-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସୁକତେଲ ମହୋତ୍ସବ ଦ୍ୱୀତିୟ ସଂଧ୍ୟା

11-Jan-2025



ବଲାଂଗିର ; ୧୧/୦୧/୨୦୨୫ ସୁକତେଲ ମହୋତ୍ସବ ଦ୍ୱୀତିୟ ଦିବସ ସଂଧ୍ୟା ରେ କଳାକାର ସମାବେଶ ହୋଇଥିଲା ବଲାଂଗିର ଜିଲ୍ଲା ର ବହୁ କଳାକାର ଯୋଗ ଦେଇ କଳା ପରିବେଶଣ ସହ କଳାକାର ଙ୍କ ବିଭିନ୍ନ ଅସୁବିଧା ଉପରେ ଆଲୋଚନା କରିଥିଲେ । ସରକାର ଙ୍କ ଯୋଜନା ସବୁ କଳାକାର ଯେମିତି ପାଇ ଲାଭାନ୍ୱିତ ହୋଇ ପାରିବେ ଏବଂ କଳା ସଂସ୍କୃତି ର ଉତ୍ଥାନ ହେବା ସଂଗେ ସଂଗେ କଳାକାର ଙ୍କ ଆଗ୍ରହ ବୃଦ୍ଧି କରିବା ପାଇଁ ପ୍ରୟାସ କରିବା କୁ ଯୋଗ ଦେଇଥିବା ଅତିଥି ମତବ୍ୟକ୍ତ କରିଥିଲେ । ନେସନାଲ ସର୍ଭିସ ଫାଉଣ୍ଢେଶନ ଓ ଓଡିଆ ଭାଷା ସହିତ୍ୟ ବିଭାଗ ଓଡିଶା ସରକାର ଙ୍କ ଆନୁକୁଲ୍ୟ ରେ ଆୟୋଜିତ ମହୋତ୍ସବ ଦ୍ୱିତୀୟ ସଂଧ୍ୟା ରେ ମୁଖ୍ୟ ଅତିଥି ଜଗତ ପାଲ ସେଠ ଫାଓ ଲୋୟର ସୁକତେଲ ଜଳ ସେଚନ ପ୍ରକଳ୍ପ, ସମ୍ମାନୀତ ଅତିଥି କେଶଚନ୍ଦ୍ର ମିଶ୍ର ସମାଜ ସେବୀ ଓ ପରିବେଶବିତ, ରସରାଜ ଅଚ୍ୟୁତ ପୁରୋହିତ ବ୍ୟଙ୍ଗ କବି, ଏକଡା ଏକଡା ରା ର କଣ୍ଠ ଶିଳ୍ପୀ ବ୍ୟାସଦେବ ପୁରୋହିତ ପ୍ରମୁଖ ମଂଚାସିନ ଥିଲେ ସଚ୍ଚିଦାନନ୍ଦ ସାହୁ ମଂଚ ପରିଚାଳନନା କରିଥିଲେ, ସଭା ଶେଷରେ ବରିଷ୍ଠ ସଭ୍ୟ ବିକାଶ ଚନ୍ଦ୍ର ରଥ ଧନ୍ୟବାଦ ଅର୍ପଣ କରିଥିଲେ । ସୁକତେଲ ସମ୍ମାନ ଅଚ୍ୟୁତ ପୁରୋହିତ ଏବଂ କେଶବ ଚନ୍ଦ୍ର ମିଶ୍ର ଙ୍କୁ ପ୍ରଦାନ କରାଯାଇଥିଲା । ଅତିଥି ବୃନ୍ଦ କମ୍ବଳ ବଣ୍ଟନ କରିଥିଲେ ଅସହାୟ ବ୍ୟକ୍ତି ମାନଙ୍କୁ । ତା ପରେ ବରଗଡ ର କଳାଜିବୀ ଅନୁଷ୍ଠାନ ଡାଲଖାଇ, ନୂଆଖାଇ ଓ ଏକଡା ଏକଡା ରା ଲୋକନୃତ୍ୟ ଓ ଲୋକ ଗୀତ ପରିବେଶଣ କରିଥିଲେ । ବିଶିଷ୍ଟ ଦଣ୍ଡ କଳାକାର ସାନନ୍ଦ ସିକା, ରିନା କୁମ୍ଭାର, ସସ୍ନିତା ପଧାନ ମାନଙ୍କ ଦ୍ୱାରା ଦଣ୍ଡ ନୃତ୍ୟ ପରିବେଶଣ କାରାଯାଇଥିଲା ଓ ଅନ୍ୟାନ୍ୟ ଦଳ ଅଂଶ ଗ୍ରହଣ କରିଥିଲେ । ବେଶ ଆକର୍ଷଣୀୟ ହୋଈଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ । ସଭାପତି ବିଧୁଭୁଷଣ ସିଂଦେଓ ଉପଦେଷ୍ଟା ମଳୟ ଆନନ୍ଦ ତ୍ରିପାଠୀ, ଆବାହକ ଚିଙ୍କୁ ପ୍ରଧାନ, ହାଡିବନ୍ଧୁ ତ୍ରିପାଠୀ, ସଂଜୟ ତ୍ରିପାଠୀ, ସତ୍ୟନାରାୟଣ ଗହୀର, କଳା ସଂଗଠକ ଜୟକୃଷ୍ଣ ମିଶ୍ର ପ୍ରମୁଖ ସୁକତେଲ ଅବବାହିକା ବାନ୍ଧନଘୋର ରାମ ମନ୍ଦିର ସମ୍ମୁଖ ପଡିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like