-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ପୁଲ-ବି ଷଷ୍ଡ ଦିବସରେ ସମ୍ବଲପୁର ଏଫ୍ ସି ଫାଇନାଲ୍ କୁ ପ୍ରବେଶ

11-Jan-2025



ଆଗଲପୁର, (ବିନୋଦ ଦୀପ) ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ପ୍ରଥମ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ଷଷ୍ଠ ଦିବସରେ  ସମ୍ବଲପୁର ଏଫ୍ ସି ଦଳ  ବରଗଡ ୟୁନାଇଟେଡ୍  ଦଳକୁ   ୨- ୦   ଗୋଲ୍ ରେ ପରାସ୍ତ କରି  ପୁଲ-ବି ରୁ  ଫାଇନାଲ୍ କୁ ଉନ୍ନୀତ ହୋଇଛି l ଏହି ଅବସରରେ ବିଜେଡି  ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ନିହାର ରଞ୍ଜନ ବେହେରା  ମୂଖ୍ଯ ଅତିଥିଭାବେ ଯୋଗଦେଇ ଉତ୍ସାହିତ କରିଥିଲେ l.ଅନ୍ଯ ମାନଙ୍କ ମଧ୍ଯରେ ଲୋଇସିଂହା ବ୍ଲକ୍ ଅଧ୍ଯକ୍ଷ ଶ୍ରୀଯୁକ୍ତ ଯତୀନ୍ଦ୍ର ପଟେଲ, ଜିଲ୍ଳା ପରିଷଦ ଜୋନ୍ -୨ ସଦସ୍ୟା ଶ୍ରୀମତୀ ବିଣାପାଣୀ ଦାଶ, ଆଗଲପୁର ବ୍ଲକ୍ ବିଜେଡି ସଭାପତି ଶ୍ରୀଯୁକ୍ତ ପଞ୍ଚୁ ପଧାନ, ଆଇନଜୀବି ତଥା ବିଜେଡି ନେତା ବିଜୟ ବାବୁ, ଅବସର ପ୍ରାପ୍ତ ପୋଲିସ ଅଫିସର ଯୁଧିଷ୍ଠିର ପଧାନ, ବଡଟିକା ସି ଏ ଚୋ ସସ୍ମୀତା ସୁନା, ଭରସୁଜା ସି ଏଚ୍  ଓ  ଆମୋଶ  ବାରିକ, ଆଗଲପୁର ତହସିଲ ର ସେକ୍ସନ୍ ଅଫିସର ଶ୍ରୀଯୁକ୍ତ ଭରତ ଧରୁଆ  ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ l ସମ୍ବଲପୁର ଏଫ୍ ସି ଦଳର ଖେଳାଳୀ ପିଣ୍ଟୁ ଓରାମ ଶ୍ରେଷ୍ଠ ଖେଳାଳି ଭାବେ ମୁଖ୍ଯ ଅତିଥିଙ୍କ  ଠାରୁ ପୁରସ୍କୃତ ହୋଇଥିଲେ  । ଆଜିର ଖେଳରେ  ମ୍ୟାଚ୍ କମିଶନର ସୁଦୟ ବାରିକଙ୍କ ପ୍ରତ୍ଯକ୍ଷ ତତ୍ୱାବଧାନରେ ରାଜ୍ କୁମାର ମଣ୍ଡଲ୍, ସୁଧାଂଶୁ ଶେଖର ସେଠ୍, ସଞ୍ଜିବ ମହାରଣା, ଗୋପାଳ ଚନ୍ଦ୍ର ପଧାନ ଖେଳ ପରିଚାଳନା କରିଥିଲେ ।ଆନନ୍ଦ ପଧାନ  ମଞ୍ଚ ପରିଚାଳନା କରିଥିଲେ l କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ, ସଂଯୋଜକ ପ୍ରଶନ୍ନ କୁମାର ସାହୁ  ତଥା ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ ।ଆସନ୍ତା କାଲି ରବିବାର ଦିନ କୁଚିଣ୍ଡା ବି ଏଫ୍ ସି ଓ ସମ୍ବଲପୁର ଏଫ୍ ସି   ମଧ୍ଯରେ   ଫାଇନାଲ୍ ଖେଳ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ପକ୍ଷରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like