୋକେ ବହୁ ଦୂରଦୂରାନ୍ତରୁ ଆସୁଛନ୍ତି l ଦେଲେ ଉକ୍ତ ରାସ୍ତା ପାଇଁ ଲୋକେ ବହୁତ ଅସୁବିଧା ସହ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି l ଏନେଇ ବିଭାଗୀୟ ଯନ୍ତ୍ରୀ ସୁନୀଲ ଦେହୁରୀଙ୍କୁ ପଚାରିବାରୁ ମୁଁ ଜାଣି ନାହିଁ ରାସ୍ତା ଦେଖି ପଦକ୍ଷେପ ନେବି ବୋଲି କହିଛନ୍ତି l ତେଣୁ ଜିଲ୍ଲା ପ୍ରଶାସନ ଉକ୍ତ ରାସ୍ତାକୁ ଦୃଷ୍ଟି ଦେଇ ଶୀଘ୍ର ମରାମତି କରିବା ପାଇଁ ସାଧାରଣରେ ଦାବୀ ହେଉଛି l 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026

You Might Also Like