-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନୂଆଁ ରେ ଜଳିଗଲେ ମାମୁଁ ଭଣଜା

11-Jan-2025



ବୌଦ୍ଧ(ଦେବବ୍ରତ ଦାଶଙ୍କ ରିପୋର୍ଟ): ଶୀତରେ ନିଆଁ ତାପିବା ହେଲା କାଳ। ପାଳଗଦାରେ ଲାଗିଲା ନିଆଁ । ନିଆଁରେ ଜୀବନ୍ତ ଦଗ୍ଧ ହୋଇଗଲେ ମାମୁଁ ଭଣଜା। ବାଉଁଶୁଣି ଥାନା ଅନ୍ତର୍ଗତ ବଲାକିରା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତ ମାମୁଁ ହେଲେ ବଲାକୀରା ଗ୍ରାମର ସୁବଳ ଭୋଇଙ୍କ ପୁଅ କ୍ରୀଷ୍ଣା ଭୋଇ , ଭଣଜା ହେଲେ ବସନ୍ତବାହଲ ଗ୍ରାମର ସଂଜିତ ଉର୍ମାଙ୍କ ପୁଅ କ୍ରିଷ୍ଣ। ଊର୍ମା । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଉଭୟ ମାମୁଁ ଭଣଜାଙ୍କ ନାମ କ୍ରିଷ୍ଣ। । ସୂଚନାମୁତାବକ ଆଜି ଭଣଜା ବସନ୍ତ ବାହଲ ଗ୍ରାମର ସଂଜିତ ଉର୍ମାଙ୍କ ପୁଅ କ୍ରିଷ୍ଣ। ଊର୍ମା ନିଜ ମାମୁ ଘର ବଲାକିରା ଗ୍ରାମର ସୁବଳ ଭୋଇଙ୍କ ପୁଅ କ୍ରୀଷ୍ଣା ଭୋଇଙ୍କ ଘରକୁ ବୁଲିବା ପାଇଁ ଆସିଥିଲେ । ମାମୁଁଙ୍କ ବୟସ ୮ବର୍ଷ ଓ ଭଣଜା ୫ବର୍ଷ ବୟସ । ସନ୍ଧ୍ୟା ସମୟରେ ମାମୁଁ ଭଣଜା ଉଭୟ ଶୀତ ହେବାରୁ ନିଆଁ ତାପି ହେବା ପାଇଁ ଏକ ବଡ଼ ପାଳଗଦାରେ ନିଆଁ ଲଗାଇ ଦେଇଥିଲେ। ନିଆଁ ଜୋର ଜଳିବାରୁ ଦୁଇ ଶିଶୁ ଡରି ଯାଇ ସେହି ପାଳଗଦା ପଛରେ ଲୁଚି ଯାଇଥିଲେ । ପରେ ନିଆଁ ପୁରା ପାଳଗଦାରେ ଲାଗିଯାଇଥିଲା। ଆଉ ସେ ନିଆଁର ଆଁରେ ମାମୁଁ ଭଣଜା ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ପରେ ପାଟି ଶୁଣି ପରିବାର ଲୋକ ଆସି ନିଆଁକୁ ଆୟତ୍ତ କରି ଦୁହେଁ ଙ୍କୁ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ ବାଉଁଶୁଣୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ କ୍ରୀଷ୍ଣା  ମାମୁଁ ଭଣଜାଙ୍କ ଏଭଳି ଅଭାନୀୟ ମୃତ୍ୟୁକୁ ନେଇ ସାରା ଅଂଚଳରେ ଏକ ଶୋକର ମହୋଲ ସୃଷ୍ଟି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like