-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

 କର୍ତ୍ତବ୍ଯବୋଧ, ଶୃଙ୍ଖଳିତ, ଦାୟିତ୍ବବୋଧ ଓ ସମୟାନୁବର୍ତ୍ତୀତା ହେବା ପାଇଁ ଶିକ୍ଷା ଦେଲେ ମୟୂରଭଂଜ ସାଂସଦ ନବଚରଣ ମାଝୀ         

12-Jan-2025



ରାଇରଙ୍ଗପୁର ସହରସ୍ତ ଅନ୍ଯତମ ଅଗ୍ରଣୀ ଏକମାତ୍ର ମହିଳା ମହାବିଦ୍ଯାଳୟ ର ୪୪ତମ ବାର୍ଷିକୋତ୍ସବ ସଭାପତି କଲେଜ ଅଧ୍ଯକ୍ଷ ରବିଶଙ୍କର ଶତପଥୀଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏଥିରେ ମୁଖ୍ଯ ଅତିଥି ଭାବେ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ, ଅନ୍ଯତମ ସମ୍ମାନିତ  ଅତିଥି ଭାବେ ରାଇରଙ୍ଗପୁର ବିଧାୟକ ଜଲେନ ନାୟକ, ସମ୍ମାନିତ ଅତିଥି ରୂପେ ପୂର୍ବତନ  କଲେଜ ପରିଚାଳନା କମିଟୀ ଅଧ୍ଯକ୍ଷା ମାଳତୀ ପରିଡା, ପୂର୍ବତନ କଲେଜ ଅଧ୍ଯକ୍ଷ ପ୍ରଦୀପ କୁମାର ମିଶ୍ର, ସାଂସ୍କୃତିକ ସଂଘ ଉପସଭାପତି ଶ୍ରୀମତୀ ରାଜଶ୍ରୀ ଦାଶ, ଅଧ୍ଯାପିକା ଯଶୋଧରା ମହାନ୍ତ ଓ ଅଧ୍ଯାପକ ବିଜୟ କୁମାର ରାମ ପ୍ରମୁଖ ଯୋଗ ଦେଇଥିଲେ I ସଭାପ୍ରାରମ୍ଭରେ  ଅତିଥିଗଣଙ୍କୁ ପୁଷ୍ପଗୁଛ ଦେଇ ସମ୍ମାନିତ କରାଗଲାପରେ ଅଧ୍ଯାପିକା ତିଳୋତ୍ତମା ଷଡଙ୍ଗୀଙ୍କ ମନ୍ତ୍ର ଉଚ୍ଚାରଣରେ ଅତିଥିଗଣ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ପାଦପଦ୍ମରେ ପ୍ରଦୀପ ପ୍ରଜ୍ଜଳନ କରିଥିଲେ I ଏହାପରେ କଲେଜ ଛାତ୍ରୀଗଣ ସ୍ବାଗତ ସଂଗୀତ ଗାନ କରିଥିଲେ I ଅତିଥିଗଣଙ୍କୁ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା I ଅଧ୍ଯାପିକା ରାଜଶ୍ରୀ ଦାଶ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ I ସଭାପତି ଅଧ୍ଯକ୍ଷ ରବିଶଙ୍କର ଶତପଥୀ ବାର୍ଷିକ ବିବରଣୀ ପାଠ କରିଥିଲା ବେଳେ ପୂର୍ବତନ କଲେଜ ପରିଚାଳନା କମିଟୀ ଅଧ୍ଯକ୍ଷା ମାଳତୀ ପରିଡା କଲେଜର ଅତୀତ, ବର୍ତ୍ତମାନ ଓ ଭବିଷ୍ଯତ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ I ମାନ୍ଯବର ମୁଖ୍ଯ ଅତିଥି ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ଛାତ୍ରୀମାନଙ୍କୁ କର୍ତ୍ତବ୍ଯପରାୟଣତା, ଶୃଙ୍ଖଳିତ, ଦାୟିତ୍ବବୋଧ ଓ ସମୟାନୁବର୍ତ୍ତୀତା ହେବା ପାଇଁ ଉପଦେଶ ଦେଇଥିଲା ବେଳେ ରାଇରଙ୍ଗପୁର ବିଧାୟକ ଜଲେନ ନାୟକ ଛାତ୍ରୀମାନଙ୍କୁ ସୁମଣିଷ ହେବାପାଇଁ ଦିଗଦର୍ଶନ ଦେଇଥିଲେ I ଏହାପରେ ପୁରସ୍କାର ବିତରଣୀ ପର୍ବରେ ଅଧ୍ଯାପକ ବିଜୟ କୁମାର ରାମ, ଶ୍ଯାମ ମଣ୍ଡଳ, କାରୁମାର୍ଣ୍ଡି, ଅଧ୍ଯାପିକା ଅଭିସ୍ମିତା ଦାଶ, ରଂଜୁଲତା ନାୟକ, ପାନେଶ୍ବରୀ ଟୁଡୁ, ପ୍ରିୟତ୍ତମା ହେମ୍ବ୍ରମଙ୍କ ପରିଚାଳନାରେ କଲେଜରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିଗଣ ମାନପତ୍ର ଓ କପ୍ ଦେଇ ପୁରସ୍କୃତ କରିଥିଲେ I ଅଧ୍ଯାପକ ବିଜୟ କୁମାର ରାମ ଅତିଥି ପରିଚୟ ଓ ସଭା ପରିଚାଳନା କରିଥିଲା ବେଳେ ଅଧ୍ଯାପିକା ଯଶୋଧରା ମହାନ୍ତ ଧନ୍ଯବାଦ ଅର୍ପଣ କରିଥିଲେ I ପରେ ଛାତ୍ରୀମାନଙ୍କ ଦ୍ବାରା ରଙ୍ଗାରଙ୍ଗ  ସାଂସ୍କୃତିକ କାର୍ଯ୍ଯକ୍ରମକୁ ଅଧ୍ଯାପିକା ରାଜଶ୍ରୀ ଦାଶ, ଅଭିସ୍ମିତା ଦାଶ, ଅଧ୍ଯାପକ ବିଜୟ କୁମାର ରାମ ଓ ଶ୍ଯାମ ମଣ୍ଡଳ ଙ୍କ ଦ୍ବାରା ପରିଚାଳିତ ହୋଇଥିଲା I ପରିଶେଷରେ କଲେଜ ଅଧ୍ଯକ୍ଷ ରବିଶଙ୍କର ଶତପଥୀ ସମସ୍ତଙ୍କୁ ଧନ୍ଯବାଦ ଅର୍ପଣ କରିଥିଲେ I ଏଥିରେ ଅଧ୍ଯାପକ ଡକ୍ଟର ରାଜେନ୍ଦ୍ର ମଣ୍ଡଳ, ବାବୁଲୁ କୁମ୍ଭକାର, ଅଧ୍ଯାପିକା ସସ୍ମିତା ଦାସ, ଲକ୍ଷ୍ମୀ ରାଓ, ଦୀପିକା ମହାରଣା, ବବିତା ମହାନ୍ତ, ସେବତୀ ବେହେରା, ଅନିତା ସାମଡ, ସମାପ୍ତିରାଣୀ ଦାସ ଓ ରେଣୁକା ମହାନ୍ତ ପ୍ରମୁଖ ସହଯୋଗ କରିଥିଲେ I

(ରାଇରଙ୍ଗପୁର ରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like