-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଅର୍ଡାବାହାଲ ଠାରେ ବାର୍ଷିକ ଉତ୍ସବ ପାଳିତ 

12-Jan-2025



କୁଚିଣ୍ଡା(ସିଲୁ ସୁନାନୀ)ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକର ଅର୍ଡାବାହାଲ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ (ଏସଏସଡି)ଶନିବାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଅନିଭା ନାୟକ ସଭାପତିତ୍ବ ରେ ହୋଇଥିବା କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଗ୍ରାମ୍ଯ ଉନ୍ନୟନ,ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗମନ୍ତ୍ରୀ ରବି ନାରାୟଣ ନାଏକ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଥିଲେ।ସେ କହିଥିଲେ ଯେ,ସରକାରଙ୍କ ଅନୁସୂଚୀତ ଜନଜାତି କଲ୍ୟାଣ ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କ ଅଧ୍ୟୟନ ପାଇଁ ବିଭିନ୍ନ ସୁବିଧା ସୁଯୋଗ ରହିଛି।ପିଲାମାନେ ଭଲ ପାଠପଢି ଦେଶର

ଟେକ ରଖିବାକୁ କହିଥିଲେ।ଏହାଛଡା ଓଡିଶାର ମୁଖ୍ୟମନ୍ତ୍ରୀ ଓ ଭାରତର ରାଷ୍ଟ୍ରପତି ଜଣେ ଜଣେ ଅନୁସୂଚିତ ଜନଜାତି ବର୍ଗର ଅଟନ୍ତି।ତେଣୁ ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ସାଙ୍ଗକୁ ବଣ ମଲ୍ଲୀ ନହୋଇ ବଗିଚାର ମଲ୍ଲୀ ହେବାକୁ ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।କଲ୍ୟାଣ ବିଭାଗରୁ ଅବସର ଗ୍ରହଣ କରିଥିବା ଡିଆଇ ନୀଳମଣି ସାହୁ ମୁଖ୍ୟବକ୍ତା,ଅର୍ଡାବାହାଲ ଯୁକ୍ତଦୁଇ ବିଜ୍ଞାନ କଲେଜ (ଏସଏସଡି)ଅଧ୍ୟକ୍ଷ ରଞ୍ଜନ କୁମାର ନାୟକ,ଭୋଜପୁର ଏସଏସଡି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଆଇରୀନା ମିଞ୍ଜ,କଲ୍ୟାଣ ଶିକ୍ଷକ ସଂଘର ସମ୍ବଲପୁର ଜିଲ୍ଲା ସଭାପତି ତଥା ବଡମୁଣ୍ଡାଲୋଇ ଏସଏସଡି ହାଇସ୍କୁଲ ଶିକ୍ଷକ ବୀରେନ୍ଦ୍ର ପଟେଲ,ବରିଷ୍ଠ ସାମ୍ବାଦିକ ବିରଞ୍ଚି ଦର୍କା,ଏମପି ପ୍ରତିନିଧି ରୁଦ୍ର ପ୍ରତାପ ଦେଓ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ  ଅର୍ଡାବାହାଲର ସରକାରୀ ଉଚ୍ଚ ବିଦ୍ୟାଳୟର ସୁନାମ ରହିଛି।ତେଣୁ ଏହି ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ସମସ୍ତ ଛାତ୍ରୀ ଏବେଠାରୁ ନିଜ ଭବିଷ୍ୟତ ଗଠନ ପାଇଁ ଯତ୍ନବାନ ହେବାକୁ ବକ୍ତବ୍ଯରେ କହିଥିଲେ।ଷଣ୍ଢପଥର ଏସଏସଡି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ଜଗତ ସଭାପରିଚାଳନା କରିଥିବା ବେଳେ ଅର୍ଡାବାହାଲ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିହର ନାଏକ ବାର୍ଷିକ ବିବରଣୀ ପଠନ କରିଥିଲେ।ଏହି ଅବସରରେ ଜାତୀୟ ସନ୍ତରଣ ପ୍ରତିଯୋଗିତାରେ

ଅଂଶଗ୍ରହଣ କରି କୃତୀତ୍ବ ହାସଲ କରିଥିବା ଛାତ୍ରୀ ପାୟଲ ଠାକୁର,ଉଚ୍ଚ ବିଦ୍ୟାଳୟର ଉତ୍ତମ ସ୍ୱେଚ୍ଛାସେବୀ ରେଣୁକା କିଷାନଙ୍କ ସମେତ ବାର୍ଷିକ କ୍ରୀଡା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।ଶେଷରେ ଶିକ୍ଷକ ବୀରେନ୍ଦ୍ର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରୀମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ରାଜେନ୍ଦ୍ର କୁମାର ସାହୁ,ଶିକ୍ଷୟିତ୍ରୀ ଝିଲି ପ୍ରଧାନ,ଶିବାନୀ ମରେଇ,ସୁଷମା ପାଣି,ଦୀପିକା ନାୟକ,କ୍ରୀଡା ଶିକ୍ଷକ ଚନ୍ଦନ ମାକର,ଅତିଥି ଶିକ୍ଷକ ଡିକାଶ ବିଜୟ ନାୟକ,ରଞ୍ଜନ ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like